ଆଜିର ରାଶିଫଳ 12 ଏପ୍ରିଲ 2019, ଶୁକ୍ରବାର – ମହାକାଳଙ୍କ କୃପା ବରଷିବ ଏହି ୩ଟି ରାଶି ଉପରେ

ଅନ୍ୟମାନଙ୍କୁ ପଢିବାର ସୁଯୋଗ ଦିଅନ୍ତୁ

ମେଷ

Loading...

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ । ଆଜିର ଦିନରେ ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ରହିବ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଅବସର ଆସିପାରେ । କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରୁହନ୍ତୁ, ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ

ଖାସକରିକି ସତ୍ତାଧାରୀ ଲୋକମାନଙ୍କ ସାଙ୍ଗରେ ଯୁକ୍ତି ନକରିଲେ ଭଲ ହେବ । ଖାସକରି ଯଦି ଆପଣ ତାଙ୍କଠାରୁ କିଛି କାମ ବାହାରକରିବାକୁ ଚ଼ାହୁଁଛନ୍ତି , ସରକାରୀ ସମ୍ବନ୍ଧ କାର୍ଯ୍ୟ ଗୁଡ଼ିକୁ କରାଇବା ପାଇଁ ଆପଣଙ୍କୁ ଟିକେ ଧର୍ଯ୍ୟ ସହିତ କାମ କରିବାକୁ ହେବ । ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଚିନ୍ତିତ ହୋଇପାରେ । ସ୍ଵାସ୍ଥ୍ୟ ମଧ୍ୟ ଖରାପ ରହିପାରେ । ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାଯୋଗୁଁ ମନରେ ଗ୍ଲାନି ଅନୁଭବ ହୋଇପାରେ । ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ |ଚିନ୍ତାର ବାଦଲ ଦୂର ହେବାଯୋଗୁଁ ଆପଣଙ୍କ ଉତ୍ସାହ ବଢ଼ିବ । ଭାଇ-ବନ୍ଧୁମାନଙ୍କ ସହିତ ମିଶିକରି ନୂଆ ଆୟୋଜନକୁ ହାତରେ ନେବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ମିଥୁନ

Loading...

ଆଜି ଆପଣ ଏମିତିହିଁ ଗପିବା ସମୟରେ ନିଜର ଶବ୍ଦଗୁଡ଼ିକୁ ବୁଝି ବିଚ଼ାରକରି କହିବେ । ଆପଣ କାହାକୁ କ`ଣ କହୁଛନ୍ତି ଏଥି ପ୍ରତି ଧ୍ୟାନ ଦିଅନ୍ତୁ । ଆପଣଙ୍କର ଶବ୍ଦଗୁଡ଼ିକୁ ବୁଲେଇ ଆପଣଙ୍କ ବିରୋଧରେ ବ୍ୟବହାର କରାଯାଇପାରେ । ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କ ଦିନ ଅନୁକୂଳ ରହିବ । ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ । ା

କର୍କଟ

Loading...

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ । ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜିର ଦିନ ସୁଖମୟ ଭାବେ କଟିବ । ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ଶାରୀରିକ ତଥା ମାନସିକ ପ୍ରଫୁଲ୍ଲତା ଅନୁଭବ ହେବ । ଚାକିରି କରୁଥିବା ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ସିଂହ

ଆଜି ଯେଉଁ ପର୍ଯ୍ୟନ୍ତ ଆପଣଙ୍କର ବ୍ୟବସାୟିକ ଉଦ୍ଦେଶ୍ୟର ପ୍ରଶ୍ନଅଛି ତେବେ ଆପଣଙ୍କର ରାଶି ଭଲ ରହିବ । ଆପଣଙ୍କୁ ଏହି ଜୀବନରେ ସବୁକିଛି ମିଳିପାରିବ ଯଥା ସାଙ୍ଗ, ସାଥୀ, ପରିବାର, ପଇସା ଏବଂ ସଫଳତା । ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ । ଚାକିରି କିମ୍ବା ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ଅଟେ । ଚାକିରି କରୁଥିବା ଲୋକମାନଙ୍କର ପ୍ରମୋସନ ହେବାର ସମ୍ଭାବନା ଅଛି । ଉଚ୍ଚ ପଦାଧିକାରିମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ ମାମଲାରେ ମଧ୍ୟ ଖୋଲା ମନରେ ଚର୍ଚ୍ଚା କରିବେ, ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା

ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଆଜିର ଦିନ ଖୁସିପୂର୍ବକ ବ୍ୟତୀତ କରିବେ । ନୂଆ କାର୍ଯ୍ୟର ପ୍ରାରମ୍ଭ କରିବେ । ଘରେ ଭାଇ-ଭଉଣୀମାନଙ୍କ ସହିତ ମେଳ-ମିଳାପ ରହିବ । ସ୍ଵଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରିବେ । ଲଘୁ ଯାତ୍ରାର ଯୋଗ ଅଛି । ଆଜି ଆପଣଙ୍କ କାର୍ଯ୍ୟ ସଫଳ ହେବ | ଆଜିର ଦିନ ପ୍ରତିକୁଲତାରେ ଭରି ରହିବ, ଯାହା ମନରେ ଖିନ୍ନତାର ଅନୁଭବ ହେବ । ଶରୀରରେ ଫୂର୍ତ୍ତି ଏବଂ ସତେଜର ଅଭାବ ରହିବ । ସାର୍ବଜନିକ ଜୀବନରେ ମାନହାନି ହେବାର ଆଶଂକା ଅଛି । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ତୁଳା

ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଚ଼ାହୁଁଛନ୍ତି, କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇଛି ଆପଣଙ୍କୁ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବା ଜରୁରୀ । ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣଙ୍କ ଆଜିର ଦିନ ମିଶ୍ରତ ଫଳଦାୟୀ ହେବ । ଆଜି ଆପଣଙ୍କୁ ପେଟ ସମ୍ବନ୍ଧୀତ ସମସ୍ୟା ହୋଇପାରେ । ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ । କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଛା

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ| ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି । ଆଜିର ଦିନ ମଧ୍ୟମ ଫଳଦାୟୀ ହେବ । ଆପଣ ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟରେ ଉପସ୍ଥିତ ରହିବେ । ଆପଣଙ୍କ ବ୍ୟବହାର ନ୍ୟାୟ ପ୍ରିୟ ରହିବ । ଧାର୍ମିକ ପ୍ରବାସର ଆୟୋଜନ ହେବ, ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ଧନୁ

ଆଜି ଆପଣଙ୍କୁ ନିଜର ସାଙ୍ଗମାନଙ୍କ ମଧ୍ୟରେ ଥିବା ସମ୍ପର୍କକୁ ଦେଖିବା ଆବଶ୍ୟକ ଅଟେ । ହୁଏତ ଆପଣଙ୍କ ମଧ୍ୟରେ ଇର୍ଷା ସୃଷ୍ଟି ହେଉଛି ଯାହାକି ଆଗକୁ ଯାଇ କ୍ଷତିକାରକ ହୋଇପାରେ । ପରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ , ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି , ସେଥିପାଇଁ ଆବେଦନ କରିପାରନ୍ତି । ମାତାଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଚିନ୍ତା ହୋଇପାରେ । ଯାତ୍ରା ପାଇଁ ଆଜିର ଦିନ ଅନୁକୂଳ ନୁହେଁ । ଛାତିରେ ଅସୁବିଧା ହୋଇପାରେ । ଜମି ସମ୍ବନ୍ଧୀତ ମାମଲାରେ ସାବଧାନୀପୂର୍ବକ ବ୍ୟବହାର କରନ୍ତୁ । ବିଦ୍ୟାର୍ଥିମାନଙ୍କ ମନ ପାଠପଢ଼ାରେ ଲାଗିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ ।

ମକର

ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ । ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ । ସନ୍ତାନମାନଙ୍କର ସମସ୍ୟାରେ ଚିନ୍ତିତ ହୋଇପାରନ୍ତି । ବୌଦ୍ଧିକ ଚର୍ଚ୍ଚା ତଥା କଥାବାର୍ତ୍ତାରେ ଭାଗ ନିଅନ୍ତୁ ନାହିଁ । ପ୍ରଣୟ ପ୍ରକରଣରେ ସଫଳତା ମିଳିବ । ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ହେବ । ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କୁମ୍ଭ

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି । ଆପଣଙ୍କ ଆଜିର ଦିନ ସଫଳତା ଏବଂ ଆମୋଦ-ପ୍ରମୋଦରେ ଭରା ହେବ, ସମ୍ପୂର୍ଣ୍ଣ ଦିନ ମନରେ ପ୍ରସନ୍ନତା ଅନୁଭବ କରିବେ । ବିପରୀତ ଲିଙ୍ଗ ବ୍ୟକ୍ତି ଆଜି ଆପଣଙ୍କ ଜୀବନରେ ଆସିବେ, ପ୍ରତିକାର– ମୁଗଡାଲି ଧର୍ମସ୍ଥାନରେ ଦେବେ ।

ମୀନ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ ।  ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ । ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ । ଆପଣଙ୍କ ଆଜିର ଦିନ ବିବିଧ ଲାଭ ପ୍ରାପ୍ତି ପ୍ରମାଣିତ ହେବ । ପରିବାରରେ ସନ୍ତାନ ଏବଂ ପତ୍ନୀଙ୍କ ତରଫରୁ ଲାଭଦାୟକ ସମାଚାର ମିଳିବ । ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦିତ ହେବେ । ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଚକ୍ଷୁର ଧ୍ୟାନ ରଖିବେ । ପାରିବାରିକ ସଦସ୍ୟ ଏବଂ ପ୍ରେମୀଜନମାନଙ୍କ ଦ୍ଵାରା ଘରେ ବିରୋଧର ବାତାବରଣ ହୋଇପାରେ, ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

Loading...

ଅନ୍ୟମାନଙ୍କୁ ପଢିବାର ସୁଯୋଗ ଦିଅନ୍ତୁ

Reply