ଆଜିର ରାଶିଫଳ 17 ଜୁନ୍ 2019, ସୋମବାର – ଏହି ୪ ରାଶି ଉପରେ ମହାଦେବଙ୍କ କୃପା ଆରମ୍ଭ

ମେଷ:-

ସାଧୁ-ସନ୍ଥ ଓ ଗୁରୁଜନଙ୍କ ଶୁଭାଶୀର୍ବାଦ ପ୍ରାପ୍ତିହୋଇପାରେ । ବ୍ୟାପାର ଓ କାରବାରରେ ସୁଧାର ଆସିବ । ଟଙ୍କାର ଆବଶ୍ୟକତା ପୂରଣ ହେବ । ନିଜର ପ୍ରଭାବ ଓ ପରାକ୍ରମ ବୃଦ୍ଧି ପାଇବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । କର୍ମ ଓ ବ୍ୟବସାୟ ସମ୍ବନ୍ଧିତ ଯାତ୍ରା କରିବାକୁ ପଡିବ । ଘର ପରିବାରରେ ବାତାବରଣ ଶାନ୍ତିପୂର୍ଣ୍ଣ ରହିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ପ୍ରତିକାର: ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବୃଷ:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ବଢେଇବା କଷ୍ଟକର ହେବ । କର୍ମକ୍ଷେତ୍ରରେ  ବିବାଦୀୟ ସ୍ଥିତି ଦେଖାଦେଲେ ମଧ୍ୟ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ଶତ୍ରୁଙ୍କ ସହିତ ସଂଘର୍ଷ କରି ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ଅଚାନକ ଭାବରେ ଦୂରଯାତ୍ରା କରିବେ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମିଥୁନ:-

କୌଣସି ନୂତନ ବ୍ୟକ୍ତିଙ୍କ ସହିତ ଭେଟ ହେବାଫଳରେ ସୁଖ ସମୃଦ୍ଧି ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ଧୈର୍ଯ୍ୟ ଓ ସହନ ଶୀଳତା କାଏମ ରହିବ । ପ୍ରବାସ ଯାତ୍ରାରେ ଲାଭବାନ ହେବେ । ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରିବେ । ରାଜନୀତିରେ ଉନ୍ନତି ହେବ । ବରିଷ୍ଠ ବ୍ୟକ୍ତି ଉଚ୍ଚାଧିକାରୀଙ୍କ ସହ ସମ୍ବନ୍ଧ ଦୃଢୀଭୁତ ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ପ୍ରେମିକ ପ୍ରେମିକା ମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ଆନନ୍ଦ ଅନୁଭବ କରିବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ଜାଗା, ଜମି, ଉଚ୍ଚସ୍ତରୀୟ ବାହନ ଆଦି କ୍ରୟ କରି ପାରିବେ । ରାଜନୀତିରେ ଉନ୍ନତି ହେବ । ମିତ୍ରଙ୍କ ଦ୍ଵାରା ସହାୟତା ମିଳିବ । ପ୍ରିୟଜନମାନେ ଆଗକୁ ବଢିବାରେ ସାହାଯ୍ୟ କରିବେ । ବ୍ୟବସାୟ କ୍ଷେତ୍ରରେ ପ୍ରସାର ପ୍ରଚାର ଫଳରେ ଆଶାତୀତ ଲାଭ ପାଇବେ । ନୂତନ କାର୍ଯ୍ୟଆରମ୍ଭ କରିପାରିବେ । ସନ୍ତାନ ସନ୍ତତିଙ୍କ ତରଫରୁ ଆଶାବାଦୀ ହେବେ । କେତେକ କ୍ଷେତ୍ରରେ ଉଚ୍ଚାକାଂକ୍ଷ । ପୂର୍ତ୍ତି ନିମନ୍ତେ କଠିନ ପରିଶ୍ରମ କରିବାକୁ ପଡିବ । ବନ୍ଧୁ ମିତ୍ରମାନଙ୍କର ଓ ବରିଷ୍ଠ କର୍ମୀଙ୍କ ପ୍ରିୟପାତ୍ର ହେବେ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । ବ୍ୟାପାର ଓ କାରବାରରେ ସୁଧାର ଆସିବ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ସିଂହ:-

ସ୍ଥଗିତଥିବା କର୍ମଟି ପୂରଣ ହେବାପାଇଁ ଆର୍ଥିକ ସଙ୍କଟ ଦୂରେଇ ଯିବ । କୌଣସି ନୂତନ କର୍ମ କରୁଥିଲେ ସେଥିରେ ବିଜୟୀ ହେବେ । ପାର୍ଟି ବା ସମାରୋହରେ ସମ୍ମିଳିତ ହେବାକୁ ପଡିପାରେ । ଖାଇବା ପିଇବାରେ ଅବହେଳା କରିବାରୁ ସ୍ଵାସ୍ଥ୍ୟ ଖରାପ ହେବ । ମାନସିକ ଦୁଶ୍ଚିନ୍ତା, ଶତୃବଧା ଦୂରେଇ ଯିବ । ଆୟବୃଦ୍ଧି, ଋଣମୁକ୍ତି, କର୍ମ କ୍ଷେତ୍ରରେ ଲୋକ ସମ୍ପର୍କ ବୃଦ୍ଧି ହେବ । ପାରିବାରିକ କ୍ଷେତ୍ରରେ ସ୍ୱାର୍ଥ ପ୍ରବୃତ୍ତିର ଶୀକାର ହୋଇ ସମ୍ପର୍କର ମଧୁର ସ୍ୱାଦ ଅନୁଭବ କରିବେ । ସରକାରୀ କାମରେ ସଫଳତା ପାଇବେ । କୌଣସି ପୋଗ୍ରାମ୍ ବା କାର୍ଯ୍ୟକ୍ରମରେ ସମ୍ମାନିତ ହେବେ ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

କନ୍ୟା:-

ଚାକିରି କରିଥିବା ବ୍ୟକ୍ତିମାନେ ବହୁତ ଲାଭ ଉଠାଇପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ କର୍ମ କ୍ଷେତ୍ରରେ ଉନ୍ନତି କରିପାରିବେ । ଆୟ ଉପାର୍ଜନ କ୍ଷେତ୍ରପ୍ରତି ସଙ୍କଟ ସୃଷ୍ଟି ହେବ ନାହିଁ । ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହୋଇ ଭଲ ରହିବ । ବ୍ୟବସାୟ କ୍ଷେତ୍ରରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ସଫଳ ହେବେ । ଶତୃପକ୍ଷ ଦୁର୍ବଳ ହୋଇ ଗୋଡ ଟାଣିବାର ପ୍ରଚେଷ୍ଠା ଆରମ୍ଭ କରିପାରନ୍ତି । ସନ୍ତାନ ଯୋଗେ ଚିନ୍ତିତ ରହିବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ତୁଳା:-

ନିର୍ମାଣ ମୂଳକ ଯୋଜନାରେ ଆଗେଇପାରିବେ । ପାରିବାରିକସ୍ଥିତି ସନ୍ତୋଷ ଜନକ ହେବ । ରାଜନୀତିରେ ସଫଳତା ମିଳିବ । ପିଲାମାନଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ହେବେ । ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବ । ମାନସିକ ଶାନ୍ତି ଓ ଦୌଡ-ଧୂପରେ ଶାନ୍ତି ଅନୁଭବ କରିବେ । ସମସ୍ତ ଚିନ୍ତା ଦୂର ହେବ । ପରିଶ୍ରମ କଲେ ଧନ ପ୍ରାପ୍ତି ହେବ । ଭାଇଙ୍କ ସହିତ ଲାଗିଥିବା ବିବାଦ ସମାଧାନ ହେବ । ପରାକ୍ରମ ବଢିବ । ଲୋକମାନେ ଆପଣଙ୍କ ବୁଦ୍ଧିକୁ ପ୍ରଶଂସା କରିବେ । ମହିଳାମାନେ ନିଜର ବାପା, ମା, ଭାଇ, ଭଉଣୀଙ୍କ କଥା ବୁଝିବାକୁ ବେଶି ଆଗଭର ହେବେ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ବିଚ୍ଛା:-

ବିଦେଶ ଯାତ୍ରାରେ ଯଶ ଲାଭ ଓ ନୂତନ ବାହନଆଦି ପ୍ରାପ୍ତି ହେବାର ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିହେବ । ବ୍ୟବସାୟରେ ଲାଭବାନ ହେବେ । ରାଜନୈତିକ କ୍ଷେତ୍ରରେ ଶତ୍ରୁମାନେ ମିତ୍ରବତ କାର୍ଯ୍ୟ କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତ୍କାରରେ ସଫଳତା ମିଳିବ । ଯେକୌଣସି ନୂତନକାର୍ଯ୍ୟ କରିବେ କିମ୍ବା ଯୋଜନା ପ୍ରସ୍ତୁତ କରିବେ ଭବିଷ୍ୟତ ପାଇଁ ଅତ୍ୟନ୍ତ ଶୁଭ । ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ପରିବାରରେ ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ । ଶୁଭ ସମ୍ବାଦପାଇ ଖୁସିହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।  ପ୍ରତିକାର- କିନ୍ନର ଙ୍କୁ କିଛି ଦାନ ଦିଅନ୍ତୁ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ଧନୁ:-

ଟଙ୍କାର ଆବଶ୍ୟକତା ପୂରଣ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯାଇ ପାରିବାରିକ କ୍ଷେତ୍ରରେ ଶାନ୍ତି ପାଇବେ । ବ୍ୟବସାୟରେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷକ ଓ ସହପାଠୀମାନଙ୍କ ମଧ୍ୟରେ ସମନ୍ଵୟ ରହି ବନ୍ଧୁତ୍ଵ ବୃଦ୍ଧି ପାଇବ । ବ୍ୟବସାୟୀକ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ମନ ଓ ଶରୀର ଭଲ ରହିବ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ ।  ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର:-

ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତି ପାଇବେ । ସହକର୍ମୀମାନଙ୍କ ସହ ଶତ୍ରୁତା ମେଣ୍ଟିଯିବ । ବାଦ-ବିବାଦ, ପରୀକ୍ଷା, ପ୍ରତିଯୋଗୀତା, ମାଲିମୋକଦ୍ଦମା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଶତୃମାନେ ପରାଜିତ ହେବେ । ପାରିବାରିକ କ୍ଷେତ୍ରରେ ସ୍ନେହ ସଦ୍ଭାବର ଅଭାବ ଦେଖାଦେବ । ବନ୍ଧୁଙ୍କ ନିମନ୍ତ୍ରଣ ପାଇ ଦୂରଯାତ୍ରା କରିବାକୁ ବାଧ୍ୟ ହେବେ । ସବୁ ଭଲଥିଲେ ମଧ୍ୟ ସ୍ୱାସ୍ଥ୍ୟ ସମସ୍ୟା ଦେଖା ଦେବ । ଅଯଥା ଭ୍ରମଣ କରିବା ଫଳରେ ଅଯଥା ଖର୍ଚ୍ଚ ମଧ୍ୟ କରିବାକୁ ପଡିବ । କୋର୍ଟ କଚେରୀ ମାମଲାର ଶୁଣାଣି ଯୋଗେ ବ୍ୟସ୍ତତା ବଢିଯିବ ।  ପ୍ରତିକାର- ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ:-

ଆୟକୁ ବଢାଇବା ପାଇଁ ବହୁତ ପ୍ରୟାସ କରିବେ, ପରିଣାମ ମଧ୍ୟ ସାମ୍ନାକୁ ଆସିବ । ଶତୃ ଓ ବିରୋଧୀମାନେ କୌଣସି କ୍ଷତି କରିପାରିବେ ନାହିଁ । ପୁରାତନ ରୋଗର ଉପସମ ଓ ବନ୍ଧୁ ସମାଗମ ହେବ । ବ୍ୟବସାୟରେ ବକେୟା ଅର୍ଥ ଆଦାୟ ହେବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ଟଙ୍କାର ଆବଶ୍ୟକତା ପୂରଣ ହେବ । ପତ୍ନୀ, ସନ୍ତାନ ଓ ପରିବାରରେ ସମୟ ବିତେଇବେ । କୌଣସି ମହିଳାଙ୍କ ସାହାଯ୍ୟ ଦ୍ଵାରା ଉନ୍ନତି କରିବେ । ମାତା-ପିତା ଓ ଗୁରୁଜନଙ୍କ ଆଶୀର୍ବାଦ ପ୍ରାପ୍ତ ହେବ । ସରକାରୀ କାର୍ଯ୍ୟରେ ସଫଳତା ପ୍ରାପ୍ତ ହେବ । ପିକନିକ୍, ପାର୍ଟି ଆଦିର ପୋଗ୍ରାମ୍ କରିବେ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମୀନ:-

ଆଧ୍ୟାତ୍ମିକ ଓ ଧର୍ମ କାର୍ଯ୍ୟରେ ଲିପ୍ତ ରହିବେ । ନୂତନ ବସ୍ତୁ କ୍ରୟ କରିପାରିବେ । ପତ୍ନୀଙ୍କ ସ୍ୱାସ୍ଥ୍ୟ ଭଲ ରହିବ । ପାରିବାରିକ ଓ ଆର୍ଥିକସ୍ଥିତିରେ ସୁଧାର ଆସିବ । ସମ୍ପତ୍ତି ସମ୍ବନ୍ଧିତ ଶୁଭ ସମାଚାର ଶୁଣିବାକୁ ମିଳିବ । ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ନିଜର ଯୋଗ୍ୟତା ଓ କ୍ଷମତାର ବହୁତ ଲାଭ ମିଳିବ । ପାରିବାରିକ ସ୍ତରରେ ବୁଝାମଣା ଠିକ୍ ଯୋଗେ ସୁଖ ଶାନ୍ତି ପ୍ରାପ୍ତି ସହ ଦାମ୍ପତ୍ୟ ସୁଖ ବୃଦ୍ଧି ହେବ । ପରସ୍ପରକୁ ସାହାଯ୍ୟ ସହଯୋଗ କରି ଗଠନମୂଳକ ଦିଗପ୍ରତି ଆଗ୍ରହ ଓ ଉତ୍ତମ ଯୋଜନାବଦ୍ଧ ହେବାର ସମ୍ଭାବନା ଅଛି । ମହିଳାମାନଙ୍କର ବୈଷୟିକ କ୍ଷେତ୍ରରେ ଅଯଥା ଧାଁଦୌଡ ଯୋଗୁ ଆଶାତୀତ ଧନ ଲାଭହେବ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।