ଆଜିର ରାଶିଫଳ, 21 ମାର୍ଚ୍ଚ 2019, ଗୁରୁବାର – ଆଜି ମା ଲକ୍ଷ୍ମୀ ଏହି ୩ଟି ରାଶିର ଭାଗ୍ୟ ଖୋଲିବେ

ଅନ୍ୟମାନଙ୍କୁ ପଢିବାର ସୁଯୋଗ ଦିଅନ୍ତୁ

ମେଷ

Loading...

ଆଜି କାଲି ଅଧ୍ୟୟନସମୟ ଦୀର୍ଘ ହୋଇଥିବାରୁ ପିଲାମାନେ ପାଠପଢାପ୍ରତି ଏକ ବିରକ୍ତି ଭାବ ଆସିପାରେ କିନ୍ତୁ ଏସବୁମଧ୍ୟରେ ସମତୁଲତାର ସହ ସାମାଜିକ ଏବଂ ବୈଧିକ ଜୀବନକୁ ବିକାଶ କରନ୍ତୁ ଓ ଅନ୍ୟାନ୍ୟ ସବୁ ଉତ୍ତମ ହେବ । ଆଜି ଦିନରେ ଆପଣଙ୍କର ମାନସିକ ଦୁଶ୍ଚିନ୍ତା ଅଧିକ ହେଇପାରେ । ପରିବାର ସଦଶ୍ୟ ମାନଙ୍କ ସହ ସମୟ ବିତାଇ ପାରନ୍ତି । ସାମୟିକ ନିରାପତ୍ତାର ଅଭାବ ଅନୁଭବ କରିବେ । କିନ୍ତୁ ଏହା ଖୁବ୍ ଶିଘ୍ର ଦୂର ହୋଇଯିବ । ମାନସିକ ରୂପରେ ଆଜି ଆପଣର ଉତ୍ସାହର ଅଭାବ ରହିବ, ଯାହାଦ୍ୱାରା ମନରେ ଅଶାନ୍ତି ରହିବ । ପରିଜନମାନଙ୍କ ସହିତ ମନମାଳିନ୍ୟ ହୋଇପାରେ । ସ୍ଥାବର ସଂପତ୍ତିର କାଗଜପତ୍ର କରିବା ସମୟରେ ବିଶେଷ ଧ୍ୟାନ ରଖିବେ । ମାନହାନି ନ ହେଉ ଏହାର ଧ୍ୟାନ ରଖିବେ, ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ । ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ବୃଷ

Loading...

ଆଜି ହଠାତ୍ ଆପଣଙ୍କର କୌଣସି ବନ୍ଧୁ ଫୋନ୍ କିମ୍ବା ଇମେଲ କରିପାରନ୍ତି । ଏହି ବନ୍ଧୁ ବୋଧହୁଏ ଆପଣଙ୍କ ଘରେ କିଛି ଦିନ ରହିବାକୁ ଆସିପାରନ୍ତି । ଆପଣ ତାଙ୍କର ଆତିଥ୍ୟ ଚ଼ର୍ଚ୍ଚା ପାଇଁ ପ୍ରସ୍ତୁତ ହୋଇ ରୁହନ୍ତୁ । ଯଦି ଆପଣଙ୍କ ବନ୍ଧୁ କିମ୍ବା ଆତ୍ମୀୟସଜ୍ଜନ ବିଦେଶରୁ ଆସୁଥାନ୍ତି , ତେବେ ବୋଧହୁଏ ସେ ଆଜି ଆପଣଙ୍କ ଘରକୁ ଆପଣଙ୍କୁ ଭେଟିବା ପାଇଁ ଆସିବେ । ସେଥିପାଇଁ ନିଜ ଘରକୁ ସଫାସୁତୁରା କରନ୍ତୁ । ଆଜି ଦିନ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ଶାରୀରିକ ଏବଂ ମାନସିକ ରୂପରେ ଆପଣ ଅସୁସ୍ଥତାର ଅନୁଭବ କରିପାରନ୍ତି । ବ୍ୟର୍ଥ ଖର୍ଚ୍ଚ ନ ହେଉ, ଏହାର ଧ୍ୟାନ ରଖିବେ, ପ୍ରତିକାର-ଗାଈକୁ କିଛି ଖାଦ୍ୟ ଦେବେ ।

ମିଥୁନ

Loading...

ଆଜିର ଦିନ ଟି ଆପଣଙ୍କର ଜୋସ୍ ରେ ଭରା ରହିବ । ଆଜି ଆପଣଙ୍କୁ ଆପଣଙ୍କର ପ୍ରତ୍ୟେକ ଦିନର ଦିନଚ଼ର୍ଯ୍ୟାରୁ ମୁକ୍ତି ମିଳିବ । ଏବଂ ଆପଣ ନିଜକୁ ସତେଜ ଅନୁଭବ କରିବେ । ଆଜି ଆପଣ ଯାହା ନିଷ୍ପତ୍ତି ନେବେ ଭାବିଚ଼ିନ୍ତି ନିଅନ୍ତୁ , କାରଣ ଆପଣ ନେଇଥିବା ନିଷ୍ପତ୍ତି ଉପରେ ପଶ୍ଚାତାପ ଯେପରି କରିବାକୁ ନ ପଡ଼େ । ତରତର ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ । ସ୍ଵାସ୍ଥ୍ୟ ପ୍ରତି ଆଜି ଅଧିକ ଧ୍ୟାନ ରଖିବାର ଆବଶ୍ୟକତା ଅଛି । ସ୍ଵାସ୍ଥ୍ୟ ପଛରେ ଧନର ଖର୍ଚ୍ଚ ମଧ୍ୟ ହୋଇପାରେ । ଆଜି ଖାଇବା ପିଇବା ଘରେ ହିଁ କରନ୍ତୁ ତେବେ ଭଲ ହେବ । ଆଧ୍ୟାତ୍ମିକତା ପ୍ରତି ରୁଚି, ଧ୍ୟାନ ତଥା ଜପ ଆପଣଙ୍କୁ ଉଚିତ ମାର୍ଗକୁ ନେଇପାରିବ.ପ୍ରତିକାର-ବେଲ କାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

କର୍କଟ

ନିଜ ସମ୍ପର୍କରେ ସୁଧାର ଆଣିବା ପାଇଁ ଯୋଜନା କରନ୍ତୁ ଏବଂ ସେମାନଙ୍କୁ ଖୁସି କରିଦିଅନ୍ତୁ । ଆଜି ଶୀଘ୍ର ଘରେ ପହଞ୍ଚିବା ପାଇଁ ଚ଼େଷ୍ଟା କରନ୍ତୁ ଏବଂ ପରିବାର ବର୍ଗକୁ ବାହାରକୁ ବୁଲେଇ ନେଇ ଯାଆନ୍ତୁ । ଆପଣ ଦେଖିବେ ଆପଣଙ୍କୁ କେତେ ଖୁସି ମିଳିବ । ଆଜି ଆପଣ ନିଜକୁ ପରିସ୍ଥିତି ସହିତ ଖାପଖୁଆଇ ଚ଼ଳିବାକୁ ଚ଼େଷ୍ଟା କରନ୍ତୁ । ଅସୁବିଧାଟି ଆସୁଥିବ ଏବଂ ଯାଉଥିବ କିନ୍ତୁ ଆପଣ ଏହାଜାଣିସାରିଛନ୍ତି ସକାରାତ୍ମକ ଭାବନା ରଖିଲେ ଆମେ ଆମ ଅସୁବିଧା ଗୁଡ଼ିକୁ ଭଲ ଭାବରେ ସମ୍ଭାଳି ପାରିବା । ଆଜିର ଦିନ ଆନନ୍ଦର ଦିନ ଅଟେ । ବ୍ୟାପାର ଏବଂ ଆୟରେ ବୃଦ୍ଧି ହେବ । ଆଜି ଆପଣଙ୍କ ଉପରେ ଲକ୍ଷ୍ମୀଙ୍କର କୃପା ରହିବ । ପରିଜନ ଏବଂ ମିତ୍ରମାନଙ୍କ ସହିତ ଆମୋଦ-ପ୍ରମୋଦର ବାତାବରଣ ରହିବ । ନୂଆ ସଂପର୍କ ଏବଂ ପରିଚୟ ବ୍ୟାପାର କ୍ଷେତ୍ରରେ ଲାଭପ୍ରଦ ରହିବ । ଛୋଟ ଯାତ୍ରା ଆନନ୍ଦଦାୟୀ ରହିବ । ପ୍ରତିକାର-ଗାଈକୁ ଖାଇବାକୁ ଦିଅନ୍ତୁ

ସିଂହ

ଆଜି ଆପଣ ନିଜ ଉପରେ କାର୍ଯ୍ୟ ବୋଧ ବଢ଼ି ଯାଇଛି ବୋଲି ଅନୁଭବ କରିବେ । ଏହି ଚ଼ିନ୍ତା ଘର ଏବଂ କାର୍ଯ୍ୟ ସହ ସମ୍ବନ୍ଧିତ ହୋଇଥାଇପାରେ । ଆଜି ଆପଣ ଶାନ୍ତ ରହି ନିଜର କାର୍ଯ୍ୟ ସମ୍ପାଦନ କରନ୍ତୁ । ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ମାନସିକ ରୂପରେ ଦ୍ଵିଧା ଅନୁଭବ ହେବାରୁ କୌଣସି ନିଶ୍ଚିତ ନିର୍ଣ୍ଣୟ ନେବାରେ କଷ୍ଟ ହୋଇପାରେ । ନିରର୍ଥକ ଖର୍ଚ୍ଚରୁ ବଞ୍ଚନ୍ତୁ । ବାଣୀ ଉପରେ ନିୟନ୍ତ୍ରଣ ନ ରଖିବାରେ ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାର ଆଶଂକା ଅଛି, ପ୍ରତିକାର-ଗୁଡ଼ ଓ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ

କନ୍ୟା

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ । କାର୍ଯ୍ୟ ସମ୍ପର୍କିତ ଭ୍ରମଣ କିମ୍ବା ଦର୍ଶନୀୟ ସ୍ଥାନ ବିତେଇବା ପାଇଁ କୋଉଁ ଆଡେ ଯାଇପାରନ୍ତି । ଏପ୍ରକାର ଭ୍ରମଣ ଫଳପ୍ରଦ ଏବଂ ଉପଭୋଗ କରିବେ । ଯଦି କାର୍ଯ୍ୟ ସମ୍ପର୍କିତ ଭ୍ରମଣ ହୋଇଥାଏ ସୁଫଳମିଳିବ । ମିତ୍ର ଏବଂ ପରିଜନମାନଙ୍କ ସହିତ ଆଜିର ଦିନ ଆନନ୍ଦ ପୂର୍ବକ ସମାପ୍ତ ହେବ । କୌଣସି ପର୍ଯ୍ୟଟନ ସ୍ଥଳକୁ ଯାତ୍ରା ମଧ୍ୟ ହୋଇପାରେ । ବ୍ୟବସାୟୀ ଲୋକମାନଙ୍କ ପାଇଁ ସମୟ ଅନୁକୂଳ ଅଟେ, ପ୍ରତିକାର-କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ତୁଳା

ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ । ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ । ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ । ଆପଣଙ୍କ ସ୍ଵାସ୍ଥ୍ୟ ଆଜି ଭଲ ରହିବ । ବ୍ୟବସାୟିକ କ୍ଷେତ୍ରରେ ଲାଭ ହେବ । ସାଥିରେ କାମ କରୁଥିବା ଲୋକଙ୍କର ସହଯୋଗ ପ୍ରାପ୍ତ ହେବ । ପରିଜନମାନଙ୍କ ସହିତ ଆପଣ ସମୟ ଆନନ୍ଦପୂର୍ବକ ବିତାଇ ପାରିବେ । ପ୍ରତିକାର-କୁକୁରକୁ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି । ଆଜି ଆପଣଙ୍କ ମନ ବନ୍ଧୁମାନଙ୍କ ସହ ମଜ୍ଜା କରିବାକୁ ଚ଼ାହୁଁଛି । ଆଜିକାଲି ଆପଣଙ୍କ ସମ୍ପର୍କ ସୁଧାରିବାରେ ଲାଗିଛନ୍ତି ଯେଉଁଥି ପାଇଁ ଆପଣ ଖୁସି ଅଛନ୍ତି । ଆଜି ଆପଣ ଯେତେ ଅଧିକ ସମୟ ପାରିବେ ଆପଣଙ୍କ ପରିବାରଙ୍କ ସହ କଟାନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆଜି ସମ୍ପୂର୍ଣ୍ଣ ଦିନ ପ୍ରସନ୍ନତା ରହିବ । ବ୍ୟବସାୟ କ୍ଷେତ୍ରରେ କାର୍ଯ୍ୟର ପ୍ରଶଂସା ହେବାରୁ କାର୍ଯ୍ୟ ପ୍ରତି ଉତ୍ସାହ ମଧ୍ୟ ବଢ଼ିବ । ସାଥିରେ କାମ କରୁଥିବା ଲୋକଙ୍କର ମଧ୍ୟ ସହଯୋଗ ପ୍ରାପ୍ତ ହେବ । ପ୍ରତିକାର-ଅସହାୟକୁ ସାହାଯ୍ୟ କରନ୍ତୁ ।

ଧନୁ

ଆଜି ଆପଣଙ୍କ ସାଙ୍ଗକୁ ଆପଣଙ୍କର ସାହାଯ୍ୟ ଆବସ୍ୟକତା ଅଛି । ଆପଣ ତାଙ୍କୁ ସାହାଯ୍ୟ କରିବା ଉଚ଼ିତ୍ ହେବ । ଯାହା ହେଲେ ମଧ୍ୟ ଆପଣଙ୍କର ସମ୍ପର୍କ ଏମିତି ଅଛି । ବହୁତ ଭାବି ଚ଼ିନ୍ତି କାହାକୁ କୌଣସି ପରାମର୍ଶ ଦିଅନ୍ତୁ । ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ । ଆଜିର ଦିନ ଆପଣଙ୍କପାଇଁ ଶୁଭ ଅଟେ । ଯଶ କୀର୍ତ୍ତି ପ୍ରାପ୍ତ ହେବାରେ ସରଳତା ରହିବ । ବ୍ୟାପାର କ୍ଷେତ୍ରରେ ଭାଗିଦାରୀ ସହିତ ସମ୍ବନ୍ଧ ସକାରାତ୍ମକ ରହିବ । ବସ୍ତ୍ରାଭୂଷଣର କ୍ରୟରେ ମନ ଆନନ୍ଦିତ ହେବ । ପ୍ରତିକାର-ଗୁଡ଼ ଓ ଗହମ ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ମକର

ଆଜି ଆପଣ ନିଜର ଜୀବନକୁ ବଦଳାଇବାକୁ ଚ଼ାହିଁବେ ।  ଏହି ସମୟଟି ସଠିକ୍ ନିର୍ଣ୍ଣୟ ନେବାର ସମୟ ଅଟେ । ସମସ୍ୟା ଗୁଡ଼ିକୁ ପରିହାର କରିଲେ ତାହାର ଉପାୟ ବାହାରିବ ନାହିଁ । କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ । ଶାରୀରିକ ଏବଂ ମାନସିକ ରୂପରେ ଆପଣଙ୍କ ସ୍ଵାସ୍ଥ୍ୟ ପ୍ରସନ୍ନତାରେ ପୂର୍ଣ୍ଣ ରହିବ । ଉତ୍ସାହପୂର୍ଣ୍ଣ ବାତାବରଣ ହେବାରୁ ନୂଆ କାର୍ଯ୍ୟର ପ୍ରାରମ୍ଭ କରିବାର ପ୍ରେରଣା ମିଳିବ । ପାରିବାରିକ ବାତାବରଣରେ ସୁଖ-ଶାନ୍ତି ବନି ରହିବ ।

କୁମ୍ଭ

ଆଜି କେହି ଜଣେ ଗୁରୁଜନ ଆପଣଙ୍କୁ ଉପଦେଶ ଦେବେ ଯାହାକି ଆପଣଙ୍କ ଜୀବନରେ ବହୁତ କାମ ଆସିବ । ଯଦିଓ ଆପଣ କାହାରି ଉପଦେଶ ଖୋଜୁ ନଥିଲେ ତଥାପି ଆପଣଙ୍କୁ ଲାଭ ଜନକ ଉପଦେଶ ମିଳିଯିବ । ଯଦି ଆପଣଙ୍କର ନିକଟବର୍ତ୍ତୀ ସମ୍ପର୍କୀୟଙ୍କ ସାଙ୍ଗରେ କୌଣସି ମତଭେଦ ଅଛି ତାହା ସୁସମ୍ପର୍କରେ ପରିଣତ ହେବା ଆପଣ ଦେଖିବାକୁ ପାଇବେ । ଏହି ସୁସମ୍ପର୍କ ଦୁଇ ପକ୍ଷର ଚ଼େଷ୍ଟାର ପରିଣାମ ସୂରୂପ ହେବ । ବାଦ-ବିବାଦରେ ଫସନ୍ତୁ ନାହିଁ । ସନ୍ତାନମାନଙ୍କ ବିଷୟରେ ଚିନ୍ତା ହୋଇପାରେ । ବିଦ୍ୟାର୍ଥିମାନଙ୍କପାଇଁ ଅଭ୍ୟାସରେ ସଫଳତା ପ୍ରାପ୍ତ ହେବାରେ ତାଙ୍କର ଉତ୍ସାହରେ ବୃଦ୍ଧି ହେବ । ପ୍ରତିକାର-ଅସହାୟଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ

ଆପଣ ଭଗବାନଙ୍କ ସହ ନିଜ ସମ୍ପର୍କ ଜାଣିବାକୁ ଚାହିଁବେ, ଏତଦ୍ୱାରା ଆଜି ଆପଣଙ୍କୁ ଏହା ଜାଣିବାରେ ସାହାଯ୍ୟ ମିଳିବ ଯେ ଯାହା ଆଜି ଆପଣଙ୍କ ସହିତ ହେଉଛି ତାହା କାହିଁକି ହେଉଛି ଓ କେମିତି ଆଜି ଆପଣଙ୍କ ନିଜ ଜୀବନକୁ ଆହୁରି ସୁନ୍ଦର ମନେଇପାରିବେ । ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ । ଆଜିର ଦିନ ଭାଗ୍ୟ ବୃଦ୍ଧି ହେବାର ଦିନ ଅଟେ । ବିଦେଶ କିମ୍ବା ଦୂର ଦେଶରୁ ଶୁଭ ସମାଚାର ପ୍ରାପ୍ତ ହେବ । ଛୋଟ ପ୍ରବାସ କିମ୍ବା କୌଣସି ଧାର୍ମିକ ଯାତ୍ରାଯୋଗୁଁ ମନର ପ୍ରସନ୍ନତାରେ ବୃଦ୍ଧି ହେବ । ଶାରୀରିକ ରୂପରେ ମଧ୍ୟ ଆଜି ସୁସ୍ଥ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

Loading...

ଅନ୍ୟମାନଙ୍କୁ ପଢିବାର ସୁଯୋଗ ଦିଅନ୍ତୁ

Reply