ଆଜିର ରାଶିଫଳ, 12 ନଭେମ୍ବର 2021, ଶୁକ୍ରବାର, ମା ଦୂର୍ଗାଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୨ ନଭେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ କାର୍ଯ୍ୟ ରେ ଯୋଗ ଦେବେ । ଆପଣଙ୍କର ଅଟକି ଥିବା ପୁରୁଣା କାମ ପୁରା ହେବ । କୌଣସି କ୍ଷେତ୍ର ରୁ ଆପଣଙ୍କର ଅଚାନକ ଧନ ଲାଭ ହେବ । ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ହେବାକୁ ଯାଉଛି । ଦାଂପତ୍ଯ ଜୀବନରେ ଆପଣ ଜୀବନ ସାଥି ଙ୍କ ସହଯୋଗ ପାଇବେ । ଚାକିରି କ୍ଷେତ୍ର ରେ ଆପଣ ନୂଆ ପଦ ହାସଲ କରିବେ । କୌଣସି ଖାସ ବ୍ୟକ୍ତି ଙ୍କ ସହ ଆପଣଙ୍କର ଭେଟ ହୋଇପାରେ ।

ବୃଷ ରାଶି : ଏହି ରାଶିର ଲୋକ ମାନଙ୍କର ଭାଗ୍ୟ ବଦଳିବାକୁ ଯାଉଛି । ଆଜି ଆପଣଙ୍କର ଭାଗ୍ୟ ଆପଣଙ୍କର ସାଥ ଦେବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଅଧିକ ଟଙ୍କା ରୋଜଗାର କରିବେ । ଆପଣଙ୍କ ଜୀବନରେ କୌଣସି ଖାସ ବ୍ୟକ୍ତିଙ୍କ ଆଗମନ ହୋଇପାରେ । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ର ଶୁଭାରମ୍ଭ ହୋଇପାରେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ସାଙ୍ଗ ସାଥି ଙ୍କ ସହ ଆପଣଙ୍କର ସମୟ ଅତିବାହିତ ହେବ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ ।

ମିଥୁନ ରାଶି : ଏହି ରାଶିର ଲୋକ ମାନେ ନିଜ ଜୀବନରେ କିଛି ନୂଆ କରିବା ପାଇଁ ପ୍ଳାନ କରିବେ । କୌଣସି କ୍ଷେତ୍ର ରୁ ଆପଣଙ୍କର ଅଚାନାକ ଧନ ଲାଭ ହେବ । ବ୍ୟବସାୟ କ୍ଷେତ୍ର ରେ ଆପଣ ଲାଭାବନ ହେବା ସହ ନୂଆ ନିବେଶ କରିବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଜୀବନରେ କିଛି ଖାସ ପରିବର୍ତ୍ତନ ହେବାକୁ ଯାଉଛି । ଛାତ୍ର ମାନଙ୍କ ପାଇଁ ସମୟ ଅନୁକୂଳ ରହିବ । ଯଦି ଆପଣ କୌଣସି ଇଣ୍ଟରବିୟୁ ଦେବାକୁ ଯାଉଛନ୍ତି ତେବେ ସେଥିରେ ସଫଳ ହେବେ ।

କର୍କଟ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବେ । ଯେଉଁ ମାନେ ଚାକିରି ଖୋଜୁଛନ୍ତି ସେମାନେ ନୂଆ ଚାକିରି ପାଇବେ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ପାର୍ଟନର ଙ୍କୁ କହିବାର ଆଜି ଉପଯୁକ୍ତ ସମୟ ଅଟେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ସମାଜ ରେ ଆପଣଙ୍କର ମାନ ସମ୍ମାନ ପ୍ରତିଷ୍ଠା ହେବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହଯୋଗ ପାଇବେ । ଆପଣଙ୍କ ଦାଂପତ୍ଯ ଜୀବନ ସୁଖମୟ ରହିବ । କୌଣସି ବ୍ୟକ୍ତି ଙ୍କ ସହ ଆପଣଙ୍କର ମିତ୍ରତା ହୋଇପାରେ । ସମାଜ ରେ ଆପଣଙ୍କର ମାନ ସମ୍ମାନ ବୃଦ୍ଧି ହେବ । ସନ୍ତାନ ମାନଙ୍କ ପାଇଁ ଆପଣ ମାନସିକ ଚିନ୍ତା ରେ ରହିବେ । ତେଣୁ ନିଜ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । ଘର ପରିବାରରେ ହସ ଖୁସିର ମାହୋଲ ରହିବ ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ପାଇବେ । କୌଣସି ଖାସ ବ୍ୟକ୍ତି ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ସାଙ୍ଗ ସାଥି ଙ୍କ ସହ ଆପଣଙ୍କର ଭଲ ସମୟ ରହିବ । ଆପଣଙ୍କର ଅଟକି ଥିବା କାମ ପୁରା ହେବ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ପାର୍ଟନର ଙ୍କୁ କହି ପାରିବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ବିଜୟ ଲାଭ କରିବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ତୁଳା ରାଶି : ଏହି ରାଶିର ଲୋକ ମାନଙ୍କ ଜୀବନରେ ଖୁସିର ସମୟ ଆସିବାକୁ ଯାଉଛି । ଆପଣଙ୍କର କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହେବ । ବ୍ୟବସାୟରେ ଆପଣ ନୂଆ ନିବେଶ କରିବା ସହ କିଛି ନୂଆ ପ୍ଳାନ ଲରିବେ । ଯେଉଁ ମାନେ ରାଜନୀତି ଓ କଳା କ୍ଷେତ୍ର ରେ ଅଛନ୍ତି ସେମାନଙ୍କ ପାଇଁ ସମୟ ଅନୁକୂଳ ରହିବ । ଦାଂପତ୍ଯ ଜୀବନରେ ଆପଣ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ । ଆର୍ଥିକ ସ୍ଥିତି ଆପଣଙ୍କର ମଜବୁତ ରହିବ ।

ବିଛା ରାଶି : ଏହି ରାଶିର ଲୋକ ମାନେ ନିଜ ଜୀବନରେ ସଫଳତା ପାଇବାକୁ ହେଲେ କଠିନ ପରିଶ୍ରମ କରିବାକୁ ପଡିବ । ଆଜି ଆପଣଙ୍କର ଆୟ ରେ ବୃଦ୍ଧି ହେବ । ସମାଜ ରେ ଆପଣ ପ୍ରଶଂସା ର ଅପାତ୍ର ହେବେ । ଯାହା ପାଇଁ ଅନ୍ୟ ମାନେ ଆପଣଙ୍କର ପ୍ରେରଣା ପାଇବେ । ଆଜି ଆପଣ କୌଣସି ବଡ ନିସ୍ପତି ନେବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

ଧନୁ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ ସ୍ଥାନକୁ ଯାତ୍ରା କରିବେ । ପ୍ରେମ ଜୀବନ ଆପଣଙ୍କର ସଫଳ ରହିବ । ବ୍ୟବସାୟ ରେ ଆପଣଙ୍କର ଅଧିକ ଲାଭ ହେବା ସହ ନୂଆ ନିବେଶ କରିବେ । ଚାକିରି କ୍ଷେତ୍ର ରେ ଆପଣ ନୂଆ ପଦ ହାସଲ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ । ଭାଇ ଭଉଣୀ ଙ୍କ ଠାରୁ ଆପଣ ସମର୍ଥନ ପାଇବେ । ଆପଣଙ୍କର ଅଟକି ଥିବା କାମ ପୁରା ହେବ । ଆପଣଙ୍କ ଜୀବନରେ ଖୁଶିର ସମୟ ଆସିବାକୁ ଯାଉଛି ।

ମକର ରାଶି : ଏହି ରାଶିର ଲୋକ ମାନେ ଆଜି କୌଣସି ନୂଆ ଦାୟିତ୍ଵ ପାଇବେ । ଗୃହରେ ମାଙ୍ଗଳିକ କାର୍ଯ୍ୟ ହୋଇପାରେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ସମାଜ ରେ ଆପଣଙ୍କର ମାନ ସମାନ ପ୍ରତିଷ୍ଠା ହେବ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କ ଅଧିକ ସମୟ ବିତାଇବେ । ଆୟ କମାଇବାର ନୂଆ ମାର୍ଗ ଆପଣ ପାଇବେ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । ପ୍ରିୟଜନ ମାନଙ୍କ ସହ ଆପଣଙ୍କର ଭଲ ସମ୍ପର୍କ ରହିବ ।

କୁମ୍ଭ ରାଶି : ଏହି ରାଶିର ଲୋକ ମାନେ କିଛି ନୂଆ କାମ କରିବା ପାଇଁ ଚିନ୍ତା କରିବେ । ପ୍ରିୟଜନ ଓ ପରିବାର ଲୋକଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗ୍ରହୀ ହେବେ । ମହିଳା ମାନେ ନୂଆ ଉପହାର କିଣିବେ । ସନ୍ତାନ ମାନଙ୍କୁ ନେଇ ଆପଣ ମାନସିକ ଚିନ୍ତା ରେ ରହିବେ । ତେଣୁ ନିଜ ସ୍ୱାସ୍ଥ୍ୟ ର ଯତ୍ନ ନିଅନ୍ତୁ ।

ମୀନ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ହସ ଖୁସିରେ ସମୟ ଅତିବାହିତ କରିବେ । ଅଫିସରେ ବଡ ଅଧିକାରୀ ଓ ସହ କର୍ମୀ ଙ୍କ ସହଯୋଗ ଆପଣ ପାଇବେ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଯାହା ଦ୍ଵାରା ଆପଣ ପ୍ରଶଂସା ର ଅପାତ୍ର ହେବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଦାଂପତ୍ଯ ଜୀବନରେ ଆପଣ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।