ଆଜିର ରାଶିଫଳ, 19 ଫେବୃଆରୀ 2021, ଶୁକ୍ରବାର, ମା ଦୂର୍ଗାଙ୍କ ଆଶୀର୍ବାଦ ରହିବ ଏହି ୪ଟି ରାଶି ଉପରେ, ଆର୍ଥିକ ସ୍ଥିତି ହେବ ସୁଦୃଢ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୯ ଫେବ୍ରୁଆରି ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ

କୌଣସି ମହତ୍ୟା ପୂର୍ଣ୍ଣ କାମରେ ବାହାରକୁ ଯାଇପାରନ୍ତି । ବ୍ୟବସାୟରେ ଭଲ ଲାଭ ହେବ ଓ କିଛି ଜିନିଷ ବଢାଇ ପାରିବେ । ଜୀବନ ସାଥିଙ୍କ ସହ ଅଧିକ ସମୟ କାଟି ପାରନ୍ତି । ଚାକିରି ଓ ବ୍ୟବସାୟରେ ଅନୁକୂଳ ରହିବ କିଛି ନୂଆ ନୂଆ ଜିନିଷ କରିବାକୁ ଚାହୁଥିଲେ ସେହି କାର୍ଯ୍ୟ ଆରମ୍ଭ କରିପାରିବେ । ଜୀବନ ସାଥିଙ୍କ ସହ ଅଧିକ ସମୟ କାଟି ପାରନ୍ତି । ଚାକିରି ଓ ବ୍ୟବସାୟରେ ଅନୁକୂଳ ରହିବ କିଛି ନୂଆ ନୂଆ ଜିନିଷ କରିବାକୁ ଚାହୁଥିଲେ ସେହି କାର୍ଯ୍ୟ ଆରମ୍ଭ କରିପାରିବେ । ଆଜି ଆପଣଙ୍କର ଚାକିରି କ୍ଷେତ୍ରରେ ଉନ୍ନତି କରିବେ । ରାଗ ଉପରେ ନିୟତରଣ ରଖନ୍ତୁ ।

ବୃଷ

ଆଜି କୌଣସି ଜିନିଷ ହେବା ଫଳରେ ବହୁତ ଶାନ୍ତି ଅନୁଭବ କରିବେ । ନିଜ ପରିବାରରେ ବହୁତ ଖୁସି ରହିବ । କାର୍ଯ୍ୟ ଭାର ଅଧିକା ରହିବା ହେତୁ ମନ କଷ୍ଟ ଲାଗିବ କିନ୍ତୁ ଆପଣଙ୍କର କଠିନ ପରିଶ୍ରମ ଓ ଚେଷ୍ଟା ହିଁ ଆପଣଙ୍କୁ ଖୁବ ଶୀଘ୍ର ସଫଳ କରାଇଦେବ । ଆଜି ଆପଣଙ୍କର ଦିନ ବହୁତ ଭଲରେ କଟିବ । ପାଠ ପଢୁଥିବା ପିଲା ମାନେ କୌଣସି ଏକ ଭଲ କାର୍ଯ୍ୟ କରିପାରନ୍ତି । ବ୍ୟବସାୟ ପାଇଁ ନୂଆ ରାସ୍ତା ମଧ୍ୟ ପିଟିବାର ସମ୍ଭାବନା ଅଛି । ସମାଜରେ ମାନ ସଂମ୍ମାନ ବଢିବ ।

ମିଥୁନ

କାର୍ଯ୍ୟଭାର ବଢିବା ହେତୁ ମନରେ ଚିନ୍ତା ରହିବ । ଟଙ୍କା ଦେବା ଓ ନେବା ରେ ସତର୍କ ରୁହନ୍ତୁ । ହଠାତ୍ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଧାର୍ମିକ ସ୍ଥଳ ରେ ଦାନ ଧର୍ମ କରିବା ହେତୁ ସମାଜରେ ମାନ ସମ୍ମାନ ବଢିବ । ଲୋକଙ୍କର ଆଶୀବାଦ ନେବା ସହ ଲୋକେ ଆପଣଙ୍କ ଉପରେ ବହୁତ୍ ଖୁସି ରହିବେ । ବିଭାହୀତ ଜୀବନରେ ବହୁତ ଖୁସି ରହିବ ଓ ଯେଉଁ ମାନେ ନୂଆ ବିଭା ହୋଇଥିବେ ସେମାନେ ଯେଉଁ ଖୁସି ପାଇଁ ଅପେକ୍ଷା କରିଥିଲେ ସେହି ଖୁସି ଖବର ପାଇବେ । ଆର୍ଥିକ ସମସ୍ୟା ଦୂରେଇ ଯିବ ।

କର୍କଟ

ଆଜି ଦିନ ଆପଣଙ୍କର ମଧ୍ୟମ ଧରଣ ରହିବ । ଅଫିସରେ କାହା ସାଙ୍ଗରେ ଅଯଥା କଥା ହୁଅନ୍ତୁ ନାହିଁ ନଚେତ କେହି ଆପଣଙ୍କୁ ନୀଚ ଦେଖାଇ ପାରନ୍ତି । ରାଗ ଉପରେ ନିୟତରଣ ରଖନ୍ତୁ । ବ୍ୟବସାୟ କରୁଥିବା ଲୋକଙ୍କର ଲାଭ ହେବ ଲମ୍ବା ରାଶି ମିଳୁଥିବା ରାଶିରେ ଧନ ନିଯୋଗ କରନ୍ତୁ ପରେ ସେଥିରେ ଭଲ ଲାଭ ପାଇବେ । ଜୀବନସାଥି ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି । କାର୍ଯ୍ୟଭାର ବଢିବା ହେତୁ ମନ ଚିନ୍ତା ରହିବା ସହିତ ଦେହ ପୀଡା ମଧ୍ୟ ରହିବ ।

ସିଂହ

ନିଜ ଭିତରେ ଥିବା ଉର୍ଜା ନିଜକୁ ବହୁତ ଶାନ୍ତି ଦେବା ସହିତ କାର୍ଯ୍ୟରେ ମଧ୍ୟ ସଫଳତା ହାସଲ କରିବେ । ବହୁଦିନ ରୁ ଅସୁବିଧା ଭୋଗ କରୁଥିବା ସମସ୍ୟା ରୁ ଆଜି ବାହାରକୁ ବାହାରି ପାରିବା । କିଛି ନୂଆ ସମାଧାନ ପାଇ ସେହି ନିର୍ଦ୍ଦେଶ ଅନୁସାରେ କାମ କଲେ କୌଣସି ପ୍ରକାରର ଅସୁବିଧା ହେବ ନାହିଁ । ଆପଣଙ୍କୁ ହଠାତ୍ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଯଦି କେଉଁ ଜିନିଷ ନୂଆ କରି ଆରମ୍ଭ କରିବାକୁ ଚାହୁଛନ୍ତି ତେବେ ଆଜି ଦିନ ଆପଣଙ୍କ ପାଇଁ ସୁଫଳ ହେବ ।  ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ ।

କନ୍ୟା

ଧାର୍ମିକ ସ୍ଥଳ ରେ ଦାନ ଧର୍ମ କରିବା ହେତୁ ସମାଜରେ ମାନ ସମ୍ମାନ ବଢିବ । ହଠାତ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଆଜି କୌଣସି କଥାକୁ ନେଇ କିଛି ସମସ୍ୟାରେ ପଡ଼ିପାରନ୍ତି । ବିଭାହୀତ ଜୀବନ ବହୁତ ଭଲରେ କଟିବ ।  ସ୍ଵାସ୍ଥ୍ୟରେ କିଛି ଟଙ୍କା ଖର୍ଚ୍ଚ ହୋଇପାରେ । ଯେଉଁ ଜିନିଷ ପାଇଁ ଆପଣ ଇଛା ରଖିଛନ୍ତି ହୁଏତ ସେହି ଜିନିଷ ନମିଳିପାରେ ବା ସେହି ଜିନିଷ ଭାଙ୍ଗି ଯାଇପାରେ । କାହା ଉପରେ ଅଧିକ ବିଶ୍ଵାସ ରଖନ୍ତୁ ନାହିଁ କାରଣ ଆଜି ସେଥିରେ ଆପଣ ବିଶ୍ଵାସ ଭାଙ୍ଗି ଯିବ ଓ ଆପଣ ମନ ଖରାପ ରହିବ ।

ତୁଳା

ଏମିତି କାମ କରିବେ ଯାହାକି ସାଙ୍ଗ ମାନଙ୍କ ଆଗରେ ଆଜି ସମ୍ମାନ ପାଇବେ ଓ ସେମାନେ ବହୁତ୍ ଖୁସି ହେବେ । ବାକିଥିବା ପୁରୁଣା କାର୍ଯ୍ୟକୁ ଆଜି ଖୁବ ଶୀଘ୍ର ସାରିବେ ଯାହା ଦ୍ଵାରା ଆପଙ୍କର ମନ ବହୁତ ଶାନ୍ତି ରହିବ । ପରିବାର ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି । ସାଙ୍ଗ ସାଥୀ କିମ୍ବା ପରିବାରର କୌଣସି ସଦସ୍ୟ ସାଙ୍ଗେ ମିଶି ବହୁତ୍ ମଜା ଉଠାଇ ପାରନ୍ତି । ଖୁସି ଖବର ପାଇ ଘରେ ହସର୍ ଲହରୀ ଖେଳି ଯିବ ଓ ବହୁତ ଶାନ୍ତି ଅନୁଭବ କରିବେ । ଯେକୌଣସି କାମ କରନ୍ତୁ ନା କାହିଁକି ସେଥିରେ ଆପଣ ସଫଳତା ପାଇବେ । ସ୍ୱାସ୍ଥ୍ୟ ଅବସ୍ଥାରେ କିଛି ପରିବର୍ତ୍ତନ ଆସିପାରେ ।

ବିଚ୍ଛା

କୌଣସି ଲୋକେ ଆପଣଙ୍କୁ ଖାଲରେ ପକାଇ ପାରନ୍ତି । ଯଦି ସରକାରୀ ଚାକିରି କେଉଁ ଠାରେ କରିବା ପାଇଁ ଚାହୁଁଥାନ୍ତି ତେବେ ସେଥିରେ ଆଜି ସେଠାରୁ କିଛି ଖୁସି ଖବର ଆସିପାରେ । ଅଚାନକ ଧନ ମିଳିବାର ସମ୍ଭାବନା ଅଛି । ସରକାରୀ ଚାକିରି କରିଥିବା ଲୋକେ ବହୁତ୍ ଭଲ ରେ ଦିନ କଟିବ । ବ୍ୟବସାୟ ରେ ବହୁତ ଭଲ ଲାଭ ହେବା । ରାଗ ଉପରେ ନିୟତ୍ରଣ ରଖିବାକୁ ଚେଷ୍ଟା କରନ୍ତୁ ନଚେତ ବଡ ଅସୁବିଧାର ସମୁଖୀନ ହୋଇପାରନ୍ତି । ତେଣୁ କରି ଜଗି ରକ୍ଷୀ କାର୍ଯ୍ୟ କରନ୍ତୁ । ମାତା ଓ ପିତାଙ୍କର ଧ୍ୟାନ ରଖନ୍ତୁ ତାଙ୍କର ସେବା କରିବାକୁ ଚେଷ୍ଟା କରନ୍ତୁ । ଆଜି ଦିନ ସାରା କାମ ବ୍ୟସ୍ଥ ରେ ରହିବେ ।

ଧନୁ

ଆଜି ଆପଣଙ୍କର ଦିନ ବହୁତ ଭଲରେ କଟିବ । ବ୍ୟବସାୟରେ ନିଜର ଥିବା ସାଙ୍ଗ ପାଖରୁ ସହାୟତା ମିଳିପାରେ । ପୂର୍ବରୁ ବନାଇଥିବା କାର୍ଯ୍ୟକୁ ଏବେ ଆପଣ ପୂରଣ କରିପାରିବେ । ଚାକିରିଆ ଲୋକେ ବହୁତ ଭଲରେ ଦିନ କଟିବ ଓ ଉପର ଅଫିସରଙ୍କର ସହୋଯୋଗ ଫଳରେ କାର୍ଯ୍ୟର ଭାର କମିଯିବ । ଆଜି ଦିନ ଭଲରେ କଟିବ । ଘରେ କିଛି ଛୋଟ ମୋଟ ଅସୁବିଧା ଦେଖା ଦେଇପାରେ । ଛୋଟ କଥାରେ ରାଗନ୍ତୁ ନାହିଁ ଧର୍ଯ୍ୟ ଧରି କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ ନଚେତ୍ ସବୁ କାମ ଭୁଲ ହୋଇଯିବ । ପରିବାରରେ ସମସ୍ତଙ୍କର ମନ ଆପଣ କୌଣସି ଏକ କାମ କରି ଜିତୀ ନେବେ ଓ ଖୁସି ରହିବେ ।

ମକର

ନିଜେ କରିଥିବା ପରିଶ୍ରମ ଦ୍ଵାରା ଯେଉଁ କାର୍ଯ୍ୟ କରିବେ ସେହତିରେ ସଫଳତା ହାସଲ କରିବେ । ବ୍ୟବସାୟ ରେ ଭଲ ଲାଭ ହେବ । କାର୍ଯ୍ୟରେ ବହୁତ୍ ଉନ୍ନତି ହେବ । ଆଜି ସମୟ ପୁରା ଆପଣଙ୍କ ସାଥ ଦେବ ଓ ଆପଣ ଯେ କୌଣସି କାମ ହେଉ ପୂର୍ଣ୍ଣ ହୋଇଯିବ । ବ୍ୟବସାୟ ରେ କାର୍ଯ୍ୟ ଭାର ଅଧିକା ଥିବା ହେତୁ ମାନସିକ ଚାପ୍ରେ ରହିପାରାନ୍ତି । କେହି ଜଣେ ଆଜି ସାହାର୍ଯ୍ୟର ହାତ ବଢ଼ାଇ ପାରନ୍ତି ଏହି ସୁଯୋଗ ଆପଣ ତାକୁ ହାତ ଛଡା କରିବେ ନାହିଁ ସେଥିରେ ଆପଣଙ୍କ ଭାଗ୍ୟ ପରିବର୍ତ୍ତନ ହୋଇଯିବ ।

କୁମ୍ଭ

କୌଣସି ଏକ ଗୁରୁଙ୍କ ଠାରୁ ଭଲ ଶିକ୍ଷା ଓ କିଛି ଛୋଟ ସମାଧାନ ମିଳିଯିବ ହେତୁ ଆପଣଙ୍କର କାମ ସହଜରେ ପୂର୍ଣ୍ଣ ହୋଇଯିବ ସେଥିରେ ସନ୍ଦେହ ନାହିଁ କିନ୍ତୁ ମନ ଦେଇ କାମ କରିବାକୁ ପଡ଼ିବ । ନିଜେ ବହୁ ପୁର୍ବ ରୁ କରିଥିବା କାମରେ ଆଜି ଫାଶୀ ଯାଇପାରନ୍ତି ସେଥିପାଇଁ ଭଲ କର୍ମ କରିବାକୁ ଚେଷ୍ଟା କରନ୍ତୁ । ପୁରୁଣା ବନ୍ଧୁ ସାଙ୍ଗରେ ଦେଖା ହୋଇପାରେ । ଗୁପ୍ତ ଧନ ପାଇବାର ସମ୍ଭାବନା ଅଛି । ନିଜ ସ୍ୱାସ୍ଥ୍ୟ ଉପରେ ଦ୍ଧାନ ଦିଅନ୍ତୁ କିଛି ଛୋଟ ସମସ୍ୟା ଦେଖା ଦେଇପାରେ । ପରିବାରରେ ସମସ୍ଥେ ଖୁସି ରହିବେ କିନ୍ତୁ ଧ୍ୟାନ ରଖିବେ କି ଆପଣଙ୍କର କଥା ଆଜି କାହାକୁ ଖରାପ ଲାଗିପାରେ ।

ମୀନ

କୌଣସି ଏକ ଖରାପ କାମ କରିବା ଫଳରେ ନିଜ ସ୍ତ୍ରୀଙ୍କ ସାମନ୍ନାରେ ମୁଣ୍ଡ ତଳକୁ ହୋଇଯିବ । ଭାଗ୍ୟ ପୁରା ସାଥ ଦେବ । ପରିବାର ରେ କେହି ଲୋକ ଆଜି କଷ୍ଟ ପାଈପାରନ୍ତି । ନିଜ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଯାନ ବାହାନ ଧୀରେ ଚାଲନ୍ତୁ ବାଟରେ ଧକ୍କା ହୋଇଯିବାର ସମ୍ଭାବନା ଅଛି । ଲୋକଙ୍କର ଆଶ୍ରୀବାଦ ନେବା ସହିତ ଲୋକେ ଆପଣଙ୍କ ଉପରେ ବହୁତ୍ ଖୁସି ରହିବେ ଓ ଭାଗ୍ୟ ପୁରା ସାଥ ଦେବ । କାର୍ଯ୍ୟ କ୍ଷେତ୍ରରେ ସଫଳ ହେବେ । ଗାଡି ଓ ଜମି ଭଳି ଜିନିଷ ଆଜି କିନିପାରିବେ ଏଥିରେ କୌଣସି ବାଧା ଆସିବ ନାହିଁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।