ଆଜିର ରାଶିଫଳ, 2 ଡିସେମ୍ବର 2021, ଗୁରୁବାର, ମା ଲକ୍ଷ୍ମୀଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ହେବ ଧନଲାଭ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨ ଡିସେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଜୀବନରେ ସଫଳତା ଅର୍ଜନ କରିବେ । ଆପଣଙ୍କ ଗୃହରେ ସୁଖ ଶାନ୍ତି ର ବାତାବରଣ ରହିବ । ଆପଣଙ୍କର ଅଟକି ଥିବା କାମ ପୁଣି ଥରେ ଆରମ୍ଭ ହେବ । ଆପଣ ପୂର୍ବ ରୁ ଯେଉଁ ଯୋଜନା କରି ରଖିଛନ୍ତି ତାହା କାର୍ଯ୍ୟକାରୀ କରିବାର ଶୁଭ ସମୟ ଆସି ଯାଇଛି । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଛାତ୍ର ମାନେ ପରୀକ୍ଷା ରେ ସଫଳ ହେବେ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ ।

ବୃଷ ରାଶି : ଏହି ରହସିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ ଜାରା କରିବେ । ଆପଣଙ୍କ ଜୀବନରେ କୌଣସି ଖାସ ବ୍ୟକ୍ତିଙ୍କ ଆଗମନ ହୋଇପାରେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । କୌଣସି ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କର ନିବିଡ ସମ୍ପର୍କ ରହିବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

ମିଥୁନ ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା  କରିବେ । ବେପାର ଓ ବାଣିଜ୍ୟ ରେ ଆପଣ ଲାଭବାନ ହେବା ସହ ଧନ ଅର୍ଜନ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ପ୍ରଶଂସା କରିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଶୁଭ ସମାଚାର ଶୁଣିବାକୁ ପାଇବେ । ଆପଣ ଯେଉଁ ଯୋଜନା କରି ରଖିଛନ୍ତି ତାହା କାର୍ଯ୍ୟକାରୀ କରି ପାରିବେ ।

କର୍କଟ ରାଶି : ଏହି ରାଶିର ଲୋକ ମାନେ ଜୀବନରେ ମାତା ପିତା ଙ୍କ ସହଯୋଗ ଦ୍ଵାରା ସଫଳତାର ସିର୍ସା ରେ ପହଞ୍ଚି ପାରିବେ । ଆପଣଙ୍କର ଅଟକି ଥିବା କାମ ଆରମ୍ଭ ହେବ । ପ୍ରେମ ଜୀବନରେ ଆପଣ ନିଜ ସତାହି ଙ୍କ ସହ ରୋମାନ୍ସ କରିବାର ସୁଯୋଗ ପାଇବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ସମାଜ ରେ ମାନ ସମାନ ବୃଦ୍ଧି ପାଇବ । ଭାଇ ଭଉଣୀ ଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ସନ୍ତାନ ମାନଙ୍କ ତରଫରୁ ଆପଣ ଶୁଭ ସମ୍ବାଦ ଶୁଣିବାକୁ ପାଇବେ । ଯାହା ଦ୍ଵାରା ଆପଣଙ୍କ ମନ ପ୍ରସନ୍ନ ରହିବ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯୋଗ ଦେବେ । ଆଜି ଆପଣ ସ୍ଵାଦିଷ୍ଟ ଭୋଜନ ଖାଇବାକୁ ପାଇବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଅଧିକ ସମୟ ବିତାଇବାର ସୁଯୋଗ ପାଇବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆଇଶ୍ବ । ଛାତ୍ର ମାନେ ପାଠ ପଢା ରେ ଆଗରେ ରହିବେ ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ପ୍ରେମ ଜୀବନରେ ସଫଳ ହେବେ । ଆପଣ ନିଜ ସାଥି ଙ୍କୁ ପ୍ରପୋଜ କରିବାର ଉପଯୁକ୍ତ ସମୟ ଅଟେ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ଗୁରୁଜନ ମାନଙ୍କ ଆଶୀର୍ବାଦ ରୁ ଆପଣ ଜୀବନର କର୍ମ କ୍ଷେତ୍ର ରେ ବିଜୟ ଲାଭ କରିବେ । ଆପଣଙ୍କର ଅଟକି ଥିବା କାମ ପୁଣି ଥରେ ଆରମ୍ଭ ହେବ ।

ତୁଳା ରାଶି : ଏହି ରାଶିର ଲୋକ ମାନଙ୍କର ଘର ପରିବାର ରେ ହସ ଖୁଶିର ମାହୋଲ ରହିବ । ଆପଣଙ୍କର ବ୍ୟବସାୟ ରେ ଅଧିକ ଲାଭ ହେବା ସହ ନୂଆ ଯୋଜନା ଆରମ୍ଭ କରି ପାରିବେ । ଆପଣଙ୍କର ଆର୍ଥିକ ସ୍ଥିତି ମଜବୁତ ରହିବ । ଧନ କମାଇବାର ନୂଆ ଅବସର ଆପଣ ପାଇବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବା ସହ କୌଣସି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ କରିବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ ।

ବିଛା ରାଶି : ଏହି ରାଶିର ଲୋକ ମାନେ ଚାକିରି କ୍ଷେତ୍ର ରେ ନୂଆ ପଦ ହାସଲ କରିବେ । ଯେଉଁ ମାନେ ପ୍ରମୋଶନ ଅପେକ୍ଷା ରେ ଥିଲେ ସେମାନଙ୍କର ବହୁ ଜଲ୍ଦି ପ୍ରମୋଶନ ମିଳିବାକୁ ଯାଉଛି । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ପ୍ରାପ୍ତ ହେବ । ମହିଳା ମାନେ ନୂଆ ଉପହାର କ୍ରୟ କରିବେ । ସନ୍ତାନ ମାନଙ୍କୁ ନେଇ ଆପଣ ଚିନ୍ତା ରେ ରହିବେ । ତେଣୁ ନିଜ ସ୍ୱାସ୍ଥ୍ୟ ର ଯତ୍ନ ନିଅନ୍ତୁ ।

ଧନୁ ରାଶି : ଏହି ରାଶିର ଲୋକ ମାନଙ୍କର ଗୃହରେ କୌଣସି ଶୁଭ କାର୍ଯ୍ୟ ର ଆରମ୍ଭ ହୋଇପାରେ । ଆପଣଙ୍କ ଗୃହକୁ ନୂଆ ଅତିଥି ଙ୍କ ଆଗମନ ହେବ । ଯାହା ଦ୍ଵାରା ଆପଣଙ୍କ ମନ ପ୍ରସନ୍ନ ରହିବ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ପ୍ରତିଷ୍ଠା ହେବ । ଯାହା ଦ୍ଵାରା ଆପଣ ପ୍ରଶଂସା ର ପାତ୍ର ହେବ । ରାଜନୀତି ଓ ସଙ୍ଗୀତ କ୍ଷେତ୍ର ରେ ଥିବା ବ୍ୟକ୍ତି ବିଶେଷଙ୍କ ପାଇଁ ଭଲ ସମୟ ରହିଛି । ଆପଣଙ୍କର ଅଟକି ଥିବା କାମ ପୁରା ହେବ । ଆପଣ ସନ୍ତାନ ସୁଖ ପ୍ରାପ୍ତ କରିବେ ।

ମକର ରାଶି : ଏହି ରାଶିର ଲୋକ ମାନେ ଦମପତ୍ୟ ଜୀବନରେ ଜୀବନ ସାଥି ଙ୍କ ରୋମାନ୍ସ କରିବାର ମୌକା ପାଇବେ । କୌଣସି ଦୂର ଜାଗାକୁ ବେପାର ଓ ବାଣିଜ୍ୟ ପାଇଁ ଯାତ୍ରା କରି ପାରନ୍ତି । ଆପଣଙ୍କର ଅଟକି ରହିଥିବା ଟଙ୍କା ଫେରସ୍ତ  ପାଇବେ । ଆପଣଙ୍କର ଆର୍ଥିକ ସ୍ଥିତି ମଜବୁତ ରହିବ । ଛାତ୍ର ମାନେ ପାଠ ପଢା ରେ ଆଗ୍ରହୀ ହେବେ । ପ୍ରେମ ଜୀବନରେ ଆପଣ ସଫଳ ହେବେ । ପଡୋଶୀ ଓ ପ୍ରିୟଜନ ମାନଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

କୁମ୍ଭ ରାଶି : ଏହି ରାଶିର ଲୋକ ମାନେ ଜୀବନରେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଚାକିରି କ୍ଷେତ୍ର ରେ ନୂଆ ପଦ ହାସଲ ପାଇବା ସହ ମାନ ସମାନ ପ୍ରାପ୍ତ କରିବେ । ମହିଳା ମାନେ ପୂଜା ପାଠ ରେ ବ୍ୟସ୍ତ ରହିବେ । ଧନ କମାଇବାର ନୂଆ ଅବସର ଆପଣ ପାଇବେ । ଦାଂପତ୍ଯ ଜୀବନରେ ଜୀବନ ସତାହି ଙ୍କ ସହ ଆପଣଙ୍କର ତାଳମେଳ ଠିକ ରହିବ ।

ମୀନ ରାଶି : ଏହି ରାଶିର ଲୋକ ମାନଙ୍କର ପାରିବାରିକ ମାହୋଲ ହସ ଖୁଶିର ରହିବ । କୌଣସି ଶୁଭ ଅକାମ ଆରମ୍ଭ କରିବେ । ଆଜି ଆପଣଙ୍କୁ ବଡ ଦାୟିତ୍ଵ ମିଳିବାର ସମ୍ଭାବନା ରହିଛି । ସନ୍ତାନ ମାନଙ୍କ ତରଫରୁ ଆପଣ ଶୁଭ ସମ୍ବାଦ ଶୁଣିବାକୁ ପାଇବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ପ୍ରେମ ଜୀବନରେ ଆପଣ ନିଜ ପାର୍ଟନର ଙ୍କୁ ପ୍ରପୋଜ କରି ପାରିବେ । ଆପଣଙ୍କର ଅଟକି ଥିବା କାମ ଆରମ୍ଭ ହେବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବେ । ଆମ ସହ ଆଗକୁ ରହିବା ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।