ଆଜିର ରାଶିଫଳ, 2 ନଭେମ୍ବର 2020, ସୋମବାର, ଭୋଳାନାଥଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସମସ୍ଯା ଦୂରେଇ ଯିବ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨ ନଭେମ୍ବର ୨୦୨୦ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ

ମିଶ୍ରିତ ଭାବନା ଆପଣଙ୍କୁ ଆଜି ଦୁଖିତ କରିବ । ନିଜର ମୁଡ ଉପରେ କାବୁ ରଖନ୍ତୁ ଓ ଖୁସିରେ ରହିବାକୁ ଚେଷ୍ଟା କରନ୍ତୁ । ଆଜି ଆପଣ ସେହି କାମ କରନ୍ତୁ ଯାହା ଆପଣଙ୍କୁ ଭଲ ଲାଗିବ । ଅନୁକୂଳ ଓ ସହଜତା ରହିବେ । ଅନ୍ୟ ବ୍ୟକ୍ତିର ରହିବା ଖାଇବା ଆଡକୁ ଆକର୍ଷକ ହେବେ । ଧନଧାନ୍ୟରେ ବୁଦ୍ଧି ହେବ । ଖୁସି ରହିବେ । ଆପଣଙ୍କୁ ଆଜି ଦରକାର ପଡିଲେ ସାହାର୍ଯ୍ୟ ମିଳିବ । ଆଜି ଆପଣଙ୍କର ଚିନ୍ତା କରିଥିବା କାମରେ ସଫଳତା ମିଳିପାରେ । ଗାଡି, ମେସିନାରୀ କାମରେ ସାବଧାନ୍ନ ପୂର୍ବକ କାମ କରନତୁ ।

ବୃଷ

ଆଜିର ଦିନ ସଫଳତା ପାଇଁ ଭଗବାନ ଶିବଙ୍କ ଆର୍ଧନା କାରଣରୁ । ଚାକିରିରେ ଉନ୍ନତି ମିଳିବ । ଭବିଷ୍ୟତ ଯୋଜନା ଉପରେ ପୁଣି ଚିନ୍ତା କରିବାର ସମୟ ଅଟେ । ବିଦେଶୀ ବ୍ୟାପାର ସହ ଯଦି ଲୋକମାନଙ୍କୁ ଲାଭ ମିଳିବ । ନିଜର ଟଙ୍କାର ସ୍ଥିତିକୁ ଭଲ ଭାବରେ ବୁଝି ନିଅନ୍ତୁ, ତେବେ ଯାଇ ଆଗକୁ ବଢିପାରିବେ । ମାତାଙ୍କ ଠାରୁ ଧନ ପ୍ରାପ୍ତି ହୋଇପାରେ । ସଞ୍ଚିତ ଧନ ବୁଦ୍ଧି ହେବ । ଆଜିର ଦିନ ଶାନ୍ତ ବ୍ୟବହାର ଆପଣାଇବା ଦ୍ଵାରା କାହା ସହିତ ସଂଘର୍ଷ ହେବ ନାହିଁ ।

ମିଥୁନ

ଯାହା ଆପଣଙ୍କ ଓ ଆପଣଙ୍କ ସାମ୍ନାରେ ଥିବା ବ୍ୟକ୍ତିର ଭଲ ହେବ । ନୂଆ କାର୍ଯ୍ୟର ପ୍ରେରଣା ମିଳିବ ଏବଂ ନୂଆ କାର୍ଯ୍ୟରେ ପ୍ରାରମ୍ଭ କରିବେ । ଆଜି ଆପଣଙ୍କ ମନରେ ପରିବର୍ତ୍ତନ ଶୀଘ୍ର ଆସିବ । ଆଜି ଆପଣ ଏକୁଟିଆ ଅନୁଭବ କରିବେ । ଆଜି ଯଦି ଆପଣ ଚାକିରି ଚେଞ୍ଜ କରିବାକୁ ଚାହୁଁଛନ୍ତି, ତେବେ ଚେଷ୍ଟା କରି ଦେଖି ପାରିବେ । ପରିଣାମ ଅଳ୍ପ ସମୟ ପରେ ମିଳିବ, କିନ୍ତୁ ଆପଣଙ୍କ ପ୍ରୟାସ ସଠିକ ରହିବ । ବିବାଦିତ ମୁଦ୍ଦାକୁ ଉଠାନ୍ତୁ ନାହିଁ ।

କର୍କଟ

କୌଣସି ବି ନିଷ୍ପତି ନେବା ପୂର୍ବରୁ ଭଲ ଭାବରେ ସବୁ ଜିନିଷକୁ ବୁଝି ଯାଆନ୍ତୁ । ନିଜର ପରିଯୋଜନା ପାଇଁ ନିଜର ମାତା ପିତାଙ୍କୁ ବିଶ୍ଵାସରେ ନେବାର ସଠିକ ସମୟ ଅଟେ । ଆଜି ଯଦି ଆପଣ କିଛି କାମକୁ ଧ୍ୟାନର ସହ କରିବେ, ତେବେ ସେଥିରେ ସକାରାତ୍ମକ ଚେଞ୍ଜେସ ଆସିପାରେ । ପାର୍ଟନର କାରଣରୁ ସମାଜ ଓ ସମ୍ପର୍କୀୟମାନଙ୍କ ମଧ୍ୟରେ ମାନ ବଢିବ । ଆଜି ଘରେ ପାର୍ଟିର ଆୟୋଜନ ବି ହୋଇପାରେ । ଆପଣଙ୍କୁ ଆଜି ଶାରୀରିକ ତଥା ମାନସିକ ରୂପରେ ପ୍ରସନ୍ନତା ଅନୁଭବ ହେବ । ଆପଣଙ୍କୁ ଲାଭ ମିଳିବ । ଶିକ୍ଷା ଦ୍ଵାରା ଜଡିତ ଛାତ୍ରମାନଙ୍କୁ ଆଜି ବଡ ସଫଳତା ମିଳିବ ।

ସିଂହ

ସମସ୍ୟା ସମାଧାନ ପାଇଁ ବନ୍ଧୁଙ୍କ ସାହାଯ୍ୟ ନେବେ। ଆଲୋଚନା କ୍ଷେତ୍ରରେ ସୁଫଳ ପାଇବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ନିତ୍ୟଚର୍ଯ୍ୟାରେ ବ୍ୟବଧାନ ଉପସ୍ଥିତ ହେବ । କୌଣସି ବିବାଦୀୟ ଘଟଣାରେ ନୀରବତା ଅବଲମ୍ବନ କଲେ କ୍ଷତିରେ ପଡିବେ। ଯାହାର ବେଶି ଉପକାର କରିବେ ତାହାଦ୍ୱାରା ବେଶି ଆଘାତ ପାଇବେ ।

କନ୍ୟା

ପରିବାରର ସାହାଯ୍ୟରେ ଉପକୃତ ହେବେ । ସାମାଜିକ କ୍ଷେତ୍ରରେ ପ୍ରତିଷ୍ଠା ବଢିବ। ପରିବହନ ବ୍ୟବସାୟିକ ସ୍ଥିତି ସୁଦୃଢ ହେବ। ଚେଷ୍ଟା କଲେ ବହୁତ ଦିନରୁ ରହିଥିବା ବାକିଟଙ୍କା ମିଳିବ। ଶିକ୍ଷାକ୍ଷେତ୍ରରେ ସଫଳତା ମିଳିବ। ଧର୍ମାନୁଷ୍ଠାନ ଦିଗରୁ ପ୍ରେରଣା ମିଳିବ । ନିର୍ମାଣଧୀନ କାର୍ଯ୍ୟ ସମ୍ପନ୍ନ ହେବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ସୁନାମ ଅର୍ଜନ କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନେ ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ ।

ତୁଳା

ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ସୁଖ ସମୃଦ୍ଧି ବୃଦ୍ଧି ଓ ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ। ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମହିଳାମାନେ ଉଚିତ୍ପନ୍ଥା ଗ୍ରହଣ କଲେ ସଫଳତା ଓ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢ଼େଇବ । କଳା, ସାହିତ୍ୟ, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ।

ବିଚ୍ଛା

ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ । ନୂଆ ଯୋଜନାରେ ସଫଳହେବେ । ବ୍ୟବସାୟପାଇଁ ଦୂରଯାତ୍ରାର ସୁଯୋଗ ପାଇବେ। ଆତ୍ମବିଶ୍ୱାସ ବୃଦ୍ଧି ପାଇବ । ପରିବାରରେ ସମସ୍ତ ପରିସ୍ଥିତି ସମାଧାନ ହୋଇ ଖୁସିର ବାତାବରଣ ସ୍ଥାୟି ରହିବ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ। ନୂତନ ସ୍ଥାନକୁ ବୁଲିଯିବାର ସୁଯୋଗ ମିଳିବ । ଛାତ୍ରଛାତ୍ରୀମାନଙ୍କ ଅଧ୍ୟୟନ କ୍ଷେତ୍ରରେ ସୁନାମ ଅର୍ଜନ କରିବେ ଓ ପରୀକ୍ଷାରେ ଉଚ୍ଚ ଶ୍ରେଣୀ ମିଳିବ । ଯାତ୍ରାରେ ବିଶେଷ ଲାଭାନ୍ୱିତ ହେବେ ।

ଧନୁ

ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ପାଇବ। ଯେତେ ସମସ୍ୟା ଲାଗିଲେ ମଧ୍ୟ କାମକୁ ଅବହେଳା କରିବେ ନାହିଁ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ଆନନ୍ଦିତ ହେବେ । ବାଦବିବାଦ, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଆୟ ବୃଦ୍ଧି ହେବ କିନ୍ତୁ ଅଯଥା ବ୍ୟୟ ମଧ୍ୟ କରିବେ। ମହିଳାମାନଙ୍କର କାର୍ଯ୍ୟ ମଧ୍ୟମ ଧରଣର ହୋଇ ସଫଳତା ମିଳିବ କିନ୍ତୁ ସନ୍ତୁଷ୍ଟ ହେବେନାହିଁ। ଖର୍ଚ୍ଚବଢ଼ିବା ଯୋଗେ ପରିବାରରେ ଅସନ୍ତୋଷ ଦେଖାଦେଇ ପାରେ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ହୋଇପାରେ ।

ମକର

ବରିଷ୍ଠ କର୍ମୀଙ୍କ ସ୍ନେହର ପାତ୍ର ହେବେ । କର୍ମ କ୍ଷେତ୍ରରେ ଉଚ୍ଚଅଧିକାରୀ ଓ ବରିଷ୍ଠ ବ୍ୟକ୍ତିଙ୍କ ସହ ସୁ ସମ୍ପର୍କ ଫଳରେ କର୍ମୋନ୍ନତି ହେବ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ସ୍ଵାସ୍ଥ୍ୟରେ ଉନ୍ନତି ପରିଲିଖିତ ହେବ । ଦାମ୍ପତ୍ୟ କଳହ ମେଣ୍ଟିଯିବା ଫଳରେ ମନ ଓ ଶରୀର ଭଲ ରହିବ । ଜମି ଜମା ସଙ୍କ୍ରାନ୍ତିୟ ସମସ୍ୟାରେ ସଫଳତା ମିଳିବ । ନୂଆ ନିଯୁକ୍ତି ପାଇବାର ସମ୍ଭାବନା ଅଛି । ନୂତନ ସମ୍ବନ୍ଧ ସୃଷ୍ଟି ହେବ । କେତେକ ଦୀର୍ଘ ଯୋଜନା ସଫଳ କାରଣରୁ ମନ ଭଲ ରହିବ। କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ ।

କିମ୍ଭ

ପରିବାରର ମାମଲା ଘରୋଇ ସମସ୍ୟାର ସମାଧାନ ହେବ । ମହିଳାମାନେ ଉଚିତ୍ ପନ୍ଥା ଗ୍ରହଣ କରିବେ । ସନ୍ତାନର ଶିକ୍ଷା ପାଇଁ ଦୂର ଯାତ୍ରା କରିବାକୁ ପଡ଼ି ପାରେ । ପାଖରେ ଥିବା ସାଥୀ ଓ ପ୍ରିୟଜନଙ୍କୁ ଆର୍ଥିକ ସାହାଯ୍ୟ ସହଯୋଗ କରିବାକୁ ବାଧ୍ୟ ହେବେ । କର୍ମଜୀବିମାନେ ସୁବିଧା ବାଦକୁ ଆପଣେଇ ନେଇ ମନ ବିକାର ଦୂର ହେବ । ଯେତେ ଜଟିଳ ସମସ୍ୟା ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ଆତ୍ମବିଶ୍ଵାସ ବୃଦ୍ଧି ପାଇବ । ବନ୍ଧୁଙ୍କ ଆଗମନ ହେବ । ଯାତ୍ରାଫଳରେ ଉତ୍ସାହିତ ହେବେ । ଗୃହୋପକରଣ କ୍ରୟ କରି ପାରନ୍ତି ।

ମୀନ

ବନ୍ଧୁ ମିତ୍ରଙ୍କର ସହଯୋଗ ପାଇ ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଭାରସାମ୍ୟ ରକ୍ଷାକରି ନିମ୍ନବର୍ଗଙ୍କ ଯୋଗେ ପରିସ୍ଥିତିକୁ ନିଜ ତରଫରେ ନେଇ ପ୍ରଶଂସା ପାଇବେ । ଶିକ୍ଷା ଓ ପ୍ରତିଦ୍ୱନ୍ଦିତା କ୍ଷେତ୍ରରେ ବିଜୟୀ ହେବେ । ନୂତନ ବନ୍ଧୁମିଳନ ହେତୁ ମନଖୁସୀ ରହିବ । ସ୍ୱାସ୍ଥ୍ୟ କିମ୍ବା ଆଇନ୍ ଅଦାଲତ୍ ସମ୍ପର୍କୀୟ ଦୁଶ୍ଚିନ୍ତା ଦୂରହେବ । ଯଥା ସମ୍ଭବ ପ୍ରକୃତିସ୍ଥ ରହି ଅଳ୍ପ ପରିଶ୍ରମରେ ଅଧିକ ଲାଭର ଉପଭୋକ୍ତା ହେବେ । ବ୍ୟବସାୟ କ୍ଷେତ୍ରରେ ସମସ୍ୟା ଦେଖାଦେଲେ ମଧ୍ୟ ସଫଳତା ହାସଲ କରି ଲାଭବାନ୍ ହେବେ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।