ଆଜିର ରାଶିଫଳ, 22 ଜାନୁଆରୀ 2021, ଶୁକ୍ରବାର, ମା ଦୂର୍ଗାଙ୍କ କୃପା ରହିବ ଏହି ୪ଟି ରାଶି ଉପରେ, ଆର୍ଥିକ ସ୍ଥିତି ହେବ ସୁଦୃଢ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୧ ଜାନୁଆରୀ ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ

ସରକାରୀ ଚାକିରି କରିବା ପାଇଁ ଚାହୁଞ୍ଚନ୍ତି ଯଦି ଆଜି ଆପଣଙ୍କର ବହୁତ ଭଲ ଦିନ ଅଟେ । ଆଜି ଆପଣଙ୍କର ଯେତେ କାମ ଥିଲେ ମଧ୍ୟ ପ୍ରଥମେ ସରକାରୀ ଚାକିରି ପାଇଁ ଆବେଦନ କରିବା ଦ୍ଵାରା ପରେ ଶୁଭ ଫଳ ଦେବ । କୌଣସି ଏକ ବାହାର କମ୍ପାନୀ ରୁ ଭଲ ଲାଭ ମିଳିବ ଓ ଯଦି ଆପଣଙ୍କର ଆପଣଙ୍କର ବାହାର କମ୍ପାନୀରେ ନିବେଶ କରିଥିବା ଟଙ୍କା ଦୁଇ ଗୁଣ ପରି ଫେରି ପାଇବେ । ଆର୍ଥିକ ଅବସ୍ଥା ସମ୍ପୂର୍ଣ ସୁଦୃଢ ରହିବ । କେହି ଜଣେ ନୂଆ ଅତିଥି ଆସିପାରନ୍ତି ଯାହା ଦ୍ଵାରା ଆଜି ମନ ଆପଣଙ୍କର ମନ ପ୍ରଫୁଲିତ ରହିବ । ପୁରୁଣା ସାଙ୍ଗ ଦେଖା ଦେଇପାରେ ।

ବୃଷ

ଆଜି କାହାର ପ୍ରଭାବରେ ପଡି ଭୁଲ କାମ କରିପାରନ୍ତି କିନ୍ତୁ ଜମା ଆପଣ ଏହି ଭୁଲ କରନ୍ତୁ ନାହିଁ କାରଣ ଯଦି ଏହି ଭୁଲ ଆପଣ କରୁଛନ୍ତି ତେବେ ପ୍ରଥମ କଥା ହେଉଛି ସେ ଆଉଠାରେ କହିବେ ସେହି ଭୁଲ କରିବା ପାଇଁ ତେଣୁ କରି ସେହି କାର୍ଯ୍ୟ କେବେହେଲେ କରନ୍ତୁ ନାହିଁ ଯାହା ଅନ୍ୟର କ୍ଷତି ହେବ । କାର୍ଯ୍ୟରେ ସୁଧାର ଆସିପାରେ କେହି ଜଣେ ଆପଣଙ୍କୁ ଏକ ଭଲ ଉପାୟ କହିବା ଫଳରେ ଆପଣଙ୍କୁ ଏହି ଉପାୟ ଭଲ ଲାଗିବା ଯାହା ଆପଣ କରିବେ ଓ ଉପକୃତ ମଧ୍ୟ ହେବେ । ଆଜି କିଛି ନୂଆ ଜିନିଷ କିଣିବା ଓ କିଛି ସୌକିନ ଖାଦ୍ୟ ମଧ୍ୟ ଖାଇ ପାରନ୍ତି ।

ମିଥୁନ

ଧାର୍ମିକ ସ୍ଥଳ ରେ ଦାନ ଧର୍ମ କରିବା ହେତୁ ସମାଜରେ ମାନ ସମ୍ମାନ ବଢିବ । ଲୋକଙ୍କର ଆଶୀବାଦ ନେବା ସହ ଲୋକେ ଆପଣଙ୍କ ଉପରେ ବହୁତ୍ ଖୁସି ରହିବେ । ବିଭାହୀତ ଜୀବନରେ ବହୁତ ଖୁସି ରହିବ ଓ ଯେଉଁ ମାନେ ନୂଆ ବିଭା ହୋଇଥିବେ ସେମାନେ ଯେଉଁ ଖୁସି ପାଇଁ ଅପେକ୍ଷା କରିଥିଲେ ସେହି ଖୁସି ଖବର ପାଇବେ । ଆର୍ଥିକ ସମସ୍ୟା ଦୂରେଇ ଯିବ । ମହିଳା ମାନଙ୍କ ପାଇଁ ଦିନ ବହୁତ ଭଲ ରହିବ । କାର୍ଯ୍ୟଭାର ବଢିବା ହେତୁ ମନରେ ଚିନ୍ତା ରହିବ । ଟଙ୍କା ଦେବା ଓ ନେବା ରେ ସତର୍କ ରୁହନ୍ତୁ । ହଠାତ୍ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି ।

କର୍କଟ

ସ୍ଵାସ୍ଥ୍ୟରେ ଟଙ୍କା ଖର୍ଚ୍ଚ ହୋଇପାରେ । ଯେଉଁ ଜିନିଷ ପାଇଁ ଆପଣ ଅପେକ୍ଷା କରିଛନ୍ତି ହୁଏତ ସେହି ଜିନିଷ ନମିଳିପାରେ । କାହା ଉପରେ ଅଧିକ ବିଶ୍ଵାସ ରଖନ୍ତୁ ନାହିଁ କାରଣ ଆଜି ସେଥିରେ ଆପଣ ବିଶ୍ଵାସ ଭାଙ୍ଗି ଯିବ ଓ ଆପଣ ମନ ଖରାପ ରହିବ । ଆପଣଙ୍କୁ ହଠାତ୍ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଯଦି କେଉଁ ଜିନିଷ ନୂଆ କରି ଆରମ୍ଭ କରିବାକୁ ଚାହୁଛନ୍ତି ତେବେ ଆଜି ଦିନ ଆପଣଙ୍କ ପାଇଁ ସୁଫଳ ହେବ । ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ହଠାତ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଆଜି କୌଣସି କଥାକୁ ନେଇ କିଛି ସମସ୍ୟାରେ ପଡ଼ିପାରନ୍ତି । ବିଭାହୀତ ଜୀବନ ବହୁତ ଭଲରେ କଟିବ ।

ସିଂହ

ଗୁରୁଜନଙ୍କର ଶୁଭ ଦୃଷ୍ଟି ରଖିଥିବା ହେତୁ ମାନ ଓ ସଂମ୍ମାନ ବଢିବ ତାସହିତ ଯଦି ନିଜର କିଛି ବ୍ୟବସାୟ ଥାଏ ତେବେ ସେଥିରେ ମଧ୍ୟ ଊର୍ଣ୍ଣତି ହେବ । ଆପଣଙ୍କର ଏବେ ବହୁଦିନ ଧରି ଭଲରେ ଦିନ କତିବେ କିନ୍ତୁ ଆପଣ ଯଦି କାହାର କ୍ଷତି କରିବାକୁ ଚାହିଁବେ ତେବେ ଆପଣ କରିଥିବା ବା ଭାବିଥିବା ଉପାୟରେ ଆପଣ ହିଁ ଫଶୀ ଯିବେ । ଆପଣ ବହୁତ ଖୁସି ରହିବେ ଓ ଘରେ କୌଣସି ଏକ ଖୁସି ଖବର ପାଇ ପାରନ୍ତି ।

କନ୍ୟା

ପରିବାର ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି । ସାଙ୍ଗ ସାଥୀ କିମ୍ବା ପରିବାରର କୌଣସି ସଦସ୍ୟ ସାଙ୍ଗେ ମିଶି ବାହାରକୁ ଯାଇ ବହୁତ୍ ମଜା ଉଠାଇ ପାରନ୍ତି । ଖୁସି ଖବର ପାଇ ଘରେ ହସର୍ ଲହରୀ ଖେଳିଯିବ ଓ ବହୁତ ଶାନ୍ତି ଅନୁଭବ କରିବେ । ଯେକୌଣସି କାମ କରନ୍ତୁ ନା କାହିଁକି ସେଥିରେ ଆପଣ ସଫଳତା ପାଇବେ । ସ୍ୱାସ୍ଥ୍ୟ ଅବସ୍ଥାରେ କିଛି ପରିବର୍ତ୍ତନ ଆସିପାରେ । ଆପଣକର ସବୁ କ୍ଷେତ୍ରରେ ଜୟ ଯୁକ୍ତ ହେବେ । କୌଣସି ପ୍ରକାରର ଅସୁବିଧା ହେବ ନାହିଁ ।

ତୁଳା

ବ୍ୟବସାୟ କରୁଥିବା ଲୋକଙ୍କର ଲାଭ ହେବ ଲମ୍ବା ରାଶି ମିଳୁଥିବା ରାଶିରେ ଧନ ନିଯୋଗ କରନ୍ତୁ ପରେ ସେଥିରେ ଭଲ ଲାଭ ପାଇବେ । ଜୀବନସାଥି ସହିତ ବାହାରକୁ ବୁଲିବାକୁ ଯାଇପାରନ୍ତି । କାର୍ଯ୍ୟଭାର ବଢିବା ହେତୁ ମନ ଚିନ୍ତା ରହିବା ସହିତ ଦେହ ପୀଡା ମଧ୍ୟ ରହିବ । ଗୁରୁଜନଙ୍କ କଥା ମାନନ୍ତୁ ଆଶ୍ରିବାର୍ଦ ସହ କାମ ଶୀଘ୍ର ପୂର୍ଣ୍ଣ ହୋଇଯିବ । ଆପଣଙ୍କୁ ହଠାତ୍ ଧନ ପ୍ରାପ୍ତି ହେବାର ସମ୍ଭାବନା ଅଛି । ଯଦି କେଉଁ ଜିନିଷ ନୂଆ କରି ଆରମ୍ଭ କରିବାକୁ ଚାହୁଛନ୍ତି ତେବେ ଆଜି ଦିନ ଆପଣଙ୍କ ପାଇଁ ସୁଫଳ ହେବ ।

ବିଚ୍ଛା

କୌଣସି ଲୋକେ ଆପଣଙ୍କୁ ଖାଲରେ ପକାଇ ପାରନ୍ତି । ଚାକିରିଆ ଲୋକେ ବହୁତ ଭଲରେ ଦିନ କଟିବ ଓ ଉପର ଅଫିସରଙ୍କର ସହୋଯୋଗ ଫଳରେ କାର୍ଯ୍ୟର ଭାର କମିଯିବ । ଆଜି ଦିନ ଭଲରେ କଟିବ । ପୃବାରୁ କରିଥିବା ପ୍ଳାନ ଏବେ ଆପଣଙ୍କୁ ବହୁତ ଫାଇଦା ହେବ । ବ୍ୟବସାୟ ଆରମ୍ଭ କରିବାକୁ ଥିଲେ ଆଜି ଆରମ୍ଭ କରିପାରିବେ ଆପଣଙ୍କ ପାଇଁ ବହୁତ ଭଲ ଦିନ ଅଟେ । ଘରେ କିଛି ଛୋଟ ମୋଟ ଅସୁବିଧା ଦେଖା ଦେଇପାରେ । ଛୋଟ କଥାରେ ରାଗନ୍ତୁ ନାହିଁ ଧର୍ଯ୍ୟ ଧରି କାର୍ଯ୍ୟ କରିବାକୁ ଚେଷ୍ଟା କରନ୍ତୁ ନଚେତ୍ ସବୁ କାମ ଭୁଲ ହୋଇଯିବ । ତେଣୁ କରି ଜଗି ରକ୍ଷୀ କାର୍ଯ୍ୟ କରନ୍ତୁ । ଏମିତି କାମ କରିବେ ଯାହାକି ସାଙ୍ଗ ମାନଙ୍କ ଆଗରେ ଆଜି ସମ୍ମାନ ପାଇବେ ଓ ସେମାନେ ବହୁତ୍ ଖୁସି ହେବେ ।

ଧନୁ

ବ୍ୟବସାୟରେ ନିଜର ଥିବା ସାଙ୍ଗ ପାଖରୁ ସହାୟତା ମିଳିପାରେ । ପରିବାରରେ ସମସ୍ତଙ୍କର ମନ ଆପଣ କୌଣସି ଏକ କାମ କରି ଜିତୀ ନେବେ ଓ ଖୁସି ରହିବେ । ଯଦି ସରକାରୀ ଚାକିରି କେଉଁ ଠାରେ କରିବା ପାଇଁ ଚାହୁଁଥାନ୍ତି ତେବେ ସେଥିରେ ଆଜି ସେଠାରୁ କିଛି ଖୁସି ଖବର ଆସିପାରେ । ଅଚାନକ ଧନ ମିଳିବାର ସମ୍ଭାବନା ଅଛି । ସରକାରୀ ଚାକିରି କରିଥିବା ଲୋକେ ବହୁତ୍ ଭଲ ରେ ଦିନ କଟିବ । ବ୍ୟବସାୟ ରେ ବହୁତ ଭଲ ଲାଭ ହେବା । କିଛି ଭଲ କାମ କରିବା ଫଲରେ ଘର ଲୋକେ ଭଲ ପାଇବେ ।

ମକର

ନିଜେ କରିଥିବା ପରିଶ୍ରମ ଦ୍ଵାରା ଯେଉଁ କାର୍ଯ୍ୟ କରିବେ ସେହତିରେ ସଫଳତା ହାସଲ କରିବେ । ବ୍ୟବସାୟ ରେ ଭଲ ଲାଭ ହେବ । କାର୍ଯ୍ୟରେ ବହୁତ୍ ଉନ୍ନତି ହେବ । କୌଣସି ଏକ ଗୁରୁଙ୍କ ଠାରୁ ଭଲ ଶିକ୍ଷା ଓ କିଛି ଛୋଟ ସମାଧାନ ମିଳିଯିବ ହେତୁ ଆପଣଙ୍କର କାମ ସହଜରେ ପୂର୍ଣ୍ଣ ହୋଇଯିବ ସେଥିରେ ସନ୍ଦେହ ନାହିଁ କିନ୍ତୁ ମନ ଦେଇ କାମ କରିବାକୁ ପଡ଼ିବ । ନିଜେ ବହୁ ପୁର୍ବ ରୁ କରିଥିବା କାମରେ ଆଜି ଫାଶୀ ଯାଇପାରନ୍ତି ସେଥିପାଇଁ ଭଲ କର୍ମ କରିବାକୁ ଚେଷ୍ଟା କରନ୍ତୁ ।

କୁମ୍ଭ

ଯଦି ଭଡା ଘରେ ରହୁଛନ୍ତି ଓ ଚାହୁଞ୍ଚନ୍ତି ଘର ବଦଳାଇବା ପାଇଁ ତେବେ ଆଜି ଦିନ ବହୁତ ଭଲ ଅଟେ । ବ୍ୟବସାୟ ରେ କାର୍ଯ୍ୟ ଭାର ଅଧିକା ଥିବା ହେତୁ ମାନସିକ ଚାପରେ ରହିପାରାନ୍ତି । କେହି ଜଣେ ଆଜି ସାହାର୍ଯ୍ୟର ହାତ ବଢ଼ାଇ ପାରନ୍ତି ଏହି ସୁଯୋଗ ଆପଣ ତାକୁ ହାତ ଛଡା କରିବେ ନାହିଁ ସେଥିରେ ଆପଣଙ୍କ ଭାଗ୍ୟ ପରିବର୍ତ୍ତନ ହୋଇଯିବ । ପୁରୁଣା ବନ୍ଧୁ ସାଙ୍ଗରେ ଦେଖା ହୋଇପାରେ । ଗୁପ୍ତ ଧନ ପାଇବାର ସମ୍ଭାବନା ଅଛି ।

ମୀନ

ଆଜି କୌଣସି ଏକ ଦାମିକିଆ ଜିନିଷ ନଷ୍ଟ ହୋଇଯିବାର ସମ୍ଭାବନା ଅଛି । କାର୍ଯ୍ୟ କ୍ଷେତ୍ରରେ ସଫଳ ହେବେ । ଗାଡି ଓ ଜମି ଭଳି ଜିନିଷ ଆଜି କିଣି ପାରନ୍ତି ଏଥିରେ କୌଣସି ବାଧା ଆସିବ ନାହିଁ । ଯଦି ଆପଣଙ୍କର କୋଟ କଚରି କିଛି ମାମଲା ଥାଏ ତେବେ ଆଜି ସେହି ଜିନିଷ ଆପଣଙ୍କର ପକ୍ଷରେ ଯାଇପାରେ ଓ ଭାଗ୍ୟ ପୁରା ସାଥ ଦେବ । ପରିବାର ରେ କେହି ଲୋକ ଆଜି କଷ୍ଟ ପାଈପାରନ୍ତି । ନିଜ ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ । ଯାନ ବାହାନ ଧୀରେ ଚାଲନ୍ତୁ ବାଟରେ ଧକ୍କା ହୋଇଯିବାର ସମ୍ଭାବନା ଅଛି । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।