ଆଜିର ରାଶିଫଳ, 22 ନଭେମ୍ବର 2021, ସୋମବାର, ମହାଦେବଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୨ ନଭେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନେ ଜୀବନରେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । ବେପାର ଓ ବାଣିଜ୍ୟ ରେ ଆପଣ ଲାଭବାନ ହେବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ସବୁ ଇଚ୍ଛା ପୂରଣ ହେବାର ସମୟ ଆସି ଯାଇଛି । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ଆପଣଙ୍କର ଅଧିକ ସମୟ ଅତିବାହିତ କରିବେ ।

ବୃଷ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧରମିକ କାର୍ଯ୍ୟ ରେ ଯୋଗ ଦେବେ । ଆପଣଙ୍କର ଅଟକି ଥିବା ସବୁ କମ ପୁରା ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ପ୍ରାପ୍ତ ହେବ । ବ୍ୟବସାୟ କ୍ଷେତ୍ର ରେ ଆପଣ ଅଧିକ ରୋଜଗାର କରିବେ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ ।

ମିଥୁନ ରାଶି : ଏହି ରାଶିର ଲୋକ ମାନେ ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କରିବାକୁ ହେବ । ଆପଣଙ୍କର ପାରିବାରିକ ମାହୋଲ ହସ ଖୁଶିର ରହିବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଆଜି ଆପଣଙ୍କର ଆୟ ରେ ବୃଦ୍ଧି ହେବ । ବିଦ୍ୟାର୍ଥୀ ମାନେ ପାଠ ପଢା ରେ ଆଗରେ ରହିବେ । ଆପଣଙ୍କର ସବୁ ଇଚ୍ଛା ପୂରଣ ହେବ । ଆପଣଙ୍କର ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ ।

କର୍କଟ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ସାମିଲ ହେବେ । କୌଣସି କ୍ଷେତ୍ର ରେ ଅଚାନକ ଧାନ ଲାଭ ହେବ । ଆପଣଙ୍କର ସବୁ ମନସ୍କାମନା ପୂରଣ ହେବ । ଆଜି ଆପଣଙ୍କର ଆୟ ରେ ବୃଦ୍ଧି ହେବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବେ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । ଆପଣଙ୍କର ଦାଂପତ୍ଯ ଜୀବନ ସୁଖମୟ ରହିବ ।

ସିଂହ ରାଶି : ଏହି ରାଶିର ଲୋକ ମାନଙ୍କର ପାରିବାରିକ ବାତାବରଣ ସୁଖ ଶାନ୍ତି ର ରହିବ । ଗୃହକୁ ନୂଆ ଅତିଥି ଙ୍କ ଆଗମନ ହୋଇପାରେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ସନ୍ତାନ ମାନଙ୍କୁ ନେଇ ଆପଣ ମାନସିକ ଚିନ୍ତା ରେ ରହିବେ । ତେଣୁ ଆପଣଙ୍କର ସ୍ୱାସ୍ଥ୍ୟ ର ଯତ୍ନ ନିଅନ୍ତୁ । କୌଣସି କ୍ଷେତ୍ର ରୁ ଅଚନାକ ଧନ ଲାଭ ହେବ । ଆପଣଙ୍କ ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ଚାକିରି କ୍ଷେତ୍ର ରେ ଆପଣଙ୍କର ପଦ ଉନ୍ନତି ହୋଇପାରେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କର ଯାତ୍ରା ସୁଗମ ହେବ । ଆପଣଙ୍କର ଅଟକି ଥିବା କାମ ପୁରା ହେବ । ସମାଜ ରେ ଆପଣଙ୍କର ମାନ ସମାନ ପ୍ରତିଷ୍ଠା ହେବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । କ୍ଯାରିୟର କୁ ନେଇ ଆପଣ କିଛି ନୂଆ ପ୍ଳାନ କରିବେ । ବେପାର ଓ ଅବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବା ସହ ନୂଆ ନିବେଶ କରିବେ । ଛାତ୍ର ମାନେ ପରୀକ୍ଷା ରେ ସଫଳ ହେବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ ।

ତୁଳା ରାଶି : ଏହି ରାଶିର ଲୋକ ମାନଙ୍କର ଶୁଭ ସମୟ ଆସିବାକୁ ଯାଉଛି । ଆପଣଙ୍କ ଜୀବନରେ ଚାଲିଥିବା ସବୁ ଦୁଖ କଷ୍ଟର ନିବାରଣ ହେବ । କୌଣସି କ୍ଷେତ୍ର ରୁ ଆକସ୍ମିକ ଭାବେ ଧନ ଲାଭ ହେବ । ପାରିବାଇକ ମାହୋଲ ସୁଖ ଶାନ୍ତି ଭରା ରହିବ । ମହିଳା ମାନେ ନିଜ ପାଇଁ ଉଫାର କିଣିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଜୀବନରେ କିଛି କରିବାକୁ ହେଲେ ଆପଣଙ୍କୁ କଠିନ ମେହନତ କରିବାକୁ ପଡିବ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ ।

ବିଛା ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ପାଇବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଭଲ ସମୟ ଅତିବାହିତ କରିବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପଦ ଉନ୍ନତି ହୋଇପାରେ । ଯେଉଁ ମାନଙ୍କର ବିବାହରେ ବିଳମ୍ବ ହେଉଥିଲା ସେମାନଙ୍କର ବିବାହ ଯୋଗ ଆସିବାକୁ ଯାଉଛି । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଯାହା ଦ୍ଵାରା ଆପଣ ପ୍ରଶଂସାର ପାତ୍ର ହେବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ ।

ଧନୁ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ କାର୍ଯ୍ୟ ରେ ଯୋଗ ଦେବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ କରିବେ । ଆଜି ଆପଣ ସ୍ଵାଦିଷ୍ଟ ଭୋଜନର ଆନନ୍ଦ ନେବେ । ଭାଇ ଭଉଣୀ ଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ପାର୍ଟନର ଙ୍କୁ କହିବାର ଉପଯୁକ୍ତ ସମୟ ରହିଛି । ବ୍ୟବସାୟ କ୍ଷେତ୍ର ରେ ଆପଣ ବିଦେଶକୁ ଯାତ୍ରା କରି ପାରନ୍ତି । ଆପଣଙ୍କର ଅଟକି ଥିବା ପୁରୁଣା କାମର ଆରମ୍ଭ ହେବାକୁ ଯାଉଛି ।

ମକର ରାଶି : ଏହି ରାଶିର ଲୋକ ମାନଙ୍କ ଗୃହରେ କୌଣସି ଶୁଭ କାର୍ଯ୍ୟ ହୋଇପାରେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବ । ଅଫିସରେ ବଡ ଅଧିକାରି ଓ ସହକର୍ମୀ ମାନଙ୍କର ଆପଣ ସହଯୋଗ ପାଇବେ । ଆଜି ଆପଣଙ୍କର ଆୟ ରେ ବୃଦ୍ଧି ହେବ । ଛାତ୍ର ମାନେ କୌଣସି ଇଣ୍ଟରବିୟୁ ପାଇଁ ପ୍ରତୁଷ୍ଟ ହେଉଥିଲେ ସେଥିରେ ସଫଳ ହେବେ । ଯଦି ଆପଣ ଚାକିରି ଖୋଜୁଛନ୍ତି ତେବେ ନୂଆ ଚାକିରି ପାଇ ପାରିବେ । ସନ୍ତାନ ସୁଖ ପ୍ରାପ୍ତ ହେବ ।

କୁମ୍ଭ ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ରୋମାନ୍ସ କରିବାର ସୁଯୋଗ ପାଇବେ । ଜୀବନରେ ପ୍ରତେକ ଟି କ୍ଷେତ୍ର ରେ ଆପଣ ସଫଳତାର ଶୀର୍ଷ ରେ ପହଞ୍ଚି ପାରିବେ । ଆପଣଙ୍କ କୌଣସି ଦୂର ଜାଗାକୁ ଯାତ୍ରା କରିବେ । ସମାଜ ରେ ଆପଣଙ୍କର ମାନ ସମାନ ବୃଦ୍ଧି ହେବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ପ୍ରଶଂସା କରିବେ । ପ୍ରିୟଜନ ଓ ପଡୋଶୀ ମାନଙ୍କ ସହ ଆପଣଙ୍କର ସମ୍ପର୍କ ନିବିଡ ରହିବ ।

ମୀନ ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ପାଇବେ । ପାରିବାରିକ ବାତାବରଣ ହସ ଖୁସି ରହିବ । ସନ୍ତାନ ମାନଙ୍କ ପାଇଁ ଆପଣ ଖୁସିରେ ରହିବେ । ସମାଜରେ ମାନ ସମାନ ପ୍ରତିଷ୍ଠା ହେବ ।  ଚାକିରି କ୍ଷେତ୍ର ରେ ଆପଣଙ୍କର ପଦ ଉନ୍ନତି ହେବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ପାର୍ଟନର ଙ୍କୁ କହି ପାରିବେ । ଆମ ସହ ଆଗକୁ ରହିବା ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।