ଆଜିର ରାଶିଫଳ, 24 ଡିସେମ୍ବର 2021, ଶୁକ୍ରବାର, ମା ଦୂର୍ଗାଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ହେବ ଧନବର୍ଷା

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୪ ଡିସେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଆପଣଙ୍କର ଆର୍ଥୀକ ସ୍ଥିତି ରେ ସୁଧାର ଆସିବ । ପରିବାର ଲୋକଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରେ । ଆଜି ଆପଣ ସ୍ଵାଦିଷ୍ଟ ଭୋଜନର ଆନନ୍ଦ ନେବେ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ଅଟକି ରହିଥିବା କାମ ପୁରା ହେବ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ ।

ବୃଷ ରାଶି : ଏହି ରାଶିର ଲୋକ ମାନେ ଧାର୍ମିକ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସଫଳ ହେବ । କୌଣସି ଦିଗରୁ ଆପଣଙ୍କୁ ଖୁସି ଖବର ଶୁଣିବାକୁ ମିଳିପାରେ । ଚାକିରି କ୍ଷେତ୍ର ରେ ଥିବା ବ୍ୟକ୍ତି ମାନଙ୍କର ସାଲାରି ରେ ବୃଦ୍ଧି ହୋଇପାରେ । ଯେଉଁ ମାନେ ଦୀର୍ଘ ଦିନ ହେବ ପ୍ରମୋଶନ ଅପେକ୍ଷା ରେ ଥିଲେ ସେମାନଙ୍କର ପ୍ରମୋଶନ ହୋଇପାରେ । ଛାତ୍ର ଛାତ୍ରୀ ମାନେ ପାଠ ପଢା ରେ ଉନ୍ନତି କରିବେ । ସଙ୍ଗୀତ ଓ କଳା କ୍ଷେତ୍ର ରେ ଥିବା ବ୍ୟକ୍ତି ଙ୍କ ପାଇଁ ଆଜି ଦିନ ଟି ଅନୁକୂଳ ରହିବ ।

ମିଥୁନ ରାଶି : ଆପଣଙ୍କର ପରିବାର ଲୋକଙ୍କ ସହ ସମ୍ପର୍କ ରେ ସୁଧାର ଆସିବ । ଦାଂପତ୍ଯ ଜୀବନରେ ଜୀବନ ସତାହି ଙ୍କ ସହ ଆପଣଙ୍କର ତାଳମେଳ ଠିକ ରହିବ । ସମାଜ ରେ ଆପଣଙ୍କର ଖ୍ଯାତି ବୃଦ୍ଧି ହେବ । ଯାହା ଦ୍ଵାରା ଆପଣ ପ୍ରଶଂସାର ପାତ୍ର ହେବେ । ଆପଣଙ୍କର ଅଟକି ରହିଥିବା ଟଙ୍କା ଫେରି ପାଇବେ । ଧନ ଜନିତ ସମସ୍ଯା ଆପଣଙ୍କର ଦୁର ହେବେ । ଚାକିରି କ୍ଷେତ୍ର ରେ ଆପଣଙ୍କୁ ଉଚ୍ଚ ପଦ ହାସଲ ହୋଇପାଏରେ । ବେପାର କରୁଥିବା ବ୍ୟକ୍ତି ଲାଭବାନ ହେବେ ।

କର୍କଟ ରାଶି : ଆପଣଙ୍କର ଆଜି ଦିନ ଟି ଅନୁକୂଳ ରହିବ । ଆପଣଙ୍କର ଅଟକି ରହିଥିବା ପୁରୁଣା କାମ ପୁରା ହେବ । ଯେଉଁ କାମରେ ହାତ ଦେବେ ସଫଳତା ପୂର୍ଣ୍ଣ ତାହା ପୁରା ହେବ । ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ବିଦ୍ୟାର୍ଥୀ ମାନ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଯେଉଁ ମାନେ ପରୀକ୍ଷା ଦେଇଛନ୍ତି ସେମାନେ ସଫଳ ହେବେ । ଚାକିରି କ୍ଷେତ୍ର ରେ ଥିବା ବ୍ୟକ୍ତି ଙ୍କୁ ବଡ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ପ୍ରାପ୍ତ ହେବ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯୋଗ ଦେବେ । ସମାଜ ରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଯାହା ପାଇଁ ଅନ୍ୟ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି କହବର ଶୁଣିବାକୁ ପାଇବେ । ଯାହା ପାଇଁ ଆପଣ ମାନସିକ ଚିନ୍ତା ରୁ ମୁକ୍ତି ପାଇବେ । ପ୍ରେମ ଜୀବନରେ ଆପଣ ମନ କଥା ସାଥି ଙ୍କୁ କହିବାର ସୁଯୋଗ ପାଇବେ ।

କନ୍ୟା ରାଶି : ଆପଣଙ୍କର ଆର୍ଥିକ ସ୍ଥିତି ମଜବୁତ ରହିବ । ପରିବାର ଲୋକଙ୍କ ସହ ସମ୍ପର୍କ ନିବିଡ ରହିବ । ବେପାର ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବା ସହ ନୂଆ ଯୋଜନା ପ୍ରସ୍ତୁତ କରିବେ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଯେଉଁ ମାନେ ବେରୋଜଗାର ଥିଲେ ସେମାନଙ୍କୁ ନୂଆ ଚାକିରି ମିଳିବାର ଯୋଗ ରହିଛି । ସନ୍ତାନ ମାନଙ୍କର ଉନ୍ନତି ରେ ଆପଣ ଖୁସି ହେବେ ।

ତୁଳା ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ରୋମାନ୍ସ କରିବାର ସୁଯୋଗ ପାଇବେ । କୌଣସି କାମକୁ ନେଇ ଦୂର ସ୍ଥାନ କୁ ଯାତ୍ରା କରିବେ । କୌଣସି ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ । ଜୀବନର ପ୍ରତେକ ଟି କ୍ଷେତ୍ର ରେ ଆପଣ ବିଜୟ ଲାଭ କରିବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । ଆପଣଙ୍କର ସ୍ବାସ୍ଥ୍ଯ ଭଲ ରହିବ ।

ବିଛା ରାଶି : ଏହି ରାଶିର ଲୋକ ମାନେ ଜୀବନରେ କିଛି କରିବାକୁ ଅଧିକ ପରିଶ୍ରମ କରନ୍ତୁ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଛାତ୍ର ଛାତ୍ରୀ ମାନେ ପରୀକ୍ଷା ପାଇଁ ପ୍ରସ୍ତୁତ ଆରମ୍ଭ କରିବେ । ସମାଜ ରେ ଆପଣଙ୍କର ଯଶ ଓ ଖ୍ଯାତି ବୃଦ୍ଧି ହେବ । ଯାହା ପାଇଁ ଆପଣଙ୍କର ନୂଆ ପରିଚୟ ସମାଜ ରେ ସୃଷ୍ଟି ହେବ । ଲୋକ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । ପ୍ରେମ ଜୀବନରେ ସାଥି ଙ୍କ ସହ ଆପଣ ଅଧିକ ସମୟ ବିତାଇବେ ।

ଧନୁ ରାଶି : ଆପଣଙ୍କର ଆଜି ଦିନ ଟି ଅନୁକୂଳ ରହିବ । କୌଣସି ଦିଗରୁ ଶୁଭ ସମାଚାର ଶୁଣିବାକୁ ପାଇବେ । ସନ୍ତାନ ମାନଙ୍କ ପାଇଁ ଯେଉଁ ଚିନ୍ତା ରହିଥିଲା ତାହା ଦୂର ହେବ । ରାଜନୀତି ଓ କଳା କ୍ଷେତ୍ର ରେ ଥିବା ବ୍ୟକ୍ତି ଙ୍କ ପାଇଁ ଆଜି ଦିନ ଟି ଭଲ ରହିବ । ଦାଂପତ୍ଯ ଜୀବନ ସୁଖମୟ ରହିବ । ବେପାର ବାଣିଜ୍ୟ କ୍ଷେତ୍ର ରେ ଥିବା ବ୍ୟକ୍ତି ମାନେ ଲାଭବାନ ହେବା ସହ ଅଧିକ ଧନ ଅର୍ଜନ କରିବେ । ଆପଣଙ୍କୁ ନୂଆ କାମ କରିବା ପାଇଁ ଅବସର ପ୍ରାପ୍ତ ହେବ ।

ମକର ରାଶି : ଏହି ରାଶିର ଲୋକ ମାନେ ପ୍ରେମ ଜୀବନରେ ସଫଳ ହେବେ । ଆପଣଙ୍କର ଅଟକି ରହିଥିବା କାମ ପୁରା ହେବ । ଛାତ୍ର ଛାତ୍ରୀ ମାନେ ପାଠ ପଢା ରେ ଆଗରେ ରହିବେ । ଅଚାନକ ଧନ ପ୍ରାପ୍ତ ହେବ । ବେପାର ବାଣିଜ୍ୟ କ୍ଷେତ୍ର ରେ ଆପଣ ଟଙ୍କା ନିବେଶ କରି ସଫଳ ହେବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ଗୃହ କୁ ନୂଆ ଅତିଥି ଙ୍କ ଆଗମନ ହୋଇପାରେ । ପିଲା ମାନେ ନିଜର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବା ଉଚିତ । ପିୟଜନ ଓ ପଡୋଶୀ ମାନଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ ।

କୁମ୍ଭ ରଶି : ଆଜି ଦିନ ଟି ଆପଣଙ୍କ ପାଇଁ ଭଲ ରହିବ । ପାରିବାରିକ ମାହୋଲ ସୁଖଦ ରହିବ । ଗୃହରେ କୌଣସି ମାଙ୍ଗଳିକ କାର୍ଯ୍ୟ ହୋଇପାରେ । ଦାଂପତ୍ଯ ଜୀବନ ସୁଖମୟ ରହିବ । ଅଚାନକ ଧନ ଲାଭ ହେବ । ସମଜା ରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଛାତ୍ର ଛାତ୍ରୀ ମାନେ ପାଠ ପଢା ରେ ଆଗ୍ରହୀ ହେବେ । ଯେଉଁ ମାନେ ବେରୋଜଗାର ଥିଲେ ସେମାନଙ୍କୁ ରୋଜଗାର କରିବାର ସୁଯୋଗ ମିଳିବ । ବ୍ୟବସାୟ କ୍ଷେତ୍ର ରେ ଆପଣ ଲାଭାବନା ହେବେ ।

ମୀନ ରାଶି : ଏହି ରାଶିର ଲୋକ ମାନେ ପ୍ରେମ ଜୀବନରେ ସମୟ ଭଲ ରହିବ । ସମାଜ ରେ ଆପଣଙ୍କର ଖ୍ଯାତି ବୃଦ୍ଧି ହୋଇପାରେ । ଅଚାନକ ଧନ ଲାଭ ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଶୁଭ ସମ୍ବାଦ ଶୁଣିବାକୁ ପାଇବେ । ପାରିବାରିକ ବାତାବରଣ ହସ ଖୁଶିର ରହିବ । ମହିଳା ମାନେ ପୂଜା ପାଠ ରେ ଅଧିକ ଆଗ୍ରହ ହେବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ବିଦ୍ୟାର୍ଥୀ ମାନେ ଶିକ୍ଷା କ୍ଷେତ୍ର ରେ  ଉନ୍ନତି କରିବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।