ଆଜିର ରାଶିଫଳ, 26 ନଭେମ୍ବର 2021, ଶୁକ୍ରବାର, ମା ଦୂର୍ଗାଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୨୬ ନଭେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନେ ସୁଖ ଶାନ୍ତିରେ ସମୟ ଅତିବାହିତ କରିବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଜୀବନରେ କୌଣସି ଖାସ ବ୍ୟକ୍ତି ଙ୍କ ସହ ଭେଟ ହୋଇପାରେ । ଯାହା ପାଇଁ ଆପଣ କିଛି ନୂଆ କଥା ଶିକ୍ଷା ଲାଭ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ । ଗୃହରେ କୌଣସି ଶୁଭ କାର୍ଯ୍ୟ ହୋଇପାରେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ପୁରୁଣା ବନ୍ଧୁ ଙ୍କ ସହ ଆପଣକର ଭେଟ ହୋଇପାରେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ ।

ବୃଷ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯୋଗ ଦେବେ । ଆପଣଙ୍କ ଜୀବନରେ ଅପାର ଖୁସି ଆସିବାକୁ ଯାଉଛି । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ଅଟକି ଥିବା କାମ ପୂରଣ ହେବ । ଯେଉଁ ମାନଙ୍କର ବିବାହ ରେ ବିଳମ୍ବ ହେଉଥିଲା ସେମାନଙ୍କର ବିବାହ ଯୋଗ ରହିଛି । ଚାକିରି କ୍ଷେତ୍ର ରେ ଆପଣ ନୂଆ ପଦ ହାସଲ କରିବେ ।

ମିଥୁନ ରାଶି : ଏହି ରାଶିର ଲୋକ ମାନଙ୍କର ପାରିବାରିକ ବାତାବରଣ ହସ ଖୁଶିର ରହିବ । ଆପଣଙ୍କ ଜୀବନରେ କିଛି ବଡ ପରିବର୍ତ୍ତନ ହେବାକୁ ଯାଉଛି । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । କୌଣସି କ୍ଷେତ୍ର ରୁ ଅଚାନକ ଆପଣ ନିଜର ଟଙ୍କା ଫେରସ୍ତ ପାଇବେ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ନୂଆ ନିବେଶ କରିବା ସହ ଲାଭବାନ ହେବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ ।

କର୍କଟ ରାଶି : ଏହି ରାଶିର ଲୋକ ମାନେ ପୁରୁଣା ବନ୍ଧୁ ଙ୍କ ସହ ଭେଟ କରିବେ । ଆପଣଙ୍କର ଆଜି ଦିନ ଟି ଶୁଭ ରହିବ । ଜୀବନରେ କିଛି କରିବାକୁ ହେଲେ ଅପନାଙ୍କୁ କଠିନ ପରିଶ୍ରମ କରିବାକୁ ପଡିବ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଅଧିକ ରୁଚି ରଖିବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ କୌଣସି ନୂଆ ଯୋଜନା ଆରମ୍ଭ କରି ପାରିବେ । ଆପଣ ଏହି ଯୋଜନା ରେ ସଫଳ ହେବେ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବାର ସୁଯୋଗ ପାଇବେ । ଆପଣଙ୍କ ପ୍ରେମ ଜୀବନ ସଫଳ ହେବ । ଆପଣ କାହାକୁ ପ୍ରପୋଜ କରିବାକୁ ଚାହୁଁଥିଲେ ଆଜି ଦିନ ଟି ଉତ୍ତମ ରହିବ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ବ୍ୟବସାୟ କ୍ଷେତ୍ର ରେ ଆପଣ ଲାଭାବନ ହେବା ସହ ନୂଆ ଯୋଜନା ଆରମ୍ଭ କରି ପାରିବେ । ଆପଣଙ୍କର ସନ୍ତାନ ସୁଖ ପ୍ରାପ୍ତ ହେବାର ପ୍ରବଳ ଯୋଗ ରହିଛି ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । କାହାତ୍ର ମାନେ କୌଣସି ଇଣ୍ଟରବିୟୁ ଦେବାକୁ ଯାଉଥିଲେ ସେଥିରେ ସଫଳ ହେବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ସମାଜ ରେ ଆପଣଙ୍କର ମାନ ସମାନ ର ବୃଦ୍ଧି ହେବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । ବନ୍ଧୁ ମାନଙ୍କ ସହ ଆପଣଙ୍କର ଭଲ ସମ୍ପର୍କ ରହିବ । ଆପଣଙ୍କର ଆର୍ଥିକ ସ୍ଥିତି ମଜବୁତ ରହିବ ।

ତୁଳା ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ରୋମାନ୍ସ କରିବାର ସୁଯୋଗ ପାଇବେ । ଘରେ ହସ ଖୁଶିର ମାହୋଲ ରହିବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । ଅଫିସରେ ବଡ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ଆପଣ ପାଇବେ । ଆଜି ଆପଣଙ୍କର ଆୟ ରେ ବୃଦ୍ଧି ହେବ ।

ବିଛା ରାଶି : ଏହି ରାଶିର ଲୋକ ମାନେ ବନ୍ଧୁ ଅମାନଙ୍କ ସହ ସମୟ ଅତିବାହିତ କରିବେ । ଛାତ୍ର ମାନେ ପାଠ ପଢା ରେ ଆଗରେ ରହିବେ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଆପଣ ଆଜୀବନରେ ସୁଖ ଶାନ୍ତି ର ଆଗମନ ହେବାକୁ ଯାଉଛି । ଯେଉଁ ସବୁ ସମସ୍ଯା ଲାଗି ରହିଥିଲା ତାହା ଦୂର ହେବ । ଆପଣ ଜୀବନର ପ୍ରତେକ ଟି କ୍ଷେତ୍ର ରେ ସଫଳ ହେବେ । ଯେଉଁ ମାନଙ୍କର ବିବାହ ହେଉ ନ ଥିଲା ସେମାନଙ୍କର ବିବାହ ଯୋଗ ରହିଛି । ଆପଣଙ୍କର ସନ୍ତାନ ମାନଙ୍କ ସ୍ୱାସ୍ଥ୍ୟ ଭଲ ରହିବ ।

ଧନୁ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ କାର୍ଯ୍ୟ ରେ ଯୋଗ ଦେବେ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ସାଥି ଙ୍କୁ କହିବାର ଉପଯୁକ୍ତ ସମୟ ଅଟେ । ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ପ୍ରିୟଜନ ଓ ପଡୋଶୀ ମାନଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । ସମାଜ ରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ ।

ମକର ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । ପାରିବାରିକ ବାତାବରଣ ହସ ଖୁଶିର ରହିବ । ଗୃହକୁ ନୂଆ ଅତିଥି ଙ୍କ ଆଗମନ ହୋଇପାରେ । ଆଜି ଆପଣ ସ୍ଵାଦିଷ୍ଟ ଭୋଜନ ଗ୍ରହଣ କରିବେ । ସାଙ୍ଗ ସାଥି ଙ୍କ ଗହଣ ରେ ଆପଣଙ୍କର ଦିନ କଟିବ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କର ସମ୍ପର୍କ ମଧୁର ରହିବ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବା ସହ ନୂଆ ନିବେଶ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ ।

କୁମ୍ଭ ରାଶି : ଏହି ରାଶିର ଲୋକ ମାନେ ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ଗୃହରେ କୌଣସି ଶୁଭ କାର୍ଯ୍ୟ ହୋଇପାରେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ପୁରୁଣା ବନ୍ଧୁ ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ ।

ମୀନ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବେ । ପ୍ରେମ ଜୀବନରେ ଆପଣ ସଫଳ ହେବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ପ୍ରତିଷ୍ଠା ହେବ । ଚାକିରି କ୍ଷେତ୍ର ରେ ଆପଣଙ୍କର ନୂଆ ପଦ ମିଳିପାରେ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭବାନ ହେବ । ମହିଳା ମାନେ ପୂଜା ପାଠ ରେ ବ୍ୟସ୍ତ ରହିବେ । ଆପଣଙ୍କର ସମୟ ବହୁତ ଭଲ ଭଲ ରହିବ । ଆପଣଙ୍କର ରୋଜଗାର ରେ ବୃଦ୍ଧି ହେବ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।