ଆଜିର ରାଶିଫଳ, 29 ଅକ୍ଟୋବର 2021, ଶୁକ୍ରବାର, ମା ଦୂର୍ଗାଙ୍କ କୃପା ରହିବ ଏହି ୫ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ  ୨୯ ଅକ୍ଟୋବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନେଅପରିବାର ଲୋକଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କର ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ସମାଜ ର ଆପଣଙ୍କର ମାନ ସମାନ ପ୍ରତିଷ୍ଠା ହେବ । କୌଣସି ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ସାକ୍ଷାତ ହୋଇପାରେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । ମହିଳା ମାନେ ନିଜ ପାଇଁ ନୂଆ ଉପହାର କିଣିବାରେ ବ୍ୟସ୍ତ ରହିବେ । ଆପଣଙ୍କର ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବାକୁ ଯାଉଛି ।

ବୃଷ ରାଶି : ଏହି ରାଶିର ଲୋକ ମାନେ କୌଣସି ନୂଆ ପ୍ଳାନ କରି ପାରନ୍ତି । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ । ଆପଣଙ୍କର ଅଟକି ଥିବା ପୁରୁଣା କାମ ପୁରା ହେବ । କୌଣସି କ୍ଷେତ୍ର ରୁ ଆପଣଙ୍କର ଆକସ୍ମିକ ଭାବେ ଧନ ଲାଭ ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । କୋର୍ଟ କଚେରୀ ମାମଲା ରେ ଆପଣ ବିଜୟ ଲବହ କରିବେ । ପାରିବାରିକ ମାହୋଲ ଶାନ୍ତିପୂର୍ଣ୍ଣ ରହିବ । ଆପଣଙ୍କର ସ୍ୱାସ୍ଥ୍ୟ ଉତ୍ତମ ରହିବ । କୌଣସି ଅତିଥି ଙ୍କର ଆଗମନ ହୋଇପାରେ ।

ମିଥୁନ ରାଶି : ଏହି ରାଶିର ଲୋକ ମାନଙ୍କୁ ରାଜନୀତି ଓ କାନୁନି କ୍ଷେତ୍ର ରେ ସଫଳତା ମିଳିବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ପ୍ରାପ୍ତ ହେବ । ଘର ପରିବାର ରେ ହସ ଖୁଶିର ମାହୋଲ ରହିବ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କର ଭଲ ସମ୍ପର୍କ ରହିବ । ଚାକିରି କ୍ଷେତ୍ର ରେ ଆପଣ ନୂଆ ପଦ ହାସଲ କରିବେ । ଜୀବନରେ ସଫଳତା ପାଇବାକୁ ହେଲେ ଆପଣ କଠିନ ପରିଶ୍ରମ କରନ୍ତୁ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ବେପାରୀ ମାନଙ୍କ ପାଇଁ ସମୟ ଅନୁକୂଳ ରହିବ ।

କର୍କଟ ରାଶି : ଏହି ରାଶିର ଲୋକ ମାନଙ୍କ ଜୀବନରେ ବଡ ପରିବର୍ତ୍ତନ ଆସିବାକୁ ଯାଉଛି । ବ୍ୟବସାୟ କ୍ଷେତ୍ର ରେ ଆପଣ ଲାଭବାନ ହେବା ସହ ନୂଆ ନିବେଶ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । ଆପଣଙ୍କର କୌଣସି କ୍ଷେତ୍ର ରୁ ଧନ ଲାଭ ହୋଇପାରେ । ରାଜନୀତି କ୍ଷେତ୍ର ରେ ଆପଣ ସଫଳ ହେବେ । ଦାମ୍ପତ୍ୟ ଜୀବନରେ ସୁଖର ସମୟ ରହିବ । ସାଙ୍ଗ ସାଥି ଙ୍କ ଗହଣରେ ଆପଣଙ୍କର ସମୟ ଅତିବାହିତ ହେବ । ଆପଣଙ୍କର ବିଦେଶ ଯାତ୍ରା କରିବାର ଆଶଙ୍କା ରହିଛି । ପରିବାର ରେ ପରସ୍ପର ସହ ଏକତ୍ର ହୋଇ ରହିବେ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯୋଗ ଦେବେ । କୌଣସି କ୍ଷେତ୍ର ରୁ ଧନ ପ୍ରାପ୍ତ ହେବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ । ଯେଉଁ ମାନଙ୍କର ବିବାହ ନ ହେଉଛି ସେମାନଙ୍କର ପାଇଁ ବିବାହ ଯୋଗ ରହିଛି । ଆପଙ୍କର ଶତ୍ରୁ ଦମନ ହେବେ । ଅଫିସରେ ବଡ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ଆପଣ ପାଇବେ । ଯାହା ଦ୍ଵାରା ଜୀବନରେ ପ୍ରତେକ କ୍ଷେତ୍ର ରେ ଆପଣ ସଫଳତାର ଶୀର୍ଷ ରେ ପହଞ୍ଚି ପାରିବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ଆଧ୍ୟାତ୍ମିକ କାର୍ଯ୍ୟ ରେ ଯୋଗ ଦେବେ । ଆପଣ ନିଜର ବାଣୀ ଉପରେ କାବୁ ରଖନ୍ତୁ । ଆଜି ଆପଣଙ୍କର ଆର୍ଥିକ ଲାଭ ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ସମାଜ ରେ ଆପଣଙ୍କର ଯଶ ଓ ପ୍ରତିଷ୍ଠା ର ମାନ ବୃଦ୍ଧି ହେବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କ ଦ୍ଵାରା ପ୍ରେରଣା ପାଇବେ । କଳା ଓ ଶିକ୍ଷା କ୍ଷେତ୍ର ରେ ପିଲା ମାନେ ଆଗ୍ରହୀ ହେବ । ଛାତ୍ର ମାନେ ପାଠ ପଢା ରେ ମନ ଦେବେ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

ତୁଳା ରାଶି : ଏହି ରାଶିର ଲୋକ ମାନେ ଆଜି ଦିନରେ ବ୍ୟସ୍ତରେ ରହିବେ । ଆଜି ଆପଣଙ୍କର ଆୟ ଅଧିକ ରହିବ । ବ୍ୟବସାୟରେ ଭଲ ଲାଭ ହେବ ସହ ଆପଣ ନୂଆ ଯୋଜନା ଆରମ୍ଭ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପଦ ଉନ୍ନତି ହେବ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । ଆଜି ଆପଣଙ୍କର ଆତ୍ମବିଶ୍ଵାସ ରେ ବୃଦ୍ଧି ହେବ । ଆପଣଙ୍କର ସନ୍ତାନ ସୁଖ ପ୍ରାପ୍ତ ହେବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

ବିଛା ରାଶି : ଏହି ରାଶିର ଲୋକ ମାନଙ୍କର ସମୟ ଅନୁକୂଳ ରହିବ । ଆଜି ଆପଣଙ୍କର ପୁରୁଣା ମିତ୍ର ଙ୍କ ସହ ଭେଟା ହୋଇପାରେ । ପରିବାର ଲୋକଙ୍କ ସହ ଆପଣ ଦୂର ଜାଗାକୁ ଯାତ୍ରା କରିବେ । କୌଣସି କ୍ଷେତ୍ର ରୁ ଆପଣ ଧାନ ଲାଭ କରିବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ଅପାଇବେ । ଆପଣଙ୍କ ଜୀବନରେ ଚାଲିଥିବା ସବୁ ସମସ୍ୟାର ନିବାରଣ ହେବ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । କଳା କ୍ଷେତ୍ର ରେ ଆପଣ ଅଧିକ ରୁଚି ରଖିବେ ।

ଧନୁ ରାଶି : ଏହି ରାଶିର ଲୋକ ମାନେ ଆଜି ନୂଆ ଦାୟିତ୍ଵ ପାଇବେ । ପରିବାର ଲୋକଙ୍କ ସହ ଆପଣ ଅଧିକ ସମୟ ଅତିବାହିତ କରିବେ । ପ୍ରେମ ଜୀବନରେ ଆପଣ ନିଜ ମନ କଥା ପାର୍ଟନର ଙ୍କୁ କହି ପାରିବେ । ଅଫିସରେ ବଡ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ଆପଣ ପାଇବେ । ଆପଣଙ୍କର ଅଟକି ଥିବା କାମ ପୁରା ହେବାର ସମୟ ଆସି ଯାଇଛି । ଆପଣ ସେୟାର ମାର୍କେଟ ରେ ନିବେଶ କରିଲେ ସଫଳ ହେବେ । ଆପଣଙ୍କର ସନ୍ତାନ ସୁଖ ପ୍ରାପ୍ତ ହୋଇପାରେ । ଦାଂପତ୍ଯ ଜୀବନ ସୁଖମୟ ରହିବ ।

ମକର ରାଶି : ଏହି ରାଶିର ଲୋକ ମାନଙ୍କୁ ସାଙ୍ଗ ସାଥି ଙ୍କ ସାଥ ମିଳିବ । ଯାହା ଦ୍ଵାରା ଆପଣଙ୍କ ମନ ପ୍ରସନ୍ନ ରହିବ । ଛାତ୍ର ମାନେ ପାଠ ପଢା ରେ ଆଗରେ ରହିବା ସହ ପରୀକ୍ଷା ପାଇଁ ପ୍ରସ୍ତୁତ ହେବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କର ଭଲ ସମ୍ପର୍କ ରହିବା ସହ ଆପଣ ଦୂର ସ୍ଥାନ କୁ ଯାତ୍ରା କରି ପାରନ୍ତି । କୌଣସି କ୍ଷେତ୍ର ରୁ ଆକସ୍ମିକ ଭାବେ ଧନ ଲାଭ ହୋଇପାରେ । ସମାଜ ରେ ଆପଣଙ୍କର ଯଶ ଓ ପ୍ରତିଷ୍ଠା ର ମାନ ବଢିବ । ପରିଜନ ମାନଙ୍କ ସହ ଆପଣଙ୍କର ଭଲ ସମୟ ରହିବ । ମାତା ପିତା ଙ୍କ ସହଯୋଗ ଆପଣ ପାଇବେ ।

କୁମ୍ଭ ରାଶି: ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ କାର୍ଯ୍ୟ ରେ ଯୋଗ ଦେବେ । ସନ୍ତାନ ସୁଖ ପରପ୍ତ କରିବେ । ଟଙ୍କା ରୋଜଗାର କରିବାର ନୂଆ ଅବସର ଆପଣ ଅପାଇବେ । ଛାତ୍ର ମାନେ ପରୀକ୍ଷା ରେ ସଫଳ ହେବେ । ମହିଳା ମାନେ ଘର କାମରେ ବ୍ୟସ୍ତ ରହିବେ । ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । ଆପଣ ନିଜର ବଚନ ଉପରେ କାବୁ ରଖି ଅନ୍ୟ ସହ ଆଲୋଚନା କରନ୍ତୁ ।

ମୀନ ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହଯୋଗ ପାଇବେ । କୌଣସି ନୂଆ କାମର ଆରମ୍ଭ ଆପଣ କରିବେ । ଆପଣଙ୍କର ଅଟକି ଥିବା କାମ ପୁରା ହେବ । କୌଣସି କ୍ଷେତ୍ର ରୁ ଆପଣ ଧନ ଲାଭ କରିବେ । ଚାକିରି କ୍ଷେତ୍ର ରେ ଆପଙ୍କର ପ୍ରମୋଶନ ହୋଇପାରେ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ । ଆମ ସହ ଆଗକୁ ରହିବା ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।