ଆଜିର ରାଶିଫଳ, 3 ଡିସେମ୍ବର 2020, ଗୁରୁବାର, ମା ଲକ୍ଷ୍ମୀଙ୍କ ଆଶୀର୍ବାଦ ରହିବ ଏହି ୪ଟି ରାଶି ଉପରେ, ଆର୍ଥିକ କ୍ଷେତ୍ରରେ ଆସିବ ବଡ ପରିବର୍ତ୍ତନ

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ । ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୩ ଡିସେମ୍ବର ୨୦୨୦ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ-

ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ ।  ପ୍ରତିକାର– ଗୋମାତାକୁ ଖାଇବାକୁ ଦେବେ ।

ବୃଷ-

ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ପ୍ରତିକାର- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ-

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ ।  ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ-

ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ସିଂହ-

ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା-

ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଶରୀର ସୁସ୍ଥ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ତୁଳା-

ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ବିଛା-

ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର- ଅସହାୟାକୁ ସାହାଯ୍ୟ କରନ୍ତୁ ।

ଧନୁ-

ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମକର-

ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ପ୍ରତିକାର- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

କୁମ୍ଭ-

ଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ମୀନ-

ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କାଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ । ଆଗକୁ ଆମ ସହିତ ରହିବା ପାଇଁ ପେଜକୁ ଲାଇକ କରନ୍ତୁ ।