ଆଜିର ରାଶିଫଳ 1 ଜୁନ୍ 2019, ଶନିବାର – ମାସର ପ୍ରଥମ ଶନିବାରରେ ଏହି ୪ଟି ରାଶି ଉପରେ ଶନିଦେବ କୃପା ରଖିବେ

ମେଷ:-

ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ବିଭାଗୀୟ ପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ ଓ ନୂତନକର୍ମ ନିଯୁକ୍ତିରେ ସଫଳତା ପାଇ ପାରନ୍ତି । କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ରାଜନୀତି କ୍ଷେତ୍ରରେ ମାନସିକ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ ।  ପ୍ରତିକାର- ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ବୃଷ:-

ମହିଳାମାନେ ବନ୍ଧୁଙ୍କୁ ଆପ୍ୟାୟିତ କରିବାରେ ସମର୍ଥ ହୋଇ ହସଖୁସିରେ ସମୟ ବିତାଇବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଅଧିକ ଘନିଷ୍ଠତା ହେବ । ମଧୁମେହ, ଚକ୍ଷୁ, ହୃଦୟ, ଯୌନରୋଗରୁ ସାମାନ୍ୟ ଉପସମ ମିଳିବ । କଳା, ସାହିତ୍ୟ ଓ ଚଳଚ୍ଚିତ୍ର, ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।

ମିଥୁନ:-

ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବା ସହ ପୁରୁଣା ରୋଗରୁ ସାମାନ୍ୟ ଉପସମ ମିଳିବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ହୋଇଯାଇ ପାରେ । ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ସାମ୍ବାଦିକ, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ:-

ଆମୋଦ-ପ୍ରମୋଦ, ମନୋରଞ୍ଜନ, ନୃତ୍ୟ ଗୀତ, ଭୋଜିଭାତ, ମଉଜ ମଜିଲିସ୍ ରେ ମଜ୍ଜି ରହିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ପ୍ରେମୀପ୍ରେମିକାଙ୍କ ଉନ୍ନତି ପାଇଁ ପ୍ରୟାସରତ ହେବେ । ସ୍ଵାସ୍ଥ୍ୟରେ ଉନ୍ନତି ଦେଖା ଦେଇପାରେ ବା ରକ୍ତଚାପ, ମଧୁମେହ, ଉଦରପୀଡା ରୋଗରୁ ଉପସମ ମିଳିବ । ମହିଳାମାନେ ପାରିଶ୍ରମିକ ତୁଳନାରେ ଅଧିକ ଶ୍ରମ କରିବେ । ଛାତ୍ରଛାତ୍ରୀମାନଙ୍କର ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ରାଜନୀତି କ୍ଷେତ୍ରରେ କଠିନ ପରିଶ୍ରମ ହେତୁ ସାମାଜିକ ପତିଆରା ଅମଳିନ ରହିବ ।  ପ୍ରତିକାର– ଷଣ୍ଢକୁ ଖାଇବାକୁ ଦିଅନ୍ତୁ ।

ସିଂହ:-

କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆମୋଦ-ପ୍ରମୋଦ, କ୍ରିଡା, ମନୋରଞ୍ଜନ, ନୃତ୍ୟଗୀତ, କଳା ସଙ୍ଗୀତ, ଭୋଜିଭାତ, ମଉଜ ମଜିଲିସ୍, ଆଡମ୍ବରରେ ଉତ୍ସାହ ବଢିବ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଚିକିତ୍ସକ ମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ରାଜନୀତି କ୍ଷେତ୍ରରେ ଶୁଭ ସମ୍ବାଦ ପାଇବେ ଓ ଦୁଶ୍ଚିନ୍ତା ଦୂର ହୋଇ ଯଶମାନ ବୃଦ୍ଧିହେବ । ପରିବାରିକ ଜୀବନରେ ମତାନ୍ତର ମନାନ୍ତର ଦେଖା ଦେଇପାରେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା:-

ଚିକିତ୍ସକ, ରସାୟନଜ୍ଞ, ଔଷଧନିର୍ମାଣ ଓ ବିକ୍ରୟ କରୁଥିବା ବ୍ୟକ୍ତିମାନେ ବିଶେଷ ଲାଭାନ୍ୱିତ ହେବେ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । ରାଜନୀତି କ୍ଷେତ୍ରରେ ସମସ୍ତ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ସମ୍ମାନ ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ତୁଳା:-

ପ୍ରେମିକ ପ୍ରେମିକାମାନେ ପ୍ରେମ କ୍ଷେତ୍ରରେ ସଫଳ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ପରୀକ୍ଷା, ପରିଣାମ ଅନୁକୂଳ ହେବ ଓ ଉଚ୍ଚ ଶିକ୍ଷା ହାସିଲ କରିବା ପାଇଁ ପ୍ରୟାସରତ ରହିବେ । ରାଜନୀତି କ୍ଷେତ୍ରରେ ସୁଖ୍ୟାତି ଲାଭ ହେବ ମାତ୍ର ତତ୍ପର ହେବା ଆବଶ୍ୟକ । ଖାଇବାତେଲ, ଘିଅ, ଖାଦ୍ୟସାମଗ୍ରୀ, କାଚ, ବସ୍ତ୍ର, ଔଷଧ, ଚଳଚିତ୍ର ଆଦି ବ୍ୟବସାୟ କରୁଥିଲେ ବିଶେଷ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

ବିଚ୍ଛା:-

ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ମଧୁରତା ଆସିବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ପତି ପତ୍ନୀଙ୍କ ମଧ୍ୟରେ ବୁଝାମଣା ଭଲ ରହିବ ଓ ଦାମ୍ପତ୍ୟ ସୁଖରେ ଆନନ୍ଦିତ ହେବେ । ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । ରାଜନୀତି କ୍ଷେତ୍ରରେ ସହଯୋଗୀ ମାନଙ୍କ ଯୋଗୁଁ ଶାନ୍ତି ପାଇବେ ।  ପ୍ରତିକାର- ଅସହାୟକୁ ନିରାଶ କରିବେ ନାହିଁ ।

ଧନୁ:-

ରାଜନୀତି କ୍ଷେତ୍ରରେ ମିତ୍ରଙ୍କ ଠାରୁ ବହୁତ ସାହାଯ୍ୟ ସହଯୋଗ ମିଳିବା ଫଳରେ ମାନସିକ ଶାନ୍ତି ଅନୁଭବ କରିବେ । ଛାତ୍ରଛାତ୍ରୀ ମାନେ ଶିକ୍ଷାକୁ ଉଚିତ୍‌ ମନେକରି ପାଠ ପଢାରେ ମନଯୋଗ ଦେବେ । ମହିଳାମାନେ ସାମ୍ବାଦିକତା, ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତା ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ସ୍ଥିର ହେବ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନଖୁସି ରହିବ । କଳା, ସାହିତ୍ୟ, ଚଳଚ୍ଚିତ୍ର ଓ ସଂଗୀତାଦି କ୍ଷେତ୍ରରେ ଆଗ୍ରହ ବଢିବ । ଦାମ୍ପତ୍ୟ ସୁଖରେ ଶାନ୍ତି ଅନୁଭବ କରିବେ ।  ପ୍ରତିକାର-ଗୋମାତାକୁ ଖାଇବାକୁ ଦିଅନ୍ତୁ ।

ମକର:-

ଭ୍ରମଣ, ରାଜନୀତି, ପ୍ରଶାସନ, ପ୍ରକାଶନ, ସଂଗଠନ, ଅନୁସନ୍ଧାନ କାର୍ଯ୍ୟରେ ଲାଭ ପାଇବେ । ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ ଡାକ୍ତରମାନେ କର୍ମକ୍ଷେତ୍ରରେ ପଦୋନ୍ନତିର ସୂଚନା ପାଇବେ । ଅଧ୍ୟୟନ, ଅଧ୍ୟାପନା ତଥା ରଚନାତ୍ମକ କ୍ଷେତ୍ରରେ ସମ୍ମାନିତ ହେବେ । କଳା, ସାହିତ୍ୟ, କ୍ରିଡା, ଚଳଚ୍ଚିତ୍ର ତଥା ଆନୁଷ୍ଠାନିକ କାମରେ ପ୍ରଶଂସା ମିଳିବ । କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ ସମ୍ବନ୍ଧରେ ଜୟଯୁକ୍ତ ହେବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:-

ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା, ନେତା ଓ ଚିକିତ୍ସକମାନଙ୍କର କର୍ମକ୍ଷେତ୍ରରେ ପଦୋନ୍ନତି, ବିଭାଗୀୟ ଅଧିକାରୀଙ୍କ ସାନ୍ନିଧ୍ୟଲାଭ, ଇଚ୍ଛିତସ୍ଥାନରେ ସ୍ଥାନାନ୍ତର ସହଜ ସରଳରେ ହୋଇପାରିବ । ରୌପ୍ୟାଦି ଧାତୁଦ୍ରବ୍ୟ, ଔଷଧ, କ୍ଷୀର, ଜଳଜାତ ଦ୍ରବ୍ୟ, ଖାଇବାତେଲ, କାଚଦ୍ରବ୍ୟ, ଅତର, ସେଣ୍ଟ, ଷ୍ଟେସେନାରୀ, ଥଣ୍ଡାପାନୀୟ, ରେଡିମେଡ, କପଡା, ଶାଢୀ, ଲୁଗା, ସଉକୀନ୍ ଦ୍ରବ୍ୟ ବ୍ୟବସାୟରେ ପ୍ରବଳ ଲାଭ ପାଇବେ । ବିଭାଗୀୟପରୀକ୍ଷା, ପ୍ରତିଯୋଗିପରୀକ୍ଷାର ପରିଣାମ ମନ ଅନୁକୂଳହେବ । ରାଜନୀତି କ୍ଷେତ୍ରରେ ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ:-

ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ ଓ ପରୀକ୍ଷା ପରିଣାମ ଅନୁକୂଳ ହେବ । ମହିଳାମାନେ ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ସମସ୍ୟାକୁ ନେଇ ମନସନ୍ତୁଷ୍ଟ ରହିବ । ବ୍ୟବସାୟ କାରବାରର ଗତି ରୀତିରେ ପରିବର୍ତ୍ତନର ଆଶଙ୍କା ନାହିଁ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ଚିକିତ୍ସକ, ରସାୟନଜ୍ଞ, ଶିକ୍ଷକ, ପ୍ରଶିକ୍ଷକ, ଅଭିନେତା ଓ କଳାକାରମାନେ ବିଶେଷ ଲାଭାନ୍ୱିତ ହୋଇ ପାରନ୍ତି ।  ପ୍ରତିକାର:-ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।