ଆଜିର ରାଶିଫଳ, 11 ନଭେମ୍ବର 2018 ରବିବାର – ସୂର୍ଯ୍ୟ ଦେବ ଆଜିଠୁ ଏହି ୪ଟି ରାଶି ଉପରେ ପ୍ରସନ ହେବେ

ମେଷ

ଏହି ସମୟ ବର୍ତ୍ତମାନ ପରିବାର ଲୋକଙ୍କ ମଧ୍ୟରେ ସୁସମ୍ପର୍କ ପ୍ରତିଷ୍ଠା କରିବାର ସମୟ ଅଟେ ଯାହାଦ୍ୱାରା ଆପଣ ନିଜକୁ ପରିବାର ଲୋକଙ୍କ ନିକଟତର ପାଇବେ । ଆଜି ଆପଣ ସେମାନଙ୍କ ସାଙ୍ଗରେ ସମୟ କଟାଇବାକୁ ଚ଼ାହିଁବେ ।

ବୃଷ

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।

ମିଥୁନି

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।

କର୍କଟ

ଆଜି ଆପଣଙ୍କର ଆଖପାଖ ଲୋକ ଆପଣଙ୍କୁ ଭୁଲ ବୁଝିପାରନ୍ତି, ଏଥି ପାଇଁ ଆପଣଙ୍କର ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ । ଯାହାବି କୁହନ୍ତୁ ବୁଝି ସୁଝି କୁହନ୍ତୁ, ଯଦି ଆପଣଙ୍କର ଶବ୍ଦକୁ ଭୁଲ ବୁଝି ନିଆ ଯାଏ ତେବେ ଅସୁବିଧା ହୋଇପାରେ ।

ସିଂହ

ଆଜି ଆପଣ ଉଭୟ ଶାରିରୀକ ଓ ମାନସିକ ରୂପେ ସୁସ୍ଥ ରହିବେ । ଘର ହେଉ ବା କାର୍ଯ୍ୟକ୍ଷେତ୍ର , ଆପଣଙ୍କ ଆକର୍ଷଣୀୟ ବ୍ୟକ୍ତିତ୍ୱ ସମସ୍ତଙ୍କୁ ଖୁସି କରିଦେବ । ଶାରିରୀକ ଓ ମାନସିକ ସୁସ୍ଥତା ହେତୁ ଉଭୟ ଆପଣଙ୍କ ଉତ୍ପାଦନ ଓ ଗୁଣବତ୍ତା ବଢ଼ିଯ଼ିବ ।

କନ୍ୟା

ଆପଣ ଏଭଳି ଜଣେ ବ୍ୟକ୍ତି ଯାହାକୁ ନିଜ ଆଖପାଖ ଲୋକଙ୍କ ସାହାଯ୍ୟ ସହଯରେ ମିଳିଯାଏ । ଆପଣଙ୍କୁ ହୁଏତ ଏହା ଜଣା ନାହିଁ ଯେ ବହୁତ ଲୋକ ଆପଣଙ୍କ ବ୍ୟକ୍ତିତ୍ତ୍ୱ ଦ୍ୱାରା ପ୍ରଭାବିତ । ଆପଣ କେବେ ମଧ୍ୟ ନିଜର ଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।

ତୁଳା

ଆଜି ଦିନରେ ଆପଣ ଆଳସ୍ୟ ଅନୁଭବ କରିବେ । କିନ୍ତୁ ବର୍ତ୍ତମାନ ଆପଣ ଆଳସ୍ୟର ସମୟ କଟାଇଲେ ଚଳିବ ନାହିଁ । ଅଯଥା ସମୟ ନଷ୍ଟ କରନ୍ତୁ ନାହିଁ । କୌଣସି ନା କୌଣସି କାର୍ଯ୍ୟରେ ନିଜକୁ ନିୟୋଜିତ ରଖନ୍ତୁ ।

ବିଛା

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।

ଧନୁ

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ମକର

ଆଜି ଆପଣଙ୍କୁ ନିଜର ବୁଝା ଶୁଣା ଏବଂ ଚ଼ତୁରତାକୁ ପରଖିବାକୁ ହେବ ।କିଛି ଲୋକ ନିଜର ସୀମାକୁ ଲାଙ୍ଘି ଆପଣଙ୍କର ଅସୁବିଧାକୁ ଶିକ୍ଷା କରିବାକୁ ଯାଉଛନ୍ତି । ଆପଣଙ୍କୁ ଶାନ୍ତି ରହିବା ସହିତ ସେମନଙ୍କୁ ରୋକିବାକୁ ଚ଼େଷ୍ଟା କରିବାକୁ ହେବ ।

କୁମ୍ଭ

ଆଜି ଆପଣଙ୍କୁ ଏଇଟା ଶିଖିବା ଆବଶ୍ୟକ ଅଟେ କି ଆପଣ ଅନ୍ୟମାନଙ୍କ ସାମନାରେ ନିଜକୁ କିପରି ଭଲ ଭାବରେ ଅଭିବ୍ୟକ୍ତ କରିବାକୁ ପଡ଼ିବ କାରଣ ଅନ୍ୟ ଲୋକ ସେଇଟା ବୁଝିବେ ଯେଉଁଟାକି ଆପଣ ତାଙ୍କୁ ବୁଝାଇବା କୁ ଚ଼ାହୁଁଛନ୍ତି ।

ମୀନ

ଛାତ୍ରମାନେ ଯଦି ମେଧାବୃତି ପାଇଁ ଦରଖାସ୍ତ କରି ଅପେକ୍ଷା କରିଛନ୍ତି ଏସମ୍ବନ୍ଧରେ ଖବର ପାଇବେ । ଏହା ପାଇସାରିବା ପରେ ଅଧ୍ୟୟନ ପ୍ରତି ଅଧିକ ମନ ବଳାଇ ଲକ୍ଷ୍ ପଥରେ ଅଗ୍ରସର ହେବା ପାଇଁ ଚେଷ୍ଟା କରିବେ ।