ଆଜିର ରାଶିଫଳ 14 ଅଗଷ୍ଟ 2019, ବୁଧବାର, ମହାଦେବ ଏହି ୫ଟି ରାଶିର ସବୁ ମନୋକାମନା ପୂର୍ଣ୍ଣ କରିବେ

ମେଷ:-

ବ୍ୟବସାୟୀମାନଙ୍କର ବକେୟା ପ୍ରାପ୍ୟ ହାତକୁ ଆଣିବାରେ ସଫଳ ହେବେ । ଧାର୍ମିକ କାର୍ଯ୍ୟରେ ରୁଚି ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ସଫଳ ହେବେ । ବିଦେଶଯାତ୍ରାରେ ଯଶଲାଭ, ପରିବାରରେ ମାନ ମନାନ୍ତର ଦୂର ହେବ । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଆର୍ଥିକ ସ୍ଥିତି ସୁଦୃଢ଼ ହେବା ସହ ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ମାନସିକ ଏକାଗ୍ରତା ରଖି ପାରିବେ । ଶୁଭ ସମ୍ବାଦପାଇ ଖୁସିହେବେ । ବ୍ୟବସାୟରେ ଉନ୍ନତି ଫଳରେ ଅଶାତୀତ ଲାଭବାନ୍ ହେବେ । କର୍ମଜୀବିମାନେ ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ  ସହଯୋଗ ପାଇବେ ।  ପ୍ରତିକାର- କୁକୁରକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ:-

ପରିବାରରେ ମହତ୍ୱପୂର୍ଣ୍ଣ କାର୍ଯ୍ୟକରି ପ୍ରଶଂସିତ ହେବେ । ରାଜନୀତିରେ ପରୋପକାର ସମାଜସେବା କାର୍ଯ୍ୟରେ କୃତକାର୍ଯ୍ୟ ହେବେ । ମଉଜ-ମସ୍ତିରେ ସମୟ କଟିପାରେ । ବିଦ୍ୟା ଓ ଖେଳରେ ଉନ୍ନତି ହେବା ସହ ପ୍ରଶଂସିତ ହେବେ । ଗୃହ ସମସ୍ୟା ଦୂର ହୋଇ କାର୍ଯ୍ୟ ମଧ୍ୟମ ଧରଣର ହେବ । ଦାମ୍ପତ୍ୟ ଜୀବନରେ ସୁଖବୃଦ୍ଧି ହେବ । ମହିଳାମାନଙ୍କର ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ମିଥୁନ:-

କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଶାରିରୀକ ଅସୁସ୍ଥତା ଦୂରହେବ । ଯେ କୌଣସି କାର୍ଯ୍ୟରେ ହାତ ଦେଲେ ସଫଳତା ମିଳିବ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନରେ ବୃଦ୍ଧି ହେବ । ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀହେବେ । ବ୍ୟବସାୟରେ ଉନ୍ନତି ହେବା ସହ ଲାଭବାନ ହେବେ । ହରାଇଥିବା ଧନ ପ୍ରାପ୍ତି ହେବ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ରାଜନୀତିରେ କୋଲସମ୍ପର୍କ ବୃଦ୍ଧି ଓ ନିଜର ମାନ ସମ୍ମାନ ପଦ ମର୍ଯ୍ୟାଦା ବୃଦ୍ଧି ହେବ । ନିର୍ମାଣ କ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଉଚିତ୍ ପରାମର୍ଶ ପାଇ ହରେଇଥିବା ଦ୍ରବ୍ୟ ଫେରି ପାଇବେ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କର୍କଟ:-

ପାରିବାରିକ କ୍ଷେତ୍ରରେ ଶାନ୍ତି ବିରାଜମାନ କରିବ । ଶତୃନାଶ, ଋଣନାଶ ଓ ପୁରାତନ ରୋଗପୀଡ଼ାର ଉପଶମ ହେବ । ପରୀକ୍ଷା ଓ ପ୍ରତିଦ୍ୱନ୍ଦିତାରେ ସଫଳତା ପାଇବେ । ମହିଳାମାନେ ଅନ୍ୟକୁ ନିଜ ସହ ତୁଳନା କରି ମାନସିକ ଶାନ୍ତି ଅନୁଭବ କରିବେ । ନୂତନ ବନ୍ଧୁଙ୍କ ଯୋଗେ ପଟ୍ଟ ପରିବର୍ତ୍ତନ ଘଟି ଅଶାନ୍ତି ଓ ବିଶୃଙ୍ଖଳାରୁ ମୁକ୍ତ ହେବେ ଓ ନିଃସଙ୍ଗତା ବୋଧର ପୀଡା ମଧ୍ୟ ଦୂରେଇ ଯିବ । ରାଜନୀତିରେ ପ୍ରସଂଶା, ବିଦ୍ୟାରେଉନ୍ନତି, କୃଷିରେ ମନସନ୍ତୁଷ୍ଟ, ଖେଳରେ ବିଜୟୀ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଅଧିକ ଘନିଷ୍ଠତା ହେବ ।  ପ୍ରତିକାର-ମାଦକଦ୍ରବ୍ୟ ଠାରୁ ଦୂରେଇ ରୁହନ୍ତୁ ।

ସିଂହ:-

ଶାରିରୀକ ସୁସ୍ଥତା ସହ ମାନସିକ ଶାନ୍ତି ଦେଖାଦେବ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧିହେବ । ନୂତନ ନିଯୁକ୍ତିର ସୁଯୋଗ ପାଇବେ । ସରକାରୀ କର୍ମଚାରୀମାନଙ୍କର କାର୍ଯ୍ୟ କ୍ଷେତ୍ରରେ ଶତୃମାନେ ପରାଜିତ ହେବେ । ତେଜରାତି, ଲୌହ ଜାତୀୟ ଦ୍ରବ୍ୟ କାଷ୍ଠ ଉପକରଣ ଇତ୍ୟାଦି ବ୍ୟବସାୟୀମାନେ ଲାଭବାନ ହେବେ । ଛାତ୍ର-ଛାତ୍ରୀମାନେ ପାଠ ପଢ଼ାରେ ମନଯୋଗ ଦେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମକଦ୍ଦମା ଓ ସାକ୍ଷାତକାରରେ ବିଜୟୀହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

କନ୍ୟା:-

ଚାକିରି କ୍ଷେତ୍ରରେ ଉପରିସ୍ଥ ଅଧିକାରୀଙ୍କ ସାହାଯ୍ୟ ସହଯୋଗ ପାଇବେ । ସ୍ୱାସ୍ଥ୍ୟରେ ପରିବର୍ତ୍ତନ ଦେଖାଦେବ । ପିଲାମାନଙ୍କ ପାଇଁ ବ୍ୟସ୍ତ ବିବ୍ରତ ହେବେ । ବ୍ୟବସାୟିକ ପ୍ରତିଦ୍ୱନ୍ଦ୍ୱିତାରେ ସଫଳ ହେବେ । ଶତ୍ରୁମାନଙ୍କ ଉପରେ ନଜର ନରଖିଲେ କ୍ଷତିରେ ପଡିବେ । କର୍ମ ନିଯୁକ୍ତି କ୍ଷେତ୍ରରେ ସଫଳ ହେବେ । ଆତ୍ମବିଶ୍ୱାସ ବୃଦ୍ଧି ପାଇବ । କମ୍ ପରିଶ୍ରମରେ ଆଶାଜନକ ଫଳପ୍ରାପ୍ତିହେବ । ଆନୁଷ୍ଠାନିକ କାମ ହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରିବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।  ପ୍ରତିକାର:- ଅଶ୍ୱସ୍ଥ ବୃକ୍ଷ ମୂଳରେ କ୍ଷୀର ଗୁଡ଼ ପଣାକରି ଢ଼ାଳନ୍ତୁ ।

ତୁଳା:-

ପୁରାତନ ରୋଗରୁ ମୁକ୍ତି ମିଳିବ । କର୍ମ କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂର୍ଣ୍ଣ ହେବ । ବ୍ୟବସାୟୀମାନେ ନୂତନ ବାଣିଜ୍ୟର ପରିକଳ୍ପନା କରି ପ୍ରଚୁର ଲାଭ କରିବେ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ମହିଳାମାନେ କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ । ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । କର୍ତ୍ତବ୍ୟ ପରାୟଣ ପ୍ରଦର୍ଶନ କରି ନିଜର ପାରିଲା ପଣିଆ ଜାହିର କରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ପ୍ରେମିକ ପ୍ରେମିକାମାନଙ୍କର ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ବିଚ୍ଛା:-

ସାମାଜିକ କ୍ଷେତ୍ରରେ ନିଜର ପ୍ରଭାବ ଓ ପରାକ୍ରମ ବଢିବ ।   ଅଫିସର ଓ ଅଧିକାରୀ କାମରେ ପ୍ରସନ୍ନ ରହିବେ । ବିଦେଶ ଯାତ୍ରାରେ ଲାଭବାନ ହେବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି । ଆର୍ଥିକ ଦିଗରୁ ସୁବିଧା ସୁଯୋଗ ପାଇ ଉନ୍ନତିହେବ । ବିଦ୍ୟାର୍ଥୀଙ୍କର ବିଦ୍ୟାରେ ଉନ୍ନତି ହେବାରୁ ମନ ଖୁସି ରହିବ ।  ପ୍ରତିକାର- ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

ଧନୁ:-

ବ୍ୟବସାୟମାନେ ଅଧିକ ଲାଭ କରିବେ । କର୍ମକ୍ଷେତ୍ରରେ ନିଜ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ଛାତ୍ରଛାତ୍ରୀ ମାନଙ୍କର ଶିକ୍ଷା କ୍ଷେତ୍ରରେ ମାନସିକ ସ୍ଥିରତା ଦେଖାଦେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ମହିଳାମାନେ ପତିପ୍ରାଣା ହୋଇ ପରିବାରରେ ପ୍ରୀତିଭାଜନ ହେବେ । ପରିବାର ବା ଘର ସମ୍ବନ୍ଧୀୟ କୌଣସି ମହତ୍ଵପୂର୍ଣ୍ଣ ସମାଚାର ଶୁଣିବେ ।  ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

ମକର:-

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଉତ୍ତମ ଆୟର ପଥ ପରିସ୍କାର କରିବେ । ଦୂରଯାତ୍ରା କରି ଯଶ, ମାନ, ପ୍ରତିଷ୍ଠାର ଅଧିକାରୀ ହେବେ । ମହିଳାମାନେ ଅଳ୍ପରେ ସନ୍ତୁଷ୍ଟ ହେବେ । କର୍ମକ୍ଷେତ୍ରରେ ବନ୍ଧୁଙ୍କ କାର୍ଯ୍ୟରେ ସନ୍ତୁଷ୍ଟ ରହିବେ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ, ପରିବହନ ଓ ନିର୍ମାଣକ୍ଷେତ୍ରରେ ଉନ୍ନତମାନର ଫଳ ପାଇବେ । ଭଗୀଦାରିକ୍ଷେତ୍ରରେ ଆଖିବନ୍ଦ କରି ଯେକୌଣସି ପଦକ୍ଷେପ ନେଇ ପାରନ୍ତି । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ଓ ସାକ୍ଷାତ୍କାରରେ ବିଜୟୀହେବେ । ଛୋଟ ଛୋଟ କାମକୁ ବୁଝିବିଚାରି ନକଲେ ଦ୍ଵନ୍ଦରେ ପଡିବେ ।  ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

କୁମ୍ଭ:-

ବ୍ୟବସାୟ ବଢ଼ାଇବାରେ ସମର୍ଥ ହେବେ । କର୍ମଚାରୀ ଓ ଶ୍ରମିକମାନେ ବେଶି ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ପୈତୃକ ସମ୍ପତ୍ତିପାଇଁ ପାରିବାରିକ ଦ୍ଵନ୍ଦର ସମାଧାନ ହେବ । କୋର୍ଟ କଚେରୀ ମାମଲାରେ ବିଜୟୀ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ । ମହିଳାମାନେ ସୁଖଶାନ୍ତିରେ ଦିନଟି କଟାଇବେ ।   ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି ।  ପ୍ରତିକାର-ମାଦକଦ୍ରବ୍ୟ ସେବନ କରନ୍ତୁ ନାହିଁ ।

ମୀନ:-

ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ବ୍ୟବସାୟୀମାନେ ନଗଦ କାରବାରରେ ଅଧିକ ଲାଭପ୍ରଦ ହେବେ । ଋଣ ଭରଣା ପାଇଁ ଚେଷ୍ଟା କରିବେ । ରାଜନୀତି କ୍ଷେତ୍ରରେ ଉଚ୍ଚସମ୍ପର୍କରୁ ଲାଭବାନ ହେବେ । ମହିଳାମାନେ ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣାତାକୁ ମୁଖ୍ୟ କରି ହସଖୁସିରେ ଚଳିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚ ପ୍ରଶଂସିତ ହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ନୂତନ ଗୃହ ନିର୍ମାଣ କରିବାର ଯୋଜନା ପ୍ରସ୍ତୁତ କରିପାରନ୍ତି ।  ପ୍ରତିକାର- ମୁହଁ ମିଠାକରି ଘରୁ ବାହାରନ୍ତୁ ।