ଆଜିର ରାଶିଫଳ 15 ଏପ୍ରିଲ 2019, ସୋମବାର – ମହାଦେବ ଙ୍କ ଅଶେଷ କୃପା ରହିବ ଏହି ୩ଟି ରାଶି ଉପରେ

ମେଷ

ଆଜି ଆପଣ ରାଗର ଶିକାର ହୋଇପାରନ୍ତି, ନିଜ ରାଗଉପରେ ପୂରାପୁରି ଭାବରେ ନିୟନ୍ତ୍ରଣ ରଖିବାକୁ ଚ଼େଷ୍ଟା କରନ୍ତୁ । କିଛିବି ହେଉ ନିଜ କାର୍ଯ୍ୟାଳୟ ଏବଂ ସାର୍ବଜନୀନ ସ୍ଥାନରେ କଳିଠାରୁ ବଞ୍ଚନ୍ତୁ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ । ଆଜି ଆପଣଙ୍କ କାର୍ଯ୍ୟ ସରଳତା ପୂର୍ବକ ସମ୍ପୂର୍ଣ୍ଣ ହେବ । ମାନ-ସମ୍ମାନରେ ବୃଦ୍ଧି ହେବ । ଅଫିସ୍ ଉଚ୍ଚ ପଦାଧିକାରିମାନଙ୍କ ତରଫରୁ ପ୍ରୋତ୍ସାହନ ମିଳିବାର ଉପରେ ଆପଣଙ୍କ ଆତ୍ମବିଶ୍ଵାସ

ବୃଷ

ଆଜି ଆପଣ ନରମ ମନୋଭାବ ପୋଷଣ କରି କାହାକୁ ସାହାଯ୍ୟ କରିବେ । ନିଜର ନକାରାତ୍ମକ ଭାବନାକୁ ଦୂରେଇ ଦିଅନ୍ତୁ ଏବଂ ନିଜ ସମ୍ପର୍କକୁ ଅନ୍ୟମାନଙ୍କ ସହ ମଜବୁତ କରନ୍ତୁ । ଏହା ଆପଣଙ୍କୁ ଖୁସି ଆଣି ଦେବ । ଆଜି ଆପଣଙ୍କ ମନ କିଛିଟା ବିଚଳିତ ରହିବ , ମାତ୍ର ଆପଣ ନକାରାତ୍ମକତାରୁ ଧ୍ୟାନ ହଟାଇ ପଢାରେ ମନ ଦେବା ଉଚିତ । ଶାରୀରିକ-ମାନସିକ ସୁଖ ମିଳିବ । ସନ୍ତାନମାନଙ୍କର ତରଫରୁ ଶୁଭ ସମାଚାର ମିଳିବ । ଦାମ୍ପତ୍ୟଜୀବନରେ ଜୀବନସାଥୀ ପ୍ରତି ବିଶେଷ ଆକର୍ଷଣ ଅନୁଭବ କରିବେ, ପ୍ରତିକାର :- ପଙ୍ଗୁ ଭିକାରୀଙ୍କୁ ଖାଇବାକୁ ଦିଅନ୍ତୁ ।

ମିଥୁନ

ଆଜି ଆପଣଙ୍କ ଜୀବନରେ ଏକ ନୂଆ ମୋଡ଼ ଆସିପାରେ ଆଜି ଆପଣ କୌଣସି ଆତ୍ମିୟ କିମ୍ବା ଅଜଣା ବ୍ୟକ୍ତିଙ୍କ ପାଖରୁ କିଛି ଶିକ୍ଷା ଲାଭ କରି ପାରନ୍ତି ଯାହା ଆପଣଙ୍କ ପାଇଁ ଜରୁରୀ ଥିଲା । ତାଙ୍କ ଉପଦେଶ ଉପରେ ଧ୍ୟାନ ଦିଅନ୍ତୁ । ଆପଣ ବହୁତ ଭଲ ବିଚ଼ାରରେ ଭର୍ତି ଅଛନ୍ତି କିନ୍ତୁ ଏ ବିଚ଼ାର ନିଜର ସହତ୍ତ୍ୱ ହଜାଇ ଦେବେ ଯଦି ଆପଣ ତାକୁ ଠିକ୍ ଭାବରେ ବ୍ୟକ୍ତ ନକରିପାରିବେ । ଅଧିକ ଭାବୁକ ରହିବେ, କୌଣସି କଥାରେ ଅସୁବିଧା ହୋଇପାରେ । ମା’ ଙ୍କର ସ୍ୱାସ୍ଥ୍ୟକୁ ନେଇକରି ଚିନ୍ତିତ ହୋଇପାରନ୍ତି । ବାହନ ଚଳାଇବା ସମୟରେ ସାବଧାନ ରହିବେ, ପ୍ରତିକାର-ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କର୍କଟ

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ । ଚିନ୍ତାର ଭାରରେ ସ୍ଵାସ୍ଥ୍ୟକୁ ହାନି ପହଁଞ୍ଚାଇପାରେ । ବାଦ-ବିବାଦରେ କାହା ସହିତ ସଂଘର୍ଷ ହୋଇପାରେ, ବାଣୀ ଉପରେ ନିୟନ୍ତ୍ରଣ ରଖିବେ । କୋର୍ଟ-କଚେରୀ କାର୍ଯ୍ୟରେ ସାବଧାନପୂର୍ବକ ପଦକ୍ଷେପ ଉଠାନ୍ତୁ, ପ୍ରତିକାର : ଅସହାୟ ଓ ବିଧବାଙ୍କର ସେବାକରି ଆଶୀର୍ବାଦ ଭିକ୍ଷା କରନ୍ତୁ ।

ସିଂହ

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ , ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ । ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ । ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ । ବ୍ୟବସାୟ କିମ୍ବା ବ୍ୟାପାରରେ ଆପଣ ଉତ୍ସାହ ପୂର୍ବକ କାର୍ଯ୍ୟ କରିବେ । ପ୍ରମୋଶନର ପ୍ରସଂଙ୍ଗ ହୋଇପାରେ । ସରକାରୀ କାର୍ଯ୍ୟ ସରଳତା ପୂର୍ବକ ସଂପନ୍ନ ହେବ, ପ୍ରତିକାର- ଗ୍ରାମ୍ୟ ଦେବା ଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

କନ୍ୟା

ଯଦି ଆପଣ ସାହାଯ୍ୟ ଚାହୁଁଥାନ୍ତି ତେବେ ଆଜି ନିଶ୍ଚିନ୍ତ ସାହାଯ୍ୟ ମିଳିବ । କେହି ଜଣେ ରାଜନୈତିକ ବ୍ୟକ୍ତି ଆପଣଙ୍କୁ ବିପଦ ସମୟରେ ସାହାଯ୍ୟ କରିବ । ଏହି ସହାୟତା ନେବା ପାଇଁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଆଜି ଆପଣ ନିଜ ବନ୍ଧୁମାନଙ୍କ ସହ ନାଚ ଗୀତରେ ବ୍ୟସ୍ତରହିବେ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ । ଚିନ୍ତାର ବୋଝରେ ଆଶ୍ୱସ୍ଥି ଅନୁଭବ ହେବାରେ ଫୁର୍ତ୍ତି ଏବଂ ଉତ୍ସାହ ଅନୁଭବ କରିବେ । ପରିଜନମାନଙ୍କୁ ବିଶେଷ ଧ୍ୟାନ ଦେବେ । ମିତ୍ରମାନଙ୍କ ସହିତ ଯାତ୍ରାର ଆୟୋଜନ ହେବ, ପ୍ରତିକାର : ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ

ତୁଳା

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ । ଆଳସ୍ୟ, ଏବଂ ଚିନ୍ତାରେ କାର୍ଯ୍ୟର ଉତ୍ସାହ କମ ହେବ । ସନ୍ତାନଙ୍କୁ ନେଇକରି ଚିନ୍ତିତ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଅଧିକାରୀବର୍ଗଙ୍କର ନକାରାତ୍ମକ ବ୍ୟବହାର ଆପଣଙ୍କ ଭିତରେ ହତାଶା ସୃଷ୍ଟି କରିପାରେ, ପ୍ରତିକାର:- କୁକୁରକୁ ଖାଦ୍ୟ ଦିଅନ୍ତୁ ।

ବିଛା

ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି । ଆପଣ ଜୀବନରେ କୌଣସି ଘଟଣାକୁ ନେଇ ଆପଣ ବ୍ୟସ୍ତ ହୋଇ ପଡ଼ୁଛନ୍ତି । ତଥାପି ନିଜକୁ ଶାନ୍ତ ରଖନ୍ତୁ । କାର୍ଯ୍ୟଭାର ସଫଳତା ସହିତ ଯଶ ମଧ୍ୟ ମିଳିବ । ପାରିବାରିକ ସଦସ୍ୟମାନଙ୍କ ସହିତ ପ୍ରେମପୂର୍ଣ୍ଣ ବ୍ୟବହାର ରହିବ । ଚାକିରି ବ୍ୟବସାୟର ସ୍ଥଳ ଉପରେ ସହକର୍ମୀ ଗଣ ଆପଣଙ୍କୁ ସହାୟକ ହେବେ, ପ୍ରତିକାର-ନିଶାଦ୍ରବ୍ୟ ଓ ଆମିଷ ସେବନ କରନ୍ତୁ ନାହିଁ ।

ଧନୁ

ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ । କାର୍ଯ୍ୟଭାର ଏବଂ ମାନସିକ ଚିନ୍ତାରେ ଆଶ୍ୱସ୍ତି ପାଇକରି ମିତ୍ରମାନଙ୍କ, ସମ୍ବନ୍ଧିମାନଙ୍କ ସହିତ ଖୁସି ପୂର୍ବକଆଜିର ଦିନ ବ୍ୟତୀତ କରିବେ । ବିପରୀତ ଲିଂଗ ବ୍ୟକ୍ତିମାନଙ୍କ ପ୍ରତି ଆକର୍ଷଣ ଅନୁଭବ କରିବେ । ଉତ୍ତମ ବୈବାହିକ ସୁଖ ପ୍ରାପ୍ତ ହେବ, ପ୍ରତିକାର- ହଳଦୀଚନ୍ଦନ ମୁଣ୍ଡରେ ଲଗାନ୍ତୁ ।

ମକର

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ । ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି । ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ । ହୃଦୟର କୋମଲତା ପ୍ରିୟଜନମାନଙ୍କ ନିକଟକୁ ଆଣିବ । ସ୍ଵଭାବରେ ଭାବୁକତା ଏବଂ କାମୁକତାର ପ୍ରବଳତା ଅଧିକ ହୋଇପା । ସ୍ଵାସ୍ଥ୍ୟ ଦୃଷ୍ଟିରେ ମଧ୍ୟମ ଦିନ ରହିବ । ବିଦ୍ୟାର୍ଥୀ ପାଠପଢ଼ାରେ ଭଲ ପ୍ରଦର୍ଶନ କରିବେ, ପ୍ରତିକାର :- ଜନ୍ଦା ପିମ୍ପୁଡ଼ି ଙ୍କ ପାଇଁ ଗୁଡ଼ ରଖନ୍ତୁ

କୁମ୍ଭ

ସାମାନ୍ୟ ବିବ୍ରତ ରହିବେ ।  ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ । ଚାକିରିରେ ସାଥୀ କାର୍ଯ୍ୟକର୍ତାମାନଙ୍କର ସଂପୂର୍ଣ୍ଣ ସହଯୋଗ ପ୍ରାପ୍ତ ହେବ । ପରିବାରରେ ଆନନ୍ଦର ବାତାବରଣ ରହିବ । ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ଭଲ ରହିବ |ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ । ପ୍ରାକୃତିକ ସୌଂଦର୍ଯ୍ୟ ସ୍ଥଳକୁ ପର୍ଯ୍ୟଟନ ହେବ । ବୈବାହିକ ସୁଖର ଭରପୂର ଆନନ୍ଦ ପାଇବେ, ପ୍ରତିକାର :- ଗୋଟାମୁଗ ମନ୍ଦିରରେ ଦାନ କରନ୍ତୁ ।

ମୀନ

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଦିନ ଆନନ୍ଦଦାୟକ ରହିବ, ଉପହାର ଏବଂ ଲାଭରେ ଖୁସି ମିଳିବ । ଉଚ୍ଚ ପଦାଧିକାରୀ ଖୁସି ରହିବାରୁ ପ୍ରମୋଶନର ସମ୍ଭାବନା ବଢ଼ିବ । ମହିଳା ମିତ୍ର ଲାଭଦାୟକ ପ୍ରମାଣିତ ହେବେ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକବଢ଼ିବ, ପ୍ରତିକାର- ଭିକାରୀକୁ ନିରାଶ କରିବେ ନାହିଁ ।