ଆଜିର ରାଶିଫଳ, 15 ମାର୍ଚ୍ଚ 2019, ଶୁକ୍ରବାର – ରାହୁ କେତୁଙ୍କ ପରିବର୍ତନ ଦ୍ୱାରା ଏହି ୩ଟି ରାଶି ହେବେ ମାଲାମାଲ

ମେଷ

ଆଜି ଆପଣ କୌଣସି ଖୁସି ଖବର ଶୁଣିବା ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ ।  ଆଜି ଆପଣଙ୍କୁ ନିଜ ଲୋକଙ୍କ ଠାରୁ କୌଣସି ଖୁସି ଖବର ମିଳିପାରେ । ଆଜି ଆପଣଙ୍କର ଦିନଟି ବହୁତ ଭଲରେ କଟିବ । ଏହି ସମୟଟି ଆପଣ ନିଜ ଲୋକଙ୍କ ସହିତ କଟାଇ ପାରନ୍ତି । ଉଚ୍ଚ ଅଧିକାରୀ ଆଜି ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ରହିବେ । ଏହାର ମାନେ ହୋଇପାରେ କି ସେ ଆପଣଙ୍କୁ ଠିକ୍ ରାସ୍ତା ଦେଖାଇ ଆପଣଙ୍କର ଦରକାର ମୁତାବକ ସାହାଯ୍ୟ କରିବେ । ଚାକିରି କିମ୍ବା ବ୍ୟବସାୟ କରୁଥିବା ଲୋକମାନଙ୍କ ପାଇଁ ଆଜିର ଦିନ ଲାଭଦାୟକ ଅଟେ । ଚାକିରି କରୁଥିବା ଲୋକମାନଙ୍କର ପ୍ରମୋସନ ହେବାର ସମ୍ଭାବନା ଅଛି । ଉଚ୍ଚ ପଦାଧିକାରିମାନଙ୍କ ସହିତ ମହତ୍ତ୍ଵପୂର୍ଣ୍ଣ ମାମଲାରେ ମଧ୍ୟ ଖୋଲା ମନରେ ଚର୍ଚ୍ଚା କରିବେ, ପ୍ରତିକାର– ଶଣ୍ଢକୁ କିଛି ଖାଇବାକୁ ଦିଅନ୍ତୁ ।

ବୃଷ

ଆଜି ଆପଣଙ୍କର ନୂଆ ପରିଚୟ ଦ୍ୱାରା ନୂଆ ବନ୍ଧୁ କରିବେ । ଭଲ ହେବ ଯଦି ଆପଣ ଏହି ଦିଗରେ ପ୍ରଥମେ ପାଦ ବଢାଇବେ ଏବଂ କଥା ଆରମ୍ଭ କରିବେ । ଖରାପ ସମୟରେ ଆଜି ଆପଣ ଗତିକରିବେ କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ । ଆପଣଙ୍କର ବିଜୟ ସୁନିଶ୍ଚିତ । ଆଜି ଯେତେ ସମସ୍ୟା ଆସିଲେ ସୁଧା ଆପଣ ସବୁ ସମସ୍ୟାର ସମାଧାନ ପାଇଁ ପ୍ରସ୍ତୁତ ଅଛନ୍ତି । ଆପଣଙ୍କ ଆଜିର ଦିନ ସଫଳତା ଏବଂ ଆମୋଦ-ପ୍ରମୋଦରେ ଭରା ହେବ, ସମ୍ପୂର୍ଣ୍ଣ ଦିନ ମନରେ ପ୍ରସନ୍ନତା ଅନୁଭବ କରିବେ । ବିପରୀତ ଲିଙ୍ଗ ବ୍ୟକ୍ତି ଆଜି ଆପଣଙ୍କ ଜୀବନରେ ଆସିବେ, ପ୍ରତିକାର– ମୁଗଡାଲି ଧର୍ମସ୍ଥାନରେ ଦେବେ ।

ମିଥୁନ

ଆପଣଙ୍କ ଦୃଢ଼ତା ଏବଂ ଧୌର୍ଯ୍ୟ ଆପଣଙ୍କ ପାଖରେ ଥିବା ଲୋକ ଉପରେ ସକାରାତ୍ମକ ପ୍ରଭାବ ପଡ଼ିବ ଏବଂ ଆପଣଙ୍କର ସବୁ ସମସ୍ୟାର ସମାଧାନ ଆପେ ଆପେ ହୋଇଯିବ । ା  ଗୋଟିଏ ପକ୍ଷରେ ଆପଣ ସାମାଜିକ ସମାରୋହରେ ଭାଗ ଲେବାପାଇଁ ଚ଼ାହିଁବେ ଏବଂ ଅନ୍ୟ ପକ୍ଷରେ ଆପଣ ଏହା ମଧ୍ୟ ଧ୍ୟାନ ରଖନ୍ତୁ ଯେ ଆପଣଙ୍କ କାର୍ଯ୍ୟ ଯେପରି ଠିକ୍ ସମୟରେ ପୁର୍ଣ୍ଣ ହୁଅନ୍ତୁ । ସନ୍ତାନମାନଙ୍କର ସମସ୍ୟାରେ ଚିନ୍ତିତ ହୋଇପାରନ୍ତି । ବୌଦ୍ଧିକ ଚର୍ଚ୍ଚା ତଥା କଥାବାର୍ତ୍ତାରେ ଭାଗ ନିଅନ୍ତୁ ନାହିଁ । ପ୍ରଣୟ ପ୍ରକରଣରେ ସଫଳତା ମିଳିବ । ପ୍ରିୟ ବ୍ୟକ୍ତିମାନଙ୍କ ସହିତ ସାକ୍ଷାତକରି ହେବ । ପ୍ରତିକାର–ମାଗଣାରେ କୌଣସି ଦ୍ରବ୍ୟ ଗ୍ରହଣ କରନ୍ତୁ ନାହିଁ ।

କର୍କଟ

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସି ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ପରିବାର ବର୍ଗସହ ଭ୍ରମଣ କରିବା ସୁଯୋଗ ସୂଚନା ମିଳେ । ବିଶେଷ ଯାତ୍ରା ସୁଯୋଗ ବଢିଲେ ଆଶ୍ଚର୍ଯ୍ୟ ହବାର ନାହିଁ , ତେଣୁ ଯଦି ପାସପୋର୍ଟ ବ୍ୟବସ୍ଥା କରିନାହାଁନ୍ତି , ସେଥିପାଇଁ ଆବେଦନ କରିପାରନ୍ତି । ମାତାଙ୍କର ସ୍ୱାସ୍ଥ୍ୟ ଆପଣଙ୍କୁ ଚିନ୍ତା ହୋଇପାରେ । ଯାତ୍ରା ପାଇଁ ଆଜିର ଦିନ ଅନୁକୂଳ ନୁହେଁ । ଛାତିରେ ଅସୁବିଧା ହୋଇପାରେ । ଜମି ସମ୍ବନ୍ଧୀତ ମାମଲାରେ ସାବଧାନୀପୂର୍ବକ ବ୍ୟବହାର କରନ୍ତୁ । ବିଦ୍ୟାର୍ଥିମାନଙ୍କ ମନ ପାଠପଢ଼ାରେ ଲାଗିବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ ।

ସିଂହ

ଆଜି କୌଣସି ପାରିବାରିକ ଉତ୍ସବ ହେବାର ସମ୍ଭାବନା ଅଛି ତେଣୁ ଯିବାପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ, ଏହା ଆନନ୍ଦ କରିବାର ସମୟ ଅଟେ । ଏହି ପାରିବାରିକ ଉତ୍ସବ ଆପଣଙ୍କ ପାଇଁ ଏବଂ ଆପଣଙ୍କ ପରିବାର ପାଇଁ ବହୁତ ଖୁସି ଆଣିଦେବ । ବୋଧହୁଏ ଏହି ବୟସ ସାଙ୍ଗରେ ଚ଼ାଲିବାର ସମୟ ଅଟେ । ସାଙ୍ଗମାନେ ଆସନ୍ତି ଚ଼ାଲିଯାଆନ୍ତି କିନ୍ତୁ ଏହି ସାଙ୍ଗ ଆପଣଙ୍କ ସବୁ ଦୁଃଖ ସୁଖର ସାଥି ହେବ । ଆପଣଙ୍କ ଆଜିର ଦିନ ବିବିଧ ଲାଭ ପ୍ରାପ୍ତି ପ୍ରମାଣିତ ହେବ । ପରିବାରରେ ସନ୍ତାନ ଏବଂ ପତ୍ନୀଙ୍କ ତରଫରୁ ଲାଭଦାୟକ ସମାଚାର ମିଳିବ । ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦିତ ହେବେ । ଶାରୀରିକ କଷ୍ଟ ଅନୁଭବ କରିପାରନ୍ତି । ଚକ୍ଷୁର ଧ୍ୟାନ ରଖିବେ । ପାରିବାରିକ ସଦସ୍ୟ ଏବଂ ପ୍ରେମୀଜନମାନଙ୍କ ଦ୍ଵାରା ଘରେ ବିରୋଧର ବାତାବରଣ ହୋଇପାରେ, ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

କନ୍ୟା

ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ । ଆଜି ଆପଣଙ୍କ ମନ ଅନେକ ପ୍ରକାରର ଚିନ୍ତାରେ ଚିନ୍ତିତ ହୋଇପାରେ । ସ୍ଵାସ୍ଥ୍ୟ ମଧ୍ୟ ଖରାପ ରହିପାରେ । ପରିଜନମାନଙ୍କ ସହିତ ମନମାଳିନ୍ୟ ହେବାଯୋଗୁଁ ମନରେ ଗ୍ଲାନି ଅନୁଭବ ହୋଇପାରେ । ଅନିଦ୍ରା ଯୋଗୁଁ ଚିଡ଼ଚିଡ଼ା ଲାଗିବ |ଚିନ୍ତାର ବାଦଲ ଦୂର ହେବାଯୋଗୁଁ ଆପଣଙ୍କ ଉତ୍ସାହ ବଢ଼ିବ । ଭାଇ-ବନ୍ଧୁମାନଙ୍କ ସହିତ ମିଶିକରି ନୂଆ ଆୟୋଜନକୁ ହାତରେ ନେବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ

ତୁଳା

ଆଜି ପୂରା ଦିନ ଆପଣ ଖୁସି ମଜ୍ଜାରେ ମଜ୍ଜି ରହିବେ । ଆଜି ନିଜର ପରିବାର ଓ ବନ୍ଧୁମାନଙ୍କ ସହିତ କିଛି ସମୟ କାଟନ୍ତୁ । ଏଥିଯୋଗୁଁ ଆପଣ ନିଜେ ଖୁସି ହେବା ସହିତ ନିଜ ପରିବାରବର୍ଗଙ୍କୁ ମଧ୍ୟ ଖୁସି ମିଳିବ, ଏହି ଦିନ ଗୁଡ଼ିକରେ ଆପଣଙ୍କ ଜୀବନ ସାଥୀଙ୍କ ସହ ଆପଣଙ୍କ ସମ୍ପର୍କ ମଧୁର ଅଟେ । ଆଜି ଆପଣ ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଆପଣ ହୁଏତ ଆପଣଙ୍କର ପୁରୁଣା ବନ୍ଧୁମାନଙ୍କୁ ମନେ ପକାଉଛନ୍ତି । ସେମାନଙ୍କ ସହ ସାକ୍ଷାତ ପରେ ଆପଣ ବହୁତ ଖୁସିହେବେ । ଆଜିର ଦିନ ଖୁସିପୂର୍ବକ ବ୍ୟତୀତ କରିବେ । ନୂଆ କାର୍ଯ୍ୟର ପ୍ରାରମ୍ଭ କରିବେ । ଘରେ ଭାଇ-ଭଉଣୀମାନଙ୍କ ସହିତ ମେଳ-ମିଳାପ ରହିବ । ସ୍ଵଜନମାନଙ୍କ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରିବେ । ଲଘୁ ଯାତ୍ରାର ଯୋଗ ଅଛି । ଆଜି ଆପଣଙ୍କ କାର୍ଯ୍ୟ ସଫଳ ହେବ | ଆଜିର ଦିନ ପ୍ରତିକୁଲତାରେ ଭରି ରହିବ, ଯାହା ମନରେ ଖିନ୍ନତାର ଅନୁଭବ ହେବ । ଶରୀରରେ ଫୂର୍ତ୍ତି ଏବଂ ସତେଜର ଅଭାବ ରହିବ । ସାର୍ବଜନିକ ଜୀବନରେ ମାନହାନି ହେବାର ଆଶଂକା ଅଛି । ପ୍ରତିକାର– ଆରାଧ୍ୟାଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ । ।

ବିଛା

ଆଜି ଆପଣଙ୍କ ଘରେ କୌଣସି ସାମାଜିକ ଅନୁଷ୍ଠାନ ହୋଇପାରେ । ଏହା ଆପଣଙ୍କୁ ଏକ ଅବଶର ମିଳିବ । ସବୁ ଦୁଃଖ, ଚ଼ିନ୍ତା ଭୂଲି ନିଜ ପରିବାରର ଲୋକଙ୍କ ସହିତ ସମୟ କାଟିବା ପାଇଁ ଆପଣ ଏଥି ପାଇଁ ନିଜକୁ ସତେଜ ଅନୁଭବ କରିବେ । ଆଜି ଆପଣଙ୍କୁ ଆପଣଙ୍କର କୌଣସି ନିକଟର ବନ୍ଧୁଙ୍କ ଠାରୁ ଉପହାର ମିଳିପାରେ । ଏମିତି କୌଣସି ବସ୍ତୁ ଆପଣଙ୍କୁ ମିଳିପାରେ ଯାହା ଆପଣ କିଣିବାକୁ ଚାହୁଁ ନଥିବେ । ଏହି ଉପହାର ପାଇଁ ଆପଣ ବନ୍ଧୁଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜିର ଦିନ ସୁଖମୟ ଭାବେ କଟିବ । ପରିଜନମାନଙ୍କ ସହିତ ଆନନ୍ଦପୂର୍ବକ ସମୟ ବିତାଇବେ । ଶାରୀରିକ ତଥା ମାନସିକ ପ୍ରଫୁଲ୍ଲତା ଅନୁଭବ ହେବ । ଚାକିରି କରୁଥିବା ସାଥୀ କର୍ମଚାରିମାନଙ୍କର ସହଯୋଗ ମିଳିବ । ପ୍ରତିକାର– କେଶର ହଳଦୀ ଚନ୍ଦନ ମସ୍ତକରେ ଧାରଣ କରନ୍ତୁ ।

ଧନୁ

ବୋଧହୁଏ ଆଜି ଆପଣଙ୍କୁ ଲାଗିପାରେ କି ଆପଣଙ୍କୁ ସମସ୍ତେ ଭୂଲ୍ ବୁଝୁଛନ୍ତି । ମନେ ରଖନ୍ତୁ ଯେ ସବୁବେଳେ ଆମେ ସମସ୍ତଙ୍କୁ ଖୁସୀରେ ରଖି ପାରିବା ନାହିଁ । ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି । ଆଜିର ଦିନ ମଧ୍ୟମ ଫଳଦାୟୀ ହେବ । ଆପଣ ଧାର୍ମିକ ଏବଂ ମାଙ୍ଗଳିକ କାର୍ଯ୍ୟରେ ଉପସ୍ଥିତ ରହିବେ । ଆପଣଙ୍କ ବ୍ୟବହାର ନ୍ୟାୟ ପ୍ରିୟ ରହିବ । ଧାର୍ମିକ ପ୍ରବାସର ଆୟୋଜନ ହେବ, ପ୍ରତିକାର– ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ମକର

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ । ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ । ଆପଣଙ୍କ ଆଜିର ଦିନ ମିଶ୍ରତ ଫଳଦାୟୀ ହେବ । ଆଜି ଆପଣଙ୍କୁ ପେଟ ସମ୍ବନ୍ଧୀତ ସମସ୍ୟା ହୋଇପାରେ । ସନ୍ତାନମାନଙ୍କର ସ୍ଵାସ୍ଥ୍ୟ ଏବଂ ତାଙ୍କ ପାଠପଢ଼ା ସମ୍ବନ୍ଧରେ ଚିନ୍ତାରେ ମନ ବ୍ୟଗ୍ର ରହିବ । କାର୍ଯ୍ୟରେ ସଫଳତା ନ ମିଳିବାରୁ କ୍ରୋଧ ହେବ କିନ୍ତୁ ଏହା ଉପରେ ନିୟନ୍ତ୍ରଣ ରଖିବେ । ପ୍ରତିକାର– କୁକୁରକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ, ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ । ଆଜି ଆପଣ ମାନସିକ ଶାନ୍ତିରୁ ବଞ୍ଚିତ ରହିବେ । କୌଣସି ମନୋରଞ୍ଜନ କାର୍ଯ୍ୟରେ ଭାଗନେଲେ ବହୁତ ଉତ୍ତମ । ପରିବାର ସଦସ୍ୟ କିମ୍ବା ସାଥିମାନଙ୍କ ସହ ବାହାରେ ଭ୍ରମଣ କରନ୍ତୁ । ଆଜିର ଦିନରେ ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ଵାସ୍ଥ୍ୟ ଖରାପ ହେବାର ଆଶଂକା ରହିବ । କ୍ରୋଧ ଉପରେ ନିୟନ୍ତ୍ରଣ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟର ଅବସର ଆସିପାରେ । କୋର୍ଟ-କଚେରୀ କାର୍ଯ୍ୟଗୁଡ଼ିକରେ ସାବଧାନ ରୁହନ୍ତୁ, ପ୍ରତିକାର– ଗାଈକୁ କିଛି ଖାଇବାକୁ ଦିଅନ୍ତୁ ।

ମୀନ

ଆଜି ଆପଣ ନିଜର ମାର୍ଗ ଦର୍ଶନ ପାଇଁ ନିଜର ଆଧ୍ୟାତ୍ମିକତ୍ଜ୍ଞାନର ସାହାରା ନେବେ । ବୋଧ ହୁଏ ଆପଣ କୌଣସି ଆଧ୍ୟାତ୍ମିକ ବ୍ୟକ୍ତିଙ୍କର ଉପଦେଶେ ନେଇପାରନ୍ତି । ଏହି ବ୍ୟକ୍ତିଙ୍କର ଉପଦେଶ ଉପରେ ଆପଣ ଭରଷା କରିପାରନ୍ତି । ଆଜି ଆପଣଙ୍କର ଘର ଉପରେ ଖୁସି ବିଛାଇ ହୋଇଥିବ । ଏହି ଅବସରର ଲାଭ ଉଠାଇବା ସହିତ ଆପଣ ସେହି ଲୋକଙ୍କ ସହିତ ମିସିପାରିବେ ଯାହାକୁ ଆପଣ ଅଧିକ ସମୟ ଧରି ମିସି ନଥିବେ । ଆଜି ଆପଣ ସବୁ ଅସୁବିଧାକୁ ଗୋଟିଏ ଆଡକୁ ରଖି ନିଅନ୍ତୁ । ଜଗନ୍ନାଥଙ୍କର ଆଶୀର୍ବାଦରେ ଆଜି ଆପଣଙ୍କ ଦିନ ଅନୁକୂଳ ରହିବ । ଆପଣଙ୍କୁ ସମସ୍ତ କାର୍ଯ୍ୟରେ ସଫଳତା ମିଳିବାରୁ ମନରେ ହର୍ଷ ଏବଂ ପ୍ରସନ୍ନତା ଅନୁଭବ କରିବେ । ଆର୍ଥିକ କ୍ଷେତ୍ରରେ ଆପଣଙ୍କ ଦିନ ଲାଭଦାୟକ ପ୍ରମାଣିତ ହେବ । ପ୍ରତିକାର:- ଅସହାୟା ମାନଙ୍କୁ ସାହାଜ୍ୟ କରନ୍ତୁ ।