ଆଜିର ରାଶିଫଳ, 17 ମାର୍ଚ୍ଚ 2019, ରବିବାର – ସାଇ ବାବା ଙ୍କ କୃପା ଦୃଷ୍ଟି ରହିବ ଏହି ୪ଟି ରାଶି ଉପରେ

ମେଷ

ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜି ସେହିଦିନ ଅଛି ଯେଉଁଦିନ ଆପଣଙ୍କର ଅଟକିଥିବା କାର୍ଯ୍ୟ ଗୁଡ଼ିକ ପୁରଣ କରାଯାଇପାରିବ । ଖାସ କରି ସେହି କାର୍ଯ୍ୟଗୁଡ଼ିକ ଯାହାକୁ ପୁରଣ କରିବା ପାଇଁ ଉଚ୍ଚ ଅଧିକାରୀ ମାନଙ୍କର ସ୍ୱୀକୃତୀ ଦରକାର ଥିଲା । ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ । ଯାତ୍ରାରେ ଅନପେକ୍ଷିତ ବାଧା ଆସିପାରେ । ଆଜି କୌଣସି ନୂଆ କାର୍ଯ୍ୟର ପ୍ରାରମ୍ଭ କରନ୍ତୁ ନାହିଁ । ଆଧ୍ୟାତ୍ମିକ ସିଦ୍ଧି ପ୍ରାପ୍ତି ହେବାର ଯୋଗ ଅଛି । ପ୍ରତିକାର- ଘରୁ ବହାରରିବା ସମୟରେ ମୁହଁ ମିଠା କରି ବାହାରନ୍ତୁ ।

ବୃଷ

ଏହି କ୍ଷେତ୍ରରେ ଆପଣ ବଢ଼ାଇଥିବା ପାଦ କେବଳ ଆପଣଙ୍କ ମାନସିକ ଯୋଗ୍ୟତା ନୁହେଁ ଆପଣଙ୍କ ବ୍ୟବସାୟିକ ଦିଗରେ ମଧ୍ୟ ବହୁତ ଲାଭଦାୟକ ହେବ । ଆଜି ଆପଣଙ୍କୁ କିଛି ନୂଆ ଶିଖିବାର ଆଗ୍ରହ ଆପଣଙ୍କୁ ବ୍ୟସ୍ତ କରେଇଦେବ । ଆଜି ଦିନରେ ଆପଣ ଅସୁଖି ଅନୁଭବ କରି ପାରନ୍ତି । କିଛି ସାମାନ୍ୟ ଦୁଶ୍ଚିନ୍ତା ମଧ୍ୟରେ ସମୟ କାଟିପାରନ୍ତି । କିନ୍ତୁ ଖରାପ ସମୟ ଆପେ ଆପେ ଦୁରେଇଯିବ । ସାମୟିକ ଭାବରେ ନିରାପତ୍ତାର ଅଭାବ ଅନୁଭବ କରି ପାରନ୍ତି । ଆଜିର ଦିନ ପ୍ରତ୍ୟେକ କାର୍ଯ୍ୟରେ ପ୍ରତିକୂଳତା ଅନୁଭବ କରିବେ । ସ୍ଵାସ୍ଥ୍ୟ ଖରାପ ହୋଇପାରେ, ଧ୍ୟାନ ରଖିବେ । ପାରିବାରିକ ସଦସ୍ୟମାନଙ୍କ ସହିତ ମନମାଳିନ୍ୟ ହେବାରୁ ଅଶାନ୍ତି ହୋଇପାରେ । ବାଣୀ ଉପରେ ନିୟନ୍ତ୍ରଣ ରଖିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

ମିଥୁନ

ଆଜି ଏଭଳି ଏକ ଦିନ ଯେଉଁଦିନ କି ଆପଣଙ୍କୁ ବିଦେଶରୁ ସୁସମ୍ବାଦ ମିଳିପାରେ । ଯଦି ଆପଣ ପରିବାର ବା ବନ୍ଧୁ ବିଦେଶରେ ରହୁଥାନ୍ତି । ତେବେ ଏହି ସୁସମ୍ବାଦ ତାଙ୍କ ତରଫରୁ ଆସିପାରେ । ଆଜି ଆପଣ ବିଦେଶ ଯାତ୍ରା କରିପାରନ୍ତି । ଆଜିର ଦିନ ବିଶ୍ରାମ କରନ୍ତୁ ଏବଂ ମିତ୍ର ମାନଙ୍କ ଗହଣରେ କଟାନ୍ତୁ । କିଛି ଦିନ ପୂର୍ବରୁ ମାନସିକ ଚ଼ିନ୍ତା ଯୋଗୁଁ ଆପଣ କିଛି ଭଲ ଅନୁଭବ କରୁନଥିଲେ କିନ୍ତୁ ଆଜି ଆପଣଙ୍କର ସବୁ ଚ଼ିନ୍ତା ଦୁର ହୋଇଯାଇଛି । ଶୁଭ କିମ୍ବା ଧାର୍ମିକ ମୁହୂର୍ତ୍ତରେ ଯାତ୍ରାର ଆୟୋଜନ ହେବ । ଭାଇ-ବନ୍ଧୁମାନଙ୍କ ସହିତ ସୌହାର୍ଦ୍ୟ ପୂର୍ଣ୍ଣ ବାତାବରଣରେ ଘରୋଇ ପ୍ରଶ୍ନର ଚର୍ଚ୍ଚା ହେବ । ବ୍ୟାବହାରିକ ଅବସରରେ ବାହରକୁ ଯାତ୍ରା କରିବେ । ବିଦେଶରୁ ଭଲ ସମାଚାର ଆସିବ |ଆପଣ କିଛି ଅଧିକ ସମ୍ବେଦନଶୀଳତା ହୋଇପାରନ୍ତି । ପାଣିକୁ ସମ୍ଭାଳି କରି ରୁହନ୍ତୁ । ସମୟାନୁସାରେ ଭୋଜନର ବ୍ୟବସ୍ଥା ହୋଇନପାରେ । ଚାକିରିପେଶା ଲୋକମାନଙ୍କୁ କିଛି ସମସ୍ୟା ହୋଇପାରେ । ଜମି ସମ୍ପତ୍ତିର କାର୍ଯ୍ୟଗୁଡ଼ିକରେ ସାବଧାନ ରହିବେ । ପ୍ରତିକାର-ବୃଦ୍ଧା ବୃଦ୍ଧଙ୍କର ସେବା କରନ୍ତୁ ।

କର୍କଟ

ଆଜି ଆତ୍ମନିର୍ଭରତାକୁ ମୂଳ ମନ୍ତ୍ର କରିଚ଼ାଲନ୍ତୁ । ଘର କଥା ହେଉ ଅଥବା ବନ୍ଧୁଙ୍କ ବିଷୟରେ , ଏବିଷୟରେ ଆପଣ ନିଷ୍ପତ୍ତି ନେବା ଉଚ଼ିତ୍ ହେବ । ଏଥିପାଇଁ ଆପଣ ନିଷ୍ପତ୍ତି ନେବା ପାଇଁ ନିଜର ମନର କଥା ନିଶ୍ଚୟ ଶୁଣନ୍ତୁ । ଆଜି ଆପଣଙ୍କୁ କ୍ରୋଧ ଲାଗିବ । ଆଜି ଆପଣଙ୍କର ଜୀବନର ଉନ୍ନତି କ୍ଷେତ୍ରରେ କିଛି ପରିମାଣର ଅବନତି ଦେଖାଦେବ । କିନ୍ତୁ ଆପଣ ଏ କ୍ଷେତ୍ରରେ ଆଦୌ ବ୍ୟସ୍ତ ନହୋଇ ଏ ପରିସ୍ଥିତିର ମୁକାବଲା କରନ୍ତୁ । ଆଜିର ଦିନ ଆପଣ ନିଜର ଶାରୀରିକ ଏବଂ ମାନସିକ ସ୍ଵାସ୍ଥ୍ୟ ପ୍ରତି ଯତ୍ନ ନେବେ । ଆର୍ଥିକ ଲାଭ ପ୍ରାପ୍ତି କରି ପାରିବେ । କୌଣସି ତୀର୍ଥଯାତ୍ରାରେ ଯାଇପାରନ୍ତି । ନିଜ ବନ୍ଧୁ ଏବଂ ମିତ୍ରମାନଙ୍କର ଆଗମନରେ ମନ ଖୁସି ହେବ । ଦାମ୍ପତ୍ୟଜୀବନରେ ନିକଟତା ଏବଂ ମଧୁରତା ରହିବ |କ୍ରୋଧର ମାତ୍ରା ଅଧିକ ରହିବ । ବ୍ୟର୍ଥ ଉଗ୍ରତା ଟାଳିବାକୁ ପ୍ରୟାସ କରନ୍ତୁ । ନହେଲେ କାର୍ଯ୍ୟ ବିଗିଡ଼ି ପାରେ । ସହକର୍ମିମାନଙ୍କର ସହଯୋଗ ମିଳିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ଉପରେ ବିଜୟ ପ୍ରାପ୍ତି ହେବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ସିଂହ

ଏହି ସମୟ ଆପଣଙ୍କର ଯୋଗୀ ପରୀକ୍ଷାରେ ଭାଗ ନେବାର ଉପଯୁକ୍ତ ସମୟ । ଆପଣ ନିଶ୍ଚୟ ସଫଳ ହେବେ । ଏହି ପରୀକ୍ଷାରେ ଆତ୍ମବିଶ୍ୱାସର ସହ ଭାଗ ନିଅନ୍ତୁ । ଆପଣ ଆଶାକରିଥିବା ଛୋଟ ଧରଣର ଯାତ୍ରାପାଇଁ ଆପଣ କୁଆଡେ ଯାଇପାରନ୍ତି । ଏହିଭଳି ଭଲ ସୁଯୋଗକୁ ହାତଛଡା କରନ୍ତୁ ନାହିଁ । ନିଜର କାର୍ଯ୍ୟ ଜନିତ ହେଉ କିମ୍ବା ବ୍ୟକ୍ତିଗତ ସୁଖ ପାଇଁ ହେଉ ଏହିଯାତ୍ରା ପଛରେ କିଛି ମହତ୍ତ୍ୱ ରହିଛି । ଆଜି ଆପଣଙ୍କୁ ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖିବାକୁ ପଡ଼ିବ । ଶରୀରରେ ଫୁର୍ତ୍ତିର ଅଭାବ ରହିପାରେ । କୌଣସି ଧାର୍ମିକ କିମ୍ବା ମାଙ୍ଗଳିକ ପ୍ରସଂଗରେ ଆପଣଙ୍କ ଉପସ୍ଥିତି ରହିବ । ତୀର୍ଥ ଯାତ୍ରା କରିପାରନ୍ତି । ଚାକିରି, ବ୍ୟବସାୟ ସ୍ଥଳରେ ତଥା ପରିବାରରେ ମନମାଳିନ୍ୟ ହୋଇପାରେ, ପ୍ରତିକାର:- ଗ୍ରାମ ଦେବତୀଙ୍କୁ ବୁନ୍ଦି ଭୋଗ କରି ପିଲାମାନଙ୍କୁ ବାଣ୍ଟି ଦେବେ ।

କନ୍ୟା

ଗୋଟେ ପରେ ଗୋଟେ ସମସ୍ୟାର କାରଣରୁ ଆପଣଙ୍କର ମାନସିକ ଶାନ୍ତି ଭଙ୍ଗ ହୋଇପାରେ । ଏହାର ଉପାୟ ଏହି କି ଆପଣ ଗୋଟେ ଗୋଟେ କରି ସମସ୍ୟା ଗୁଡ଼ିକୁ ସମାଧାନ କରନ୍ତୁ । ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ । ଶାରୀରିକ ଏବଂ ମାନସିକ ସୁସ୍ଥତା ତଥା ସତେଜତା ଅନୁଭବ ହେବ । କୁଟୁମ୍ବଜନମାନଙ୍କ ତଥା ମିତ୍ରମାନଙ୍କ ସହିତ ଯାତ୍ରା ଏବଂ ପାର୍ଟିର ଆୟୋଜନ ହେବ । ମନୋରଞ୍ଜନ ପାଇଁ ସମସ୍ତ ସାମଗ୍ରୀ ଆଜି ଆପଣଙ୍କୁ ଉପଲବ୍ଧ ହେବ । ପ୍ରତିକାର-ପିତା ମାତାଙ୍କ ପାଦଛୁଇଁ ପ୍ରଣାମ କରନ୍ତୁ ।

ତୁଳା

ଆପଣଙ୍କର ସ୍ୱପ୍ନ ସାର୍ଥକ ହେବାପାଇଁ ଯେଉଁ କାର୍ଯ୍ୟ କରି ଆସୁଛନ୍ତି ତାହାର ସୁଫଳ ମିଳୁ ନଥିବାରୁ ଆପଣଙ୍କ ମନରେ ନିରାଶ ସୃଷ୍ଟିହୋଇପାରେ । କିନ୍ତୁ ସେଥିପାଇଁ ବିବ୍ରତ ହୁଅନ୍ତୁନି । ଆଜି ଆପଣଙ୍କ ନିଜ ସବୁ ସମସ୍ୟାକୁ ସମାଧାନ କରିବା ଚ଼େଷ୍ଟାରେ ଲାଗିଯିବେ । ଏହି ସମୟରେ କୌଣସି ରୋଗ କିମ୍ବା ବିଷୟକୁ କେବଳ ଉପରେ ସମାଧାନ କରନ୍ତୁ ନାହିଁ । ଆପଣ ଏହାର ମୂଳୋତ୍ପାନ କରିବାକୁ ଚ଼େଷ୍ଟା କରନ୍ତୁ । ଆଜିର ଦିନ ସାବଧାନରେ ରୁହନ୍ତୁ । ଅଧିକ ପରିଶ୍ରମରେ କମ ସଫଳତା ମିଳିବାର ନିରାଶା ଭାବନା ସୃଷ୍ଟି ହେବ । ପାରିବାରିକ ବାତାବରଣ ମଧ୍ୟ ଅଶାନ୍ତ ରହିବ । ସ୍ଵାସ୍ଥ୍ୟ ସମ୍ବନ୍ଧୀତ ଅଭିଯୋଗ ରହିବ । ଦୁର୍ଘଟଣାରୁ ବଞ୍ଚନ୍ତୁ । ବ୍ୟବସାୟ କାର୍ଯ୍ୟଗୁଡ଼ିକରେ ସରକାରୀ ହସ୍ତକ୍ଷେପ ବଢ଼ିବ । କୋର୍ଟ-କଚେରୀର କାର୍ଯ୍ୟଗୁଡ଼ିକରେ ସମ୍ଭାଳିକରି ପଦକ୍ଷେପ ଉଠାଇବେ, ପ୍ରତିକାର- ବେଲକାଠରେ ଚନ୍ଦନ ଘୋରି ଧାରଣ କରନ୍ତୁ ।

ବିଛା

ଆଜି ଆପଣ ବହୁତ ପରିସ୍ଥିତି ସାମନାକରି ନିଜ ସାହସକୁ ବଜାୟ ରଖନ୍ତୁ । ବେଳେ ବେଳେ ଆପଣ ଅନ୍ୟମନସ୍କ କିମ୍ବା ଉତ୍ତେଜିତ ହୋଇପାରନ୍ତି । ଆଜି ଆପଣଙ୍କୁ ବୃଦ୍ଧିମତା ସହିତ କାମ କରିବାକୁ ପଡ଼ିବ । ଆଜି ଯେମିତିବି ହେଉ ଆପଣ ଆଇନଗତ ସମସ୍ୟାରୁ ମୁକ୍ତି ପାଇଯିବେ । ଆପଣଙ୍କର କୌଣସି କଳିରେ ସମ୍ପୃକ୍ତ ହେବାର ସଙ୍କେତ ଅଛି । ଯଦି ସମ୍ଭବ ହୁଏ ଏହି ଗମ୍ଭୀର ସମସ୍ୟାକୁ ଶାନ୍ତିପୂର୍ବକ ସମାଧାନ କରିବାକୁ ଚ଼େଷ୍ଟା କରନ୍ତୁ । ଲେଖନ, ସାହିତ୍ୟ କ୍ଷେତ୍ରରେ କିଛି ନୂଆ କରିବାର ଆପଣଙ୍କୁ ପ୍ରେରଣା ମିଳିବ । ବିଦ୍ୟାର୍ଥୀ ଅଧ୍ୟଯନରେ ଉତ୍ତମ ପ୍ରଦର୍ଶନ କରି ପାରିବେ । ପ୍ରଣୟରେ ସଫଳତା ଏବଂ ପ୍ରିୟ ବ୍ୟକ୍ତିମାନଙ୍କର ସହିତ ସାକ୍ଷାତକରି ଆପଣଙ୍କ ମନ ହର୍ଷିତ ହେବ, ପ୍ରତିକାର-ଗ୍ରାମ୍ୟଦେବୀଙ୍କୁ ଭୋଗ ଲଗେଇ ପିଲାଙ୍କୁ ବାଣ୍ଟିବେ ।

ଧନୁ

ଆଜି ଆପଣଙ୍କ ମନ କରିବ ଯେ , ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ ।  ନିଜ ପସନ୍ଦର ଗିତ ବଜାନ୍ତୁ ଓ ବନ୍ଧୁମାନଙ୍କ ସହ ଖୁସି ମଜ୍ଜା କରନ୍ତୁ । ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ । ଆଜିର ଦିନ ଆପଣଙ୍କୁ ଖୁସି ଏବଂ ସଫଳତା ମିଳିବ । ପାରିବାରିକ ସଦସ୍ୟମାନଙ୍କ ସହିତ ଘରେ ସୁଖ-ଶାନ୍ତିରେ ଦିନ କଟାଇବେ । ଚାକିରି କରୁଥିବା ଲୋକଙ୍କୁ ଲାଭ ହେବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କୁ ପରାସ୍ତ କରି ପାରିବେ । କାର୍ଯ୍ୟରେ ଯଶ ମିଳିବ । ପ୍ରତିକାର- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମକର

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ । କୌଣସି ଆଇନଗତ ନିଷ୍ପତ୍ତି ଏବେ ଆପଣଙ୍କ ସପକ୍ଷରେ ରହିବ । ଏବେ ଆପଣଙ୍କୁ ଆପଣଙ୍କ ଉଦ୍ୟମର ଫଳ ମିଳିପାରିବ । ସବୁ କିଛି ଠିକ୍ ହୋଇଯିବ କିନ୍ତୁ ଆପଣ ନିଜ କ୍ରୋଧ ଉପରେ ଅକ୍ତିଆର ରଖିବାକୁ ହେବ । ଏବେ ଖୁସିର ସମୟ ଆସିଗଲାଣି । ଚାକିରି କିମ୍ବା ବ୍ୟବସାୟରେ ସଫଳତା ପାଇବାରୁ ତଥା ଉଚ୍ଚ ପଦାଧିକାରିମାନଙ୍କର ପ୍ରୋତ୍ସାହକ ବ୍ୟବହାରରେ ଆପଣ ଅତ୍ୟନ୍ତ ପ୍ରସନ୍ନତା ଅନୁଭବ କରିବେ । ବ୍ୟାପାରିମାନଙ୍କର ବ୍ୟାପାରରେ ବୃଦ୍ଧି ହେବ ଏବଂ ବାକୀ ପଡ଼ିଥିବା ରାଶି ପ୍ରାପ୍ତ ହେବ, ପ୍ରତିକାର- ଗୁଡ ରୁଟି ଗାଈକୁ ଖାଇବାକୁ ଦିଅନ୍ତୁ ।

କୁମ୍ଭ

ଏବେ ଆପଣଙ୍କର ପ୍ରସ୍ତୁତ ହେବାର ମସୟ ଆସିଛି । ଆଜି ଆପଣ ଜୀବନର ସବୁଠାରୁ କଷ୍ଟ କ୍ଷେତ୍ରକୁ ବାଛିବେ , ଯଦିଓ ତାହା ଅର୍ଥ ସମ୍ବଦ୍ଧୀୟ ହୋଇଥାଏ, ଘର କିମ୍ବା କାର୍ଯ୍ୟ ସମ୍ବଦ୍ଧୀୟ ହୋଇଥାଏ ଏବଂ ତାହା ଉପରେ କାର୍ଯ୍ୟ କରିବା ଆରମ୍ଭ କରନ୍ତୁ । ଯଦି ଆପଣଙ୍କୁ କୌଣସି ସାହାଯ୍ୟର ଆବଶ୍ୟକତା ଥାଏ ତାହେଲେ ନିଜ ଲୋକଙ୍କ ଠାରୁ ସାହାଯ୍ୟ ମାଗିବାରେ ଆପଣ ପଛଘୁଞ୍ଚା କରନ୍ତୁ ନାହିଁ । ଯେତେ ସହଜରେ ଆପଣ ସାହାଯ୍ୟ କରନ୍ତି ସେତିକି ସେମାନେ ମଧ୍ୟ ଆପଣଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସିବେ । କାର୍ଯ୍ୟ ସଫଳତାରେ ବିଳମ୍ବ ଏବଂ ଶାରୀରିକ ଅସ୍ଵସ୍ଥତା କାରଣରୁ ଆପଣ ହତାଶାର ଭାବନା ଅନୁଭବ କରିପାରନ୍ତି । ଅତ୍ୟଧିକ କାମର ବୋଝରେ ଆଳସ୍ୟ ଏବଂ ମାନସିକ ଅଣନିଶ୍ୱାସୀ ଲାଗିପାରେ । ଯଦି ସମ୍ଭବ ତେବେ ଆଜି ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ, ପ୍ରତିକାର:- ଶିବ ଲିଙ୍ଗ ଉପରେ କଞ୍ଚା କ୍ଷୀର ଢ଼ାଳନ୍ତୁ ।

ମୀନ

ଆଜି ଆପଣଙ୍କ ମାନସିକ ଶକ୍ତି ଏହାର ଚ଼ରମ ସୀମାରେ ରହିବ । ଆପଣଙ୍କୁ ଅସୁବିଧା ଅବସର ଭଳି ଲାଗିବ ଏବଂ ଏହା ଆପଣଙ୍କ ପାଇଁ ବହୁତ ଲାଭ ଦାୟକ ହେବ । ବିପଦ ସହ ସଂଗ୍ରାମ କରିବାର ଆପଣଙ୍କର ଏହି ସ୍ୱଭାବ ଆପଣଙ୍କୁ ଆଗେଇ ନେବ । ଆପଣଙ୍କର ରଚ଼ନାତ୍ମକତାକୁ ଆଜି ସମ୍ମାନ ଦିଆଜିବ । ଆଜି ଆପଣ ଅନ୍ୟମାନଙ୍କୁ ଅସୁବିଧାର ସମାସ୍ୟାରୁ ବାହାରକୁ ବାହାରିବାର ରାସ୍ତା ମଧ୍ୟ କହିବେ । ଆଜି ଆପଣ ନୂଆ କାର୍ଯ୍ୟର ପ୍ରାରମ୍ଭ କିମ୍ବା ଏହାର ଯୋଜନା ବନାଇପାରିବେ । ଚାକିରି କିମ୍ବା ବ୍ୟବସାୟରେ ଲାଭ ପ୍ରାପ୍ତି ହେବ । ମହିଳା ମିତ୍ର ଆପଣଙ୍କ ପ୍ରଗତିରେ ସହାଯକ ହେବେ । ଆର୍ଥିକ ଲାଭ ଦୃଷ୍ଟିରୁ ଆଜିର ଦିନ ବହୁତ ଭଲ ରହିବ, ପ୍ରତିକାର:- ଗୋମାତାର ସେବାକରିବା ଆବଶ୍ୟକ ।