ଆଜିର ରାଶିଫଳ, 19 ଫେବୃୟାରୀ 2019, ମଙ୍ଗଳବାର – ହନୁମାନ ଆଜିଠୁ ଏହି ୫ଟି ରାଶିର ସବୁ ଇଚ୍ଛା ପୂରଣ କରିବେ

ମେଷ :-

ଆଜି କିଛି ଭୁଲବୁଝାବଣା ହୋଇ ପାରେ ଏଥି ପାଇଁ ସାବଧାନ ରହିବେ । ନିଜ ବିଚ଼ାରକୁ ସ୍ପଷ୍ଟଭାବରେ ଅଭିବ୍ୟକ୍ତ କରନ୍ତୁ ଏବଂ ତା ସହିତ ଅନ୍ୟ ବ୍ୟକ୍ତିର କଥାବାର୍ତ୍ତାକୁ ମଧ୍ୟ ମନଦେଇ ଶୁଣି ବୁଝିବାକୁ ଚ଼େଷ୍ଟା କରନ୍ତୁ । ବନ୍ଧୁ ଏବଂ ମିତ୍ରମାନଙ୍କ ସହିତ ସାକ୍ଷାତକରି ଆପଣ ଆନନ୍ଦ ଅନୁଭବ କରିବେ । ଆର୍ଥିକ ଯୋଜନାରେ ଆପଣଙ୍କୁ ଟିକେ ଅସୁବିଧା ହୋଇପାରେ, କିନ୍ତୁ । ଶେଷରେ ଫାଇଦା ହେବ । ଚାକିରି-ବ୍ୟାପାରରେ ଅନୁକୂଳ ବାତାବରଣ ରହିବ ଏବଂ ସାଥିମାନଙ୍କର ସହଯୋଗ ମିଳିବ | ମିତ୍ରମାନଙ୍କ ଏବଂ ପରିଜନମାନଙ୍କର ତରଫରୁ ଗିଫ୍ଟ ମିଳିପାରେ ଏବଂ ଆପଣ ତାଙ୍କ ସହିତ ସମ୍ପୂର୍ଣ୍ଣ ଦିନ ଖୁସିରେ ବିତାଇ ପାରିବେ । ଯାତ୍ରା, ସୁନ୍ଦର ଭୋଜନ ଏବଂ ପ୍ରିୟଜନମାନଙ୍କ ସହିତ ଆପଣ ରୋମାଞ୍ଚିତ ରହିବେ । ଗୃହସ୍ଥଜୀବନରେ ମଧୁରତା ଆସିବପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ

ବୃଷ:–

ଭଲ ବନ୍ଧୁ ଆପଣଙ୍କୁ ଠିକ ଉତ୍ତର ଦେବ ।  ନିଜର ଜୀବନ ସୈଳି ପରିବର୍ତ୍ତନ ପାଇଁ ବନ୍ଧୁ ମାନଙ୍କର ସହିତ ଆଲୋଚନା କରନ୍ତୁ ଏବଂ ସେମାନଙ୍କ ଠାରୁ ସକାରତ୍ମକ ଉତ୍ତର ନିଅନ୍ତୁ । ମାତାଙ୍କ ତରଫରୁ ଫାଇଦା ହେବ । ଉତ୍ତମ ବିବାହ ସୁଖ ପ୍ରାପ୍ତି ହେବ । ବ୍ୟବସାୟ କ୍ଷେତ୍ରରେ ଭଲ ସଫଳତା ମିଳିପାରେ |ଏହି ସମୟଟି ଘର ପ୍ରତି ଧ୍ୟାନ ଦେବାର ଅଛି । ନିଜର ଆଖପାଖକୁ ଦେଖନ୍ତୁ ଏବଂ ଭାବନ୍ତୁ ଆପଣ କିପରିଭାବେ ନିଜ ବାତାବରଣକୁ ସୁନ୍ଦର କରିପାରିବେ । ନିଜ ଘରକୁ ସୁନ୍ଦର କଲେ ଆପଣଙ୍କୁ ବି ସତେଜ ଅନୁଭବ ହେବ|ପ୍ରତିକାର : ଶିବଦର୍ଶନ କରି ପାଦୁକ ସେବନ କରନ୍ତୁ ।

ମିଥୁନ:–

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ । ଆଜି ଆପଣଙ୍କ ବନ୍ଧୁ ଆପଣଙ୍କ ଘରକୁ ଯାଇପାରନ୍ତି । ଆପଣ ତାଙ୍କୁ ସ୍ୱାଗତ କରନ୍ତୁ । ସେମାନଙ୍କ ସହ ସାକ୍ଷାତ ପରେ ଆପଣଙ୍କ ମତାନ୍ତର ଶେଷ ହୋଇଯିବ ଆଜି ଆପଣ ସମ୍ବେଦନଶୀଳତା ଅନୁଭବ କରିପାରନ୍ତି । ଯେଉଁ କାରଣରୁ ଆପଣଙ୍କ ଭାବନାକୁ ଝଟକା ଲାଗିପାରେ । ମାତାଙ୍କର ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ । ବାସଗୃହ କିମ୍ବା ଜମିର କାଗଜପତ୍ର ପ୍ରତି ଧ୍ୟାନ ରଖିବେ । ମାନସିକ ବ୍ୟଗ୍ରତାକୁ ଦୂର କରିବା ପାଇଁ ଯୋଗ କରନ୍ତୁ

କର୍କଟ :–

ଆପଣଙ୍କ ନିଜ ପୁରୁଣା ବନ୍ଧୁ ଫେରି ପାରନ୍ତି କିନ୍ତୁ ସେଥିପାଇଁ ଆପଣଙ୍କୁ ପ୍ରଥମ ପାଦ ବଢାଇବାକୁ ପଡିବ । ଆପଣଙ୍କୁ ଏହି ରାଗିଥିବା ବନ୍ଧୁ ପାଖକୁ ଖବର ପଠାଇବା ପାଇଁ ଆପଣଙ୍କୁ ଆପଣଙ୍କର ମନ ଏବଂ ମସ୍ତିସ୍କ ଦ୍ୱାରା ସାହାଯ୍ୟ ମିଳିବ । ଲେଖନ-ସାହିତ୍ୟରେ ରୁଚି ରହିବ । ବ୍ୟବସାୟ ସ୍ଥଳ ଉପରେ ପ୍ରତିକୂଳ ପରିସ୍ଥିତି ରହିବ । ଉଚ୍ଚ ଅଧିକାରୀମାନଙ୍କର ମନୋଭାବ ନକାରାତ୍ମକ ରହିବ । ପ୍ରତିଦ୍ୱନ୍ଦ୍ୱୀମାନଙ୍କ ସହିତ ବାଦ-ବିବାଦ କରନ୍ତୁ ନାହିଁ । ସନ୍ତାନମାନଙ୍କ ମଧ୍ୟରେ ମତଭେଦ ହୋଇପାରେ | ଛାତ୍ରମାନେ ଅଧ୍ୟୟନରେ ଅଧିକ ଭାରାକ୍ରାନ୍ତ ହୋଇ କ୍ଳାନ୍ତି ଅନୁଭବ କରିବେ ଏବଂ ବିଶ୍ରାମ କରିବେ । ଆଜି ଦିନରେ ସାଂଗ ସାଥିମାନଙ୍କ ସହ ଭ୍ରମଣ କିମ୍ବା ଚାପାନ କରି ମାନସିକ କ୍ଳାନ୍ତି ମେଣ୍ଟାଇବେ । ଏହା ସ୍ୱାସ୍ଥ୍ୟ ପାଇଁ ଭଲ । ପ୍ରତିକାର : ଗାଈକୁ କିଛି ଖାଦ୍ୟ ଖୁଆନ୍ତୁ ।

ସିଂହ:–

ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଗିତ ବଜାନ୍ତୁ ଓ ବନ୍ଧୁମାନଙ୍କ ସହ ଖୁସି ମଜ୍ଜା କରନ୍ତୁ । ବ୍ୟାପାରରେ ବୃଦ୍ଧି ଯୋଗ ଅଛି । ତା’ ବ୍ୟତୀତ ଦଲାଲି, ସୁଧ, କମିଶନରୁ ମିଳୁଥିବା ଅର୍ଥ ଆପଣଙ୍କର ଭଣ୍ଡାରରେ ବୃଦ୍ଧି ହେବ । ପ୍ରେମିମାନଙ୍କ ପାଇଁ ଆଜି ପ୍ରଣୟ ପରିଚୟର ଯୋଗ ଅଛି । ବାହନ ସୁଖ ପ୍ରାପ୍ତ ହେବ |ଏହି ସମୟ ପରିବାର ଲୋକଙ୍କ ସହିତ କୌଣସି ଉତ୍ସବକୁ ଯିବାର ସମୟ ଅଟେ । କେମିତି ଓ କେବେ ଯିବେ ଏହା ଅଧିକ ଭାବିବା ଦରକାର ନାହିଁ । ଏହି ସମୟର ସଦୁପଯୋଗ କରି ଆପଣ ବହୁତ ଆନନ୍ଦ ପାଇ ପାରନ୍ତି: ପାରାଙ୍କୁ ଖାଦ୍ୟ ଦିଅନ୍ତୁ

କନ୍ୟା :–

ଆଜି ଆପଣ ଘରେ ସାବଧାନ ରୁହନ୍ତୁ କାରଣ କଳିହେବାର ପ୍ରବଳ ସମ୍ଭାବନା ରହିଛି । ଆଯଥା କଳିରୁ ବଞ୍ଚନ୍ତୁ । ଗ୍ରହଚ଼ଳନ ଖରାପ ଥିବାରୁ ଘରେ ଅଶାନ୍ତି ରହିବ । କାର୍ଯ୍ୟ ସଫଳତାରେ ବିଳମ୍ବ ହେବାର କାରଣରୁ ନିରାଶା ଅନୁଭବ ହୋଇପାରେ । କାମର ବୋଝ ଅଧିକ ହୋଇପାରେ । ନୂଆ କାମର ପ୍ରାରମ୍ଭ କରନ୍ତୁ ନାହିଁ । ଶାରୀରିକ ସ୍ଵାସ୍ଥ୍ୟ ବିଗିଡ଼ି ପାରେ । ମନ ଅସ୍ଥିର ଏବଂ ବ୍ୟଗ୍ର ରହିବଲମ୍ବା ସମୟ ଧରି ଅମୀମାଂସିତ ହୋଇରହିଥିବା କୌଣସି ଆଇନଗତ ସମସ୍ୟା ଆଜି ଆପଣଙ୍କ ସପକ୍ଷରେ ଯିବ । ଏ ସମସ୍ୟା ଆପଣଙ୍କୁ ବହୁତ ହଇରାଣ କରୁଥିଲା । ଏବେ ଆପଣଙ୍କ ସବୁ ସମସ୍ୟାର ସମାଧାନ ହୋଇଯିବ ଏବଂ ଜୀବନଧାରା ସ୍ୱାଭାବିକ ରୂପେ ଚ଼ାଲିବ । ପ୍ରତିକାର : ଶିବଦର୍ଶନ କରି ପାଦୁକ ସେବନ କରନ୍ତୁ ।

ତୁଳା:–

ଆଜି ଆପଣଙ୍କ ପରିବାରର କୌଣସି ସଦସ୍ୟଙ୍କୁ ନୂଆ ପରିଚ଼ୟ ମିଳିପାରେ । ଏଥିପାଇଁ ବୋଧହୁଏ ତାଙ୍କୁ ବହୁତ ପ୍ରଶଂସା ମିଳିପାରେ । ଆଜି ନିଜ ପରିବାରର କିଛି ସଦସ୍ୟଙ୍କର ଦେଖାଶୁଣା କରିବାକୁ ପଡ଼ିପାରେ । ସମୟ କାଢ଼ି ନିଜ ଲୋକଙ୍କୁ ସ୍ନେହ ଦିଅନ୍ତୁ । ବ୍ୟବସାୟସମ୍ବନ୍ଧୀୟ ଜରୁରୀ କାର୍ଯ୍ୟପାଇଁ ଯାତ୍ରାକରିବାକୁ ପଡ଼ିବ । କର୍ମକ୍ଷେତ୍ରରେ ବରିଷ୍ଠ ବ୍ୟକ୍ତି ଓ ସହଯୋଗୀ ମାନଙ୍କର ସାହାଯ୍ୟ ସହଯୋଗ ମିଳିବ । ସନ୍ତାନର ସୁ-ଖବର ଶୁଣି ଖୁସିହେବେ । ସ୍ୱାସ୍ଥ୍ୟର କିଛି ପରିବର୍ତ୍ତନ ଘଟିବ । ଅଟକି ଥିବା କାର୍ଯ୍ୟ ପୂରଣ ହେବ । ପ୍ରତିଯୋଗିତା ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବେ । କଠିନ କାର୍ଯ୍ୟ ସହଜରେ ସମାଧାନ କରିବେ । ପ୍ରତିକାର :- ଷଣ୍ଢକୁ ଗୁଡ଼ ଓ ରୁଟି ଖାଇବାକୁ ଦିଅନ୍ତୁ ।

ବିଛା :–

ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ । ଆଜି ଆପଣଙ୍କ ସ୍ଵଭାବରେ ଅଧିକ ଭାବୁକତା ରହିବ । ଭଲ ସମାଚାର ମିଳିବ । ଘରେ ଆନନ୍ଦର ମାହୌଲ ହେବ । ଚାକିରିରେ ମଧ୍ୟ ଆପଣଙ୍କୁ ସାଥିମାନଙ୍କର ଭରପୂର ସହଯୋଗ ମିଳିପାରିବ । ପରିବାରର ମାହୌଲ ସୁଖ-ଶାନ୍ତି ଭରା ରହିବ । ଆଜି ଆପଣ ସେହି ଦ୍ରବ୍ୟକୁ ଗୁରୁତ୍ତ୍ୱ ଦିଅନ୍ତୁ ,ଯାହା ଆପଣଙ୍କ ପାଇଁ ଗୁରୁତ୍ତ୍ୱପୂର୍ଣ୍ଣ ଅଟେ । ଆପଣ ନିଜ ପରିବାରର କାମ ଏବଂ ମିତ୍ରମାନଙ୍କ ମଧ୍ୟରେ ଏକ ସନ୍ତୁଳନ ରକ୍ଷାକରନ୍ତୁ ପ୍ରତିକାର :- ଗାଈକୁ ଖାଇବାକୁ ଦିଅନ୍ତୁ ।

ଧନୁ :–

ଯଦି ଆପଣ ସାହାଯ୍ୟ ଚାହୁଁଥାନ୍ତି ତେବେ ଆଜି ନିଶ୍ଚିନ୍ତ ସାହାଯ୍ୟ ମିଳିବ । କେହି ଜଣେ ରାଜନୈତିକ ବ୍ୟକ୍ତି ଆପଣଙ୍କୁ ବିପଦ ସମୟରେ ସାହାଯ୍ୟ କରିବ । ଏହି ସହାୟତା ନେବା ପାଇଁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ । ଜନସେବାରେ ନିଜକୁ ନିୟୋଜିତ କରିବେ । କର୍ମକ୍ଷେତ୍ରରେ ସହଯୋଗୀମାନଙ୍କ ଯୋଗୁଁ ଶାନ୍ତି ପାଇବେ । ପରିବାରରେ ସୁଖ ଶାନ୍ତି ଓ ସାମଞ୍ଜସ୍ୟ ବାତାବରଣ ରହିବ । ଉଚ୍ଚ ଶିକ୍ଷାପାଇଁ ବିଦେଶ ଯାତ୍ରାର ସୁଯୋଗ ପାଇବେ । ପୁରାତନ ରୋଗର ଉପଶମ ଫଳରେ ସ୍ୱାସ୍ଥ୍ୟ ଠିକ୍ ରହିବ । ପ୍ରତିକାର :- ଦିବ୍ୟାଙ୍ଗ ବ୍ୟକ୍ତିକୁ ଖାଦ୍ୟ ଦିଅନ୍ତୁ ।

ମକର :–

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ । ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ । ଆପଣ ନିଜର କଳ୍ପନା ଶକ୍ତିରେ ସାହିତ୍ୟ ଲେଖନରେ ନୂଆ କାମ କରିବେ । ଆପଣଙ୍କ ସ୍ଵଭାବରେ ଅଧିକ ଭାବୁକତା ଏବଂ କାମୁକତା ରହିବ । ମହିଳା ମିତ୍ରମାନଙ୍କ ଉପରେ ଖର୍ଚ୍ଚ ହେବ । ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ପ୍ରତିକାର :- ପାରାଙ୍କୁ ଖାଦ୍ୟ ଦିଅନ୍ତୁ ।

କୁମ୍ଭ :–

ଆପଣଙ୍କର କୌଣସି ପ୍ରକାର ସହଯୋଗ ଆବଶ୍ୟକ ହେଲେ ଆପଣଙ୍କର ମିତ୍ର ଏବଂ ସମ୍ପର୍କିୟ ସାହାଯ୍ୟ କରିବେ । ନିଜ ଲୋକଙ୍କର ସାହାଯ୍ୟରେ ଆପଣ ଆପଣଙ୍କର ସମସ୍ୟାର ସମାଧାନ କରିପାରିବେ । ବ୍ୟବସାୟରେ ଭାଗିଦାରମାନେ ପାଦ ସହିତ ପାଦ ମିଶେଇ ବେପାର ବୃଦ୍ଧି କରିବେ । ବନ୍ଧୁ ମିତ୍ର ନିକଟ ସମ୍ପର୍କୀୟ ବ୍ୟକ୍ତି ଆର୍ଥିକ ସାହାଯ୍ୟ କରିବେ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି, ସମ୍ମାନ ବୃଦ୍ଧି, କର୍ମୋନ୍ନତି ବାସସ୍ଥାନ ବା ଯାନବାହାନ ପାଇଁ ଖର୍ଚାନ୍ତ ହୋଇ ପାରନ୍ତି । କ୍ରୋଧ ନିୟନ୍ତ୍ରଣ ନ ରଖିଲେ ଅନେକ କ୍ଷତି ହେବ । ପ୍ରତିକାର:- କୁକୁରକୁ ଖାଇବାକୁ ଦିଅନ୍ତୁ ।

ମୀନ :–

ବର୍ତ୍ତମାନ ଉଚ୍ଚପଦସ୍ଥ ଅଧିକାରୀମାନଙ୍କ ସହ କୌଣସି ପ୍ରକାର ମନୋମାଳିନ୍ୟରୁ ଦୂରେଇ ରୁହନ୍ତୁ । ବିଶେଷକରି ଯେତେବେଳେ ଆପଣଙ୍କୁ ତାଙ୍କଠାରୁ କୌଣସି କାମର ସ୍ୱୀକୃତି ଦରକାର ହେଉଛି । ଯେଉଁ କାରଣରୁ ଆପଣଙ୍କ ଭାବନାକୁ ଝଟକା ଲାଗିପାରେ । ମାତାଙ୍କର ସ୍ଵାସ୍ଥ୍ୟ ଉପରେ ଧ୍ୟାନ ଦିଅନ୍ତୁ । ବାସଗୃହ କିମ୍ବା ଜମିର କାଗଜପତ୍ର ପ୍ରତି ଧ୍ୟାନ ରଖିବେ । ମାନସିକ ବ୍ୟଗ୍ରତାକୁ ଦୂର କରିବା ପାଇଁ ଯୋଗ କରନ୍ତୁ |ଆଜି ଆପଣ ନିଜ କାର୍ଯ୍ୟସ୍ଥଳରେ ବହୁତ ପରିଶ୍ରମ କରିବେ ଏବଂ ଆପଣଙ୍କୁ ନିଜ ଉପଲବ୍ଧି ଉପରେ ଗର୍ବ ହେବ । କିନ୍ତୁ ଆଜି ଆପଣ ନିଜ ପରିବାର ସହିତ କିଛି ସମୟ ଅତିବାହିତ କରିବା ଜରୁରୀ । ପ୍ରତିକାର :- ପ୍ରତିକାର :- ବିଧବାଙ୍କୁ ସାହାଯ୍ୟ କରନ୍ତୁ ।