ଆଜିର ରାଶିଫଳ 27 ଜୁନ୍ 2019, ଗୁରୁବାର – ଏହି ୫ଟି ରାଶି ଉପରେ ଲକ୍ଷ୍ମୀ ମା କୃପା ଆରମ୍ଭ

ମେଷ:-

କର୍ମକ୍ଷେତ୍ରରେ ଅତ୍ୟଧିକ ପରିଶ୍ରମ କରିବା ଫଳରେ ପ୍ରଶଂସିତ ହେବେ । ବନ୍ଧୁବାନ୍ଧବଙ୍କ ଚେଷ୍ଟାରେ ଅତି ସହଜରେ ବାକିଥିବା ଅର୍ଥ ପାଇବେ । ସୁଯୋଗ ହାତପାହାନ୍ତାରେ ପହଞ୍ଚିବ । ପରୀକ୍ଷା ପ୍ରତିଯୋଗିତାରେ ବିଜୟୀ ହେବେ । ଧାର୍ମିକ କାର୍ଯ୍ୟପ୍ରତି ମନ ବଳାଇବେ । ମାଲିମୋକଦ୍ଦମାରେ ସମ୍ମାନ ଓ ପ୍ରତିଷ୍ଠା ଅତୁଟ ରହିବ । ଅଭାବ ଅସୁବିଧା ଥାଇ ମଧ୍ୟ କୌଣସି କାମ ଅଟକିବ ନାହିଁ । ବୁଦ୍ଧି ବିବେକ ଖେଳାଇ କର୍ତ୍ତବ୍ୟ ପରାୟଣତାକୁ ମୁଖ୍ୟକରି ଚାଲିବା ହିତକର । ଦକ୍ଷତାକୁ କେନ୍ଦ୍ରକରି ଉଚ୍ଚମାନ୍ୟତାରେ ହ୍ରାସ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ ।  ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ ।

ବୃଷ:

ବ୍ୟକ୍ତିଗତ ଓ ସାର୍ବଜନୀନ ସମ୍ପର୍କରେ ବିକଶିତ ହେବ । ଗୃହରେ ଧର୍ମକାର୍ଯ୍ୟ ଓ ଧର୍ମାନୁଷ୍ଠାନରେ ଯୋଗଦାନ କରି ପ୍ରଶଂସା ପାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା,   ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ବୁଝି ବିଚାରି କାର୍ଯ୍ୟ କଲେ ସମସ୍ତ କାର୍ଯ୍ୟରେ ସଫଳତା ମିଳିବ ଉଚ୍ଚପଦସ୍ଥ ଅଫିସରମାନେ ସନ୍ତୋଷ ହେବେ । ଶତୃ ଓ ବିରୋଧୀମାନେ ସତଚେଷ୍ଟା କଲେ ମଧ୍ୟ କୌଣସି କ୍ଷତି କରିପାରିବେ ନାହିଁ । ସହକର୍ମୀମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । ଛାତ୍ର-ଛତ୍ରୀମାନେ ପରିଶ୍ରମ କରିବା ଫଳରେ ପ୍ରଶଂସା ପାଇବେ ।  ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ମିଥୁନ:

ବ୍ୟବସାୟୀମାନେ ଗ୍ରାହକ ସେବାକୁ ଗ୍ରହଣ କରି ଯଶ ମାନ ବୃଦ୍ଧି ସହିତ ଉତ୍ତମ ଆୟର ପଥ ପରିଷ୍କାର କରିବେ । କର୍ମକ୍ଷେତ୍ରରେ ଯଶ ମାନକୁ ଅଧିକ ମହତ୍ତ୍ଵ ଦେବେ । ମହିଳାମାନେ ତଳୁ ଉପରସ୍ତର ଯାଏ ଆଦୃତି ଓ ମାନ୍ୟତା ଅର୍ଜନ କରିବେ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ । ଶ୍ରମିକ ଓ କର୍ମଚାରୀମାନେ ଦୂର ଓ ନିକଟ କାର୍ଯ୍ୟରେ ତିଷ୍ଠି ରହିପାରିବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ ।  ପ୍ରତିକାର- ସବୁଜବସ୍ତ୍ର କ୍ୟାସବାକ୍ସ ବା ମନିପର୍ସରେ ରଖନ୍ତୁ ।

କର୍କଟ:

ନିକଟସ୍ଥ ବ୍ୟକ୍ତି ସାହାର୍ଯ୍ୟ କରିବା ଦ୍ଵାରା ବ୍ୟବସାୟରେ ସଫଳତା ମିଳିବ ଓ ବ୍ୟବସାୟ ବଢାଇବାରେ ସମର୍ଥ ହେବେ । ଆରମ୍ଭ କରିଥିବା କାର୍ଯ୍ୟ ଶେଷ କରିପାରିବେ । କର୍ମଚାରୀ ଓ ଶ୍ରମିକମାନେ ବେସୀ ଉପକୃତ ହେବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । ଉପରିସ୍ଥଙ୍କୁ ଆପଣାର କରି କୃପାଭାଜନ ହେବେ । ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ ।  ପ୍ରତିକାର- ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ସିଂହ:

ବ୍ୟବସାୟୀମାନଙ୍କର କାରବାର ବଢିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ସୁନାମ ପ୍ରାପ୍ତି ଓ ସମ୍ମାନ ବୃଦ୍ଧି ହେବ । କର୍ମରେ ଉନ୍ନତି ସହିତ ବାସସ୍ଥାନ ବା ଯାନବାହାନର ନବୀକରଣ ଇତ୍ୟାଦି ନାନାବିଧ ସୁଯୋଗ ଓ ଶୁଭଫଳ ପ୍ରାପ୍ତି ହେବ । ସୁଖ ସମ୍ପଦ ପ୍ରାପ୍ତି ହେବ । ନୂତନ କାର୍ଯ୍ୟ ଆରମ୍ଭ କରି ପାରିବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା, ମାଲିମୋକଦ୍ଦମା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତହେବେ । ବନ୍ଧୁ ମିତ୍ରମାନଙ୍କର ସହଯୋଗରେ ଧନସମ୍ପଦ, ବସ୍ତ୍ରଆଭୂଷଣ ଆଦି ଲାଭହେବ । ଗୃହରେ ଭାତୃବିବାଦ, ପଡ଼ୋଶୀକଳହ, ଜମିପାଇଁ ମାଲିମକଦ୍ଦମାର ସମାଧାନ ହେବ ।  ପ୍ରତିକାର-ବୃଦ୍ଧ ବୃଦ୍ଧାଙ୍କୁ ସହାୟତା କରିବେ ଓ ଆଶୀର୍ବାଦ ପ୍ରାପ୍ତ କରିବେ ।

କନ୍ୟା:

ଉଚ୍ଚ ସମ୍ଭାବନାର ଆଶାଓ ଆଶ୍ଵାସନା ଲାଭ କରି ମାନସିକ ଶାନ୍ତି ଅନୁଭବ କରିବେ । ପାରିବାରିକ କ୍ଷେତ୍ରରେ ଆଲୁଅ ଅନ୍ଧାରର ଲୁଚକାଳି ଖେଳର ଅବସାନ ହେବ । ପରୀକ୍ଷା ଓ ପ୍ରତିଦ୍ଵନ୍ଦିତାରେ ଉତ୍ତୀର୍ଣ୍ଣ ହେବେ । ନୂତନ ସମ୍ପତି କ୍ରୟ କରିବେ । ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ କର୍ମକର୍ତ୍ତାଙ୍କ ସୁଦୃଷ୍ଟି ପ୍ରାପ୍ତି ହେବ ଓ ସାହାଯ୍ୟ ସହଯୋଗ ମିଳିବ । ସହକର୍ମୀମାନଙ୍କର ସମର୍ଥନ ଏବଂ ଅଧସ୍ତନଙ୍କର ସହଯୋଗ ଯୋଗୁଁ କର୍ମକ୍ଷେତ୍ରରେ ସମ୍ମାନ ବୃଦ୍ଧି ଏବଂ ସୁନାମ ଅର୍ଜନ କରିବେ । ଆକସ୍ମିକ ଧନ ପ୍ରାପ୍ତି ହେବ । ରାଜନୈତିକ କ୍ଷେତ୍ରରେ ଯଶ, ମାନ ପ୍ରତିଷ୍ଠାବୃଦ୍ଧି ହେବ । ଆକସ୍ମିକ ଅର୍ଥଲାଭ, ନୂତନ ବନ୍ଧୁଲାଭ, ଅଧାଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହେବ ।  ପ୍ରତିକାର-ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

ତୁଳା:

କର୍ମ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆର୍ଥିକ ପରିସ୍ଥିତି ଉତ୍ତମ ଥିଲେ ମଧ୍ୟ ବସନ ଭୂଷଣରେ ଅଧିକ ବ୍ୟୟ ଘଟିବ । ବେପରୁଆ କାର୍ଯ୍ୟକଳାପ ଯୋଗୁ ଉଚ୍ଚବର୍ଗଙ୍କ ଠାରୁ ସମାଲୋଚିତ ହେବେ । ସଫଳତା ଏବଂ ଲୋକ ସମ୍ପର୍କ ଆତ୍ମସନ୍ତୋଷ ବଢେଇବ । ପରିସ୍ଥିତି ଯେତେ ଜଟିଳ ହେଲେ ମଧ୍ୟ କୌଣସି ପ୍ରକାର ଅସୁବିଧା ହେବ ନାହିଁ । ପ୍ରତେକ କ୍ଷେତ୍ରରେ ବିନୟପୂର୍ଣ୍ଣ କଥା କହି ପରିସ୍ଥିତିକୁ ହାଲୁକା କରିବାରେ ସମର୍ଥ ହେବେ । କୌଣସି ନୂତନ ବନ୍ଧୁ ବ୍ୟକ୍ତିଙ୍କ ସହିତ ଭେଟ ହେବ । ବନ୍ଧୁ ମିତ୍ରଙ୍କର ସହଯୋଗ, ପ୍ରେରଣା ଓ ଆର୍ଥିକ ସହାୟତାରେ ନୂତନପନ୍ଥା ଅନୁସରଣ କରିବେ । ସୁଖ ସମୃଦ୍ଧି ବୃଦ୍ଧି ହେବ । ଦାମ୍ପତ୍ୟ ସୁଖରେ ଆଶାଜନକ ଫଳପ୍ରାପ୍ତି ହେବ ।  ପ୍ରତିକାର:- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ବିଛା:

ନୂତନ ଦ୍ରବ୍ୟ କ୍ରୟ କରିବେ । ଶତୃମାନେ ଦୂରେଇ ଯିବେ । କମିଶନ କାର୍ଯ୍ୟରେ ବିଶେଷ ଲାଭ ହେବାର ସମ୍ଭାବନା ଅଛି । ସରକାରୀ କ୍ଷେତ୍ରରେ ସଫଳତା ମିଳିବ । ବ୍ୟବସାୟୀମାନେ ଯେତେ ଅଧିକ ପରିଶ୍ରମ କରିବେ ସେତେ ଅଧିକ ଲାଭ ହେବ । ପାରିବାରିକ ସୁଖ-ଶାନ୍ତି ବୃଦ୍ଧି ହେବ । ପ୍ରେମ-ପ୍ରସଙ୍ଗରେ ସଫଳତା ମିଳିବ । ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ ଓ ମାନସିକ ଶାନ୍ତି ମିଳିବ । ଚାକିରିଜୀବୀମାନେ କ୍ଷମତା ଶକ୍ତି ବଳରେ ନିଜର ସମୟ ବିତାଇବେ । ମହିଳାମାନେ ନିଜର ଇଛା ପୂରଣ ପାଇଁ କୌଣସି କର୍ମକରି ପ୍ରଶଂସା ପାଇବେ ।  ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ ।

ଧନୁ:

ଜୀବନରେ ନୂଆଲକ୍ଷ ପୂରଣ କରିବା ପାଇଁ ସାହାଯ୍ୟ ସହଯୋଗ ମିଳିବ । ଗୁରୁଜନଙ୍କ ସେବା ଓ ସହମତିରେ ଆଗକୁ ବଢିପାରିବେ । ସମସ୍ତ ଫଇସଲା ଓ ନିର୍ଣ୍ଣୟ ବୁଦ୍ଧିମତାରେ  ପରିପୂର୍ଣ୍ଣ ହେବ । ଧୈର୍ଯ୍ୟ ସାହସ ଦ୍ଵାରା ହୋଇପାରୁ ନଥିବା କାମକୁ କରି ଦେଖାଇବେ । ପରିଶ୍ରମ ଓ ମେହନତର ପରିଣାମ ମିଳିବ । ସରକାରୀ କାମରେ ସଫଳତା ମିଳିବ । ବିଦେଶ ଯାତ୍ରା, ସୁଖ ଶାନ୍ତି, ଯଶ ଲାଭ, ନୂତନ ବାହନଆଦି ପ୍ରାପ୍ତି ଯୋଗ ଅଛି । ସରକାରୀ କର୍ମକ୍ଷେତ୍ରରେ ଉନ୍ନତିର ସୁଯୋଗ ପାଇବେ । ସ୍ୱାସ୍ଥ୍ୟ ଭଲ ରହିବ । ବହୁତ ଦିନରୁ ଚିନ୍ତା କରୁଥିବା କାମ ଅଳ୍ପ ପ୍ରୟାସରେ ପୂର୍ଣ ହୋଇଯିବ ।  ପ୍ରତିକାର-ହନୁମାନ ମନ୍ଦିରରେ ବୁନ୍ଦି ଭୋଗ ଲଗେଇ ବାଣ୍ଟିଦିଅନ୍ତୁ ।

ମକର:

ସହକର୍ମୀ କେହି ଇର୍ଷାତୁର ହେଲେବି କ୍ଷତିକାରୀ ହେବେ ନାହିଁ । କୋର୍ଟ କଚେରୀ ଧନ୍ଦା ମଧ୍ୟରେ ଅସ୍ୱସ୍ତି ପାଇବେ । ଚାକିରୀଜୀବିମାନେ ଭୋଗ ବିଳାସକୁ ତୁଚ୍ଛ ମଣି କର୍ତ୍ତବ୍ୟ ସାଧନକୁ ଭଗବତ୍ ସେବାଭଳି ମାନ୍ୟତା ଦେବେ । ବ୍ୟବସାୟୀମାନେ ସାଧୁ ଓ ସଚ୍ଚୋଟ ଭାବେ କର୍ମଯୋଗକୁ ଶ୍ରେଷ୍ଠତା କରି ସମ୍ମାନ ଓ ପ୍ରତିଷ୍ଠାର ଅଧିକାରୀ ହେବେ । ରାଜନୀତିରେ ସ୍ୱାର୍ଥରକ୍ଷା କରିବାରେ ସମୟ ବିତିବ । ଛାତ୍ରଛାତ୍ରୀମାନେ କଠିନ ପରିଶ୍ରମ କରିବେ । ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ସଫଳ ହେବେ । ଲକ୍ଷଭ୍ରଷ୍ଟ ହୋଇଯିବା ଫଳରେ ମନସ୍ତାପ ବଢିଯିବ ।  ପ୍ରତିକାର- ପିତାମାତାଙ୍କୁ ପ୍ରଣାମ କରନ୍ତୁ ।

କୁମ୍ଭ:

ବ୍ୟବସାୟୀମାନଙ୍କର କାରବାର ବଢ଼ିବ ଓ ଲୋକ ସମ୍ପର୍କ ବୃଦ୍ଧି ହେବ । ଶ୍ରମିକ ଓ କର୍ମଚାରୀମାନେ ଉପରିସ୍ଥଙ୍କୁ ଆପଣାର କରି କୃପା ଭାଜନ ହେବେ । ଅଧସ୍ତନ କର୍ମୀ ଓ ନିମ୍ନବର୍ଗଙ୍କ ସୌଜନ୍ୟରୁ ସାହାଯ୍ୟ ସମର୍ଥନ ହାସଲ କରିବେ । ତଳ ମହଲରୁ ଆଶାତୀତ ଲାଭ ପାଇବେ । କୋର୍ଟ କଚେରୀ ମାମଲାରେ ବେଶି ଉପକୃତ ହେବେ । ରାଜନୀତିରେ ଲୋକ ସମର୍ଥନକୁ ଆଧାର କରି ବଳିୟାନ ହେବେ ଓ ବଡ଼ନେତାଙ୍କୁ ସନ୍ତୁଷ୍ଟ କରି ସୁଖ-ଶାନ୍ତିରେ ଦିନ କଟାଇବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ ।  ପ୍ରତିକାର- ଅସହାୟା ମାନଙ୍କୁ ସାହାଯ୍ୟ କରନ୍ତୁ ।

ମୀନ:

ବ୍ୟବସାୟମାନେ ଅଧିକ ଲାଭ କରିବେ । ଚାକିରୀଜୀବିମାନେ ନିଜ କ୍ଷେତ୍ରରେ କର୍ମ ଯୋଗକୁ  ଅଧିକ ମହତ୍ତ୍ୱ ଦେବେ । ତଳୁ ଉପର ସ୍ତର ଯାଏଁ ଆଦୃତି ଓ ମାନ୍ୟତା ଅର୍ଜ୍ଜନ କରିବେ । ମାଲିମୋକଦ୍ଦମାରେ ମୁଣ୍ଡ ଉଚ୍ଚା ରହିବ । ରାଜନୀତି କ୍ଷେତ୍ରରେ ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ଉଚ୍ଚ ପ୍ରଶଂସିତ ହେବେ । ରାଜନୀତିରେ ଲୋକସମ୍ପର୍କକୁ ଆଧାରକରି କର୍ତ୍ତବ୍ୟ ନିଷ୍ଠା ରକ୍ଷାକରି ସାଧୁ ଓ ସଚ୍ଚୋଟ  ଭାବେ ଦାୟିତ୍ୱ ତୁଲାଇବେ ଏବଂ ଉପରିସ୍ଥଙ୍କ ଶ୍ରଦ୍ଧା ବା କୃପାଭାଜନ ହେବେ । ବାଦବିବାଦ, ପରୀକ୍ଷା ପ୍ରତିଯୋଗିତା ଓ ସାକ୍ଷାତ୍କାରରେ ବିଜୟୀ ହେବେ ।  ପ୍ରତିକାର-ଜଗନ୍ନାଥଙ୍କ ପାଖରେ ଭୋଗ ଲଗେଇ ବାଣ୍ଟି ଦିଅନ୍ତୁ ।