ଆଜିର ରାଶିଫଳ, 3 ଫେବୃୟାରୀ 2019, ରବିବାର – ସୂର୍ଯ୍ୟଙ୍କର ହେଲା ମହାସଂଯୋଗ ଏହି ୪ଟି ରାଶି ର ସବୁ ଇଚ୍ଛା ପୁରାଣ ହେବ

ମେଷ

ଆଜି ଆପଣ ସବୁ ଚ଼ିନ୍ତା ପରିତ୍ୟାଗ କରି କିଛି ସମୟ ପରିବାର ଲୋକଙ୍କ ସହିତ କଟାଇବାକୁ ଚ଼ାହିଁବେ । ଏହି ସମୟ ଆପଣ ଆପଣଙ୍କ ଲୋକଙ୍କ ସହିତ ସ୍ନେହ ବାଣ୍ଟିବାର ସମୟ ଅଟେ । ଆପଣଙ୍କ ପରିବାର ଆପଣଙ୍କ ସହ ଥିବାରୁ ଆପଣ ଇଶ୍ୱରଙ୍କୁ ଧନ୍ୟବାଦ ଦିଅନ୍ତୁ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ । ସରକାର ବିରୋଧୀ ପ୍ରବୃତ୍ତିଗୁଡ଼ିକରୁ ଦୂରରେ ରୁହନ୍ତୁ । ପରିଜନମାନଙ୍କ ସହିତ କଳହର ପ୍ରସଂଗ ବନିପାରେ । ଈଷ୍ଟ ଦେବତାଙ୍କର ଧ୍ୟାନରେ ସମସ୍ୟାଗୁଡ଼ିକର ନିବାରଣ ହେବ , ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ, ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

ବୃଷ

ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ । ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ|ଦୈନିକ କାର୍ଯ୍ୟଗୁଡ଼ିକରେ ଅନୁକୂଳ ପରିସ୍ଥିତି ନିର୍ମିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ । ଗୃହସ୍ଥଜୀବନର ସମସ୍ୟା ଠିକ ହେବାପରି ପ୍ରତୀୟମାନ ହେବ । ସଂପତ୍ତି ସମ୍ବନ୍ଧୀତ କାର୍ଯ୍ୟର ଉଚିତ ମାର୍ଗ ମିଳିବ । ପ୍ରତିକାର:- ଅସହାୟା ବୃଦ୍ଧାଙ୍କୁ ସାହାଯ୍ୟ କରନ୍ତୁ ।

ମିଥୁନ

ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ । ଅଧିକାରୀମାନଙ୍କ ସହିତ ବାଣୀ ଏବଂ ବ୍ୟବହାରରେ ନିୟନ୍ତ୍ରଣ ରଖିବେ । ବ୍ୟାପାରରେ ବିଘ୍ନ ଆସିବାର ଆଶଙ୍କା ଅଛି । ମଧ୍ୟାହ୍ନ ପରେ ବ୍ୟବସାୟିକ କ୍ଷେତ୍ରରେ ଆପଣଙ୍କପାଇଁ ପରିସ୍ଥିତି ଅନୁକୂଳ ରହିବ । ଅଧିକାରୀଗଣ ଆପଣଙ୍କ କାର୍ଯ୍ୟରେ ସନ୍ତୋଷ ଅନୁଭବ କରିବେ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

କର୍କଟ:–

ଆଜି ସାହିତ୍ୟ ପଢ଼ିଲେ ଆପଣଙ୍କୁ ବହୁତ ଲାଭ ମିଳିବ । ବୋଧହୁଏ ଆପଣଙ୍କୁ ଏମିତି ଲାଗିବ ଯେ ଆପଣ ଯାହା ପଢ଼ିଛନ୍ତି ସେହି ପାଠ ଆପଣଙ୍କ ବ୍ୟକ୍ତିଗତ ଉନ୍ନତିରେ ସହାୟକ ହେବ । ସକାଳେ ହିଁ ମିତ୍ରମାନଙ୍କ ସହିତ ବୁଲିବାକୁ, ଖାଇବା ପିଇବା ଏବଂ ମନୋରଞ୍ଜନରେ ଦିନ ବିତିବ । ଭାଗିଦାରୀ ସହିତ ସମ୍ବନ୍ଧ ଭଲ ରହିବ ପରନ୍ତୁ ମଧ୍ୟାହ୍ନ ପରେ ଆପଣଙ୍କୁ ପ୍ରତିକୂଳତାର ସାମନା କରିବାକୁ ପଡ଼ିପାରେ । ସ୍ଵାସ୍ଥ୍ୟର ଧ୍ୟାନ ରଖିବେ,ପ୍ରତିକାର- ଶିବମନ୍ଦିରରେ କଞ୍ଚାକ୍ଷୀର ଢାଳି ପାଦୁକ ପାନ କରନ୍ତୁ ।

ସିଂହ

ବନ୍ଧୁମାନଙ୍କ ସହ ଆପଣଙ୍କର ଭ୍ରମଣ କରିବାର ଅଛି । ଏହା ଆପଣଙ୍କର ସହର ମଧ୍ୟରେ ଦୀର୍ଘରାସ୍ତା ଭ୍ରମଣ ହୋଇପାରେ । ଯାହା ହେଉ ପଛେ ଏହା ଏକ ସୁନ୍ଦର ସ୍ମରଣୀୟ ଭ୍ରମଣ ହିସାବରେ ଆପଣଙ୍କ ଜୀବନରେ ଛାପ ରହିବ । ଆଜି ଆତ୍ମବିଶ୍ଵାସ ସହିତ ପ୍ରତ୍ୟେକ କାର୍ଯ୍ୟକୁ ଆପଣ ସଫଳତାରେ ପ୍ରସ୍ତୁତ କରିବେ । ଗୃହସ୍ଥ ଜୀବନରେ ସୁଖ ଏବଂ ଶାନ୍ତି ରହିବ । ଶାରୀରିକ ସ୍ଵାସ୍ଥ୍ୟ ଭଲ ରହିବ । ସ୍ଵଭାବରେ ଉଗ୍ରତା ରହିବ ସେଥିପାଇଁ ବାଣୀ ଉପରେ ନିୟନ୍ତ୍ରଣ ରଖିବେ,ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

କନ୍ୟା

ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ । ମାନସିକ ରୂପରେ ଆପଣଙ୍କର ଭାବୁକତାର ମାତ୍ରା ଅଧିକ ରହିବ । ବିଦ୍ୟାର୍ଥୀଗଣ ଆଜି ବିଦ୍ୟାଭ୍ୟାସ ଏବଂ କ୍ୟାରିୟର ସମ୍ବନ୍ଧିତ ବିଷୟଗୁଡ଼ିକରେ ସଫଳତା ପ୍ରାପ୍ତ କରି ପାରିବେ । ଘରର ବାତାବରଣରେ ସୁଖ-ଶାନ୍ତି ରହିବ,ପ୍ରତିକାର: କୁଷ୍ଠରୋଗୀଙ୍କୁ ଖାଇବାକୁ ଦିଅନ୍ତୁ ।

ତୁଳା

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ । ଆଜି କ୍ରୋଧ ଏବଂ ବାଣୀ ଉପରେ ନିୟନ୍ତ୍ରଣ ରଖନ୍ତୁ । ନକାରାତ୍ମକ ବିଚାର ମନରେ ଆସିବାକୁ ଦିଅନ୍ତୁ ନାହିଁ । ଖାଇବା ପିଇବାରେ ମଧ୍ୟ ନିୟନ୍ତ୍ରଣ ରଖିବେ । ମଧ୍ୟାହ୍ନ ପରେ ଆପଣ ବୈଚାରିକ ସ୍ଥିରତା ସହିତ ନିଜ ହାତକୁ ଆସିଥିବା କାର୍ଯ୍ୟଗୁଡ଼ିକୁ ସମ୍ପୂର୍ଣ୍ଣ କରି ପାରିବେ,ପ୍ରତିକାର: ଈଶ୍ୱର ପ୍ରାର୍ଥନା ଓ ଧ୍ୟାନ ଦ୍ୱାରା ଶାନ୍ତି ମିଳିବ ।

ବିଛା

ଆଜି ଆପଣ ସଫଳତାର ମୁକୁଟ ପିନ୍ଧିବେ ,ଏହି ସଫଳତାର ଅସଲ ହକଦାର ଆପଣ, କାରଣ ଏହି ସଫଳତା ପାଇବା ପାଇଁ ଆପଣ ଅପ୍ରାଣ ଉଦ୍ୟମ କରିଛନ୍ତି । ଆଜି ସବୁ ଚିନ୍ତିତରେ ଦୂରେଇ ଯାଇ ସଫଳତାକୁ ଉପଭୋଗ କରନ୍ତୁ । ପାରିବାରିକ ଜୀବନରେ ଶାନ୍ତି ବନାଇରଖିବା ପାଇଁ ନିରର୍ଥକ ବାଦ-ବିବାଦ କରନ୍ତୁ ନାହିଁ । ଧନ ଏବଂ ପ୍ରତିଷ୍ଠାରେ ହାନି ନ ହେଉ, ଏହାର ଧ୍ୟାନ ରଖିବେ । ମଧ୍ୟାହ୍ନ ପରେ ଆପଣଙ୍କ ସ୍ଵଭାବରେ ଭାବୁକତା ବଢ଼ିପାରେ । ଆପଣଙ୍କ ରଚନାତ୍ମକ କ୍ଷମତାରେ ବୃଦ୍ଧି ହେବ, ପ୍ରତିକାର– ମସୁରଡାଲି ଧର୍ମସ୍ଥାନରେ ଦେବେ ।

ଧନୁ

ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ । ଦିନ ଶୁଭଫଳଦାୟୀ ଅଟେ । ଶାରୀରିକ, ମାନସିକ ସ୍ଵାସ୍ଥ୍ୟ ଉତ୍ତମ ରହିବ, ଉତ୍ସାହିତ ରହିବେ । ନୂଆ କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ସମୟ ଅନୁକୂଳ ଅଟେ । ପରିଜନମାନଙ୍କ ସହିତ ସମୟ ଆନନ୍ଦପୂର୍ବକ ବିତିବ,ତିକାର– ଭୋକିଲା ଲୋକକୁ ନିରାଶ କରିବେ ନାହିଁ ।

ମକର

ଆପଣ ପରିବାର ସହ ଭ୍ରମଣ କରିବା ପାଇଁ ଯେଉଁ ଆଶା ବାନ୍ଧିଛନ୍ତି ସେଥିରେ କୌଣସି ବାଧାବିଘ୍ନ ସୃଷ୍ଟି ହୋଇପାରେ । ଯଦି ଆପଣ ଏହି ଭ୍ରମଣଟି ଚାଲୁରଖନ୍ତି, ସୃଷ୍ଟିହୋଇଥିବା ବାଧା ଆପଣଙ୍କୁ ନିରାଶ କରିବ । ଅତ୍ୟନ୍ତ ସାବଧାନପୂର୍ବକ ଆଜିର ଦିନ କାଟିବାକୁ ଉପଦେଶ । ଥଣ୍ଡା, କଫ ଏବଂ ଜ୍ୱର କାରଣରୁ ସ୍ଵାସ୍ଥ୍ୟ ଖରାପ ହୋଇପାରେ । ପରିବାରରେ କିଛି ମନମାଳିନ୍ୟ ହୋଇପାରେ । ଧର୍ମ କରିବାରେ ଧନ ଖର୍ଚ୍ଚ ପରି ପରିସ୍ଥିତି ହୋଇପାରେ,ପ୍ରତିକାର:- କୁକୁରକୁ ଖାଦ୍ୟଦିଅନ୍ତୁ ।

କୁମ୍ଭ

ବାହାରେ ଭ୍ରମଣ କରି କିଛି ମସୟ କାଟନ୍ତୁ । ପ୍ରକୃତିର ବିଭବ ବସ୍ତୁକୁ ଭଲ ପାଇବେ ଏବଂ ଏହାକୁ ଉପଭୋଗ କରିବେ । ଏଣୁ ଆପଣଙ୍କୁ ଘର ଚାରିକାନ୍ଥ ଗେରରୁ ବାହାରିବାକୁ ଯେଉଁ ଛୁଟିଦିନ ପାଉଛନ୍ତି ଭ୍ରମଣ ଯୋଜନା କଲେ ଆଶ୍ୱସ୍ତି ମିଳିବ । ଜଗନ୍ନାଥଙ୍କର ଆଶୀର୍ବାଦରେ ଶାରୀରିକ ଏବଂ ମାନସିକ ସୁଖ ରହିବ । ଚାକିରି-ବ୍ୟବସାୟରେ ଆପଣଙ୍କ କାର୍ଯ୍ୟଗୁଡ଼ିକର ପ୍ରଶଂସା ହେବ । ବ୍ୟାପାରିମାନଙ୍କ ଦ୍ଵାରା କାମର ମର୍ଯ୍ୟାଦା ହେବ, ଯାହା ଆପଣଙ୍କୁ ଅଧିକ ପ୍ରୋତ୍ସାହିତ କରିବ । ପଦୋନ୍ନତିର ଯୋଗ ଅଛି,ପ୍ରତିକାର:-ପଙ୍ଗୁ ଭିକାରୀଙ୍କୁ ଖାଦ୍ୟ ଦିଅନ୍ତୁ ।

ମୀନ

ଘରେ କିଛି ସମୟରୁ ଚାଲୁଥିବା ସମସ୍ୟା ଗୁଡିକ ସମାପ୍ତ ହୋଇଯିବ । ଶାନ୍ତି ବାଗେଇ ରଖିବା ଚେଷ୍ଟା ଏବେ ରଂଗ ଆଣି ଘରେ ବଦଳୁ ଥିବା ଏହି ଶାନ୍ତି ପୂର୍ଣ୍ଣ ବାତା ବରଣ ପାଇଁ ଆପଣଙ୍କୁ ଈଶ୍ୱରଙ୍କୁ ଧନ୍ୟବାଦ କରିବା ଉଚିତ । ଘରେ ଶାନ୍ତି ଏବଂ ଆନନ୍ଦର ବାତାବରଣ ରହିବ । ସୁଖଦାୟକ ଘଟଣା ଘଟିବ । କାର୍ଯ୍ୟରେ ଯଶ ଏବଂ ସଫଳତା ମିଳିବ । ସ୍ଵାସ୍ଥ୍ୟ ଭଲ ରହିବ । ଆବଶ୍ୟକ କାମ ପଛରେ ଧନ ଖର୍ଚ୍ଚ ହେବ । ଚାକିରିରେ ସିଦ୍ଧି ଏବଂ ସଫଳତା ମିଳିବ,ପ୍ରତିକାର:- ଗାଈକୁ ରୁଟି ଓ ଗୁଡ଼ ଖାଇବାକୁ ଦିଅନ୍ତୁ ।