ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୫ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୧୫ ଜାନୁୟାରୀ, ୨୦୧୮

ମେଷ-

ଆଜି ପାଇଁ ଆପଣଙ୍କର ମୂଳମନ୍ତ୍ର ଅଟେ ବିଶ୍ୱାସ, ଆପଣଙ୍କୁ ଏହା ଜାଣିବାକୁ ଉଚ଼ିତ୍ ଯେ ନିଜର ହିଁ ପ୍ରିୟଜନ ଯେକି ଆପଣଙ୍କୁ ଭଲ ପାଆନ୍ତି, ତଥାପି ବିଶ୍ୱାସ କରିବାରେ କୁଣ୍ଠିତ ଅନୁଭବ କରୁଛନ୍ତି କାହିଁକି ?

ବୃଷ-

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

ମିଥୁନ-

ଅନ୍ୟମାନଙ୍କର ଅଭିଯୋଗ ସମାଲୋଚନାକୁ ଖାତିର ନ କରି ଦିନ କଟାଇବେ ଏବଂ ଅନ୍ୟମାନଙ୍କ ସମାଲୋଚନା ଦ୍ୱାରା ନିଜେ ପ୍ରଭାବିତ ହେବେ ନାହିଁ । ପରିଶେଷରେ ଅନ୍ୟମାନେ ଆପଣଙ୍କୁ ଗ୍ରହଣ କରିବେ ।

କର୍କଟ-

ଆଜି ଆପଣଙ୍କୁ ନିଜ ଘରେ ପୂର୍ଣ୍ଣ ଦିନ ବିତାଇଲେ ଆଜି ଆପଣ ନିଜ ପରିବାରର ସୁନ୍ଦରତାକୁ ଚିହ୍ନି ପାରିବେ । ତାଙ୍କ ଦ୍ୱାରା ମିଲିଥିବା ସହଯୋଗ ଆପଣଙ୍କ ମନକୁ ସ୍ପର୍ଶ କରିବ ।

ସିଂହ-

ଆଜି ଆପଣ ନିଜର ଘରବାଲା ଓ ସାଂଗ ମାନଙ୍କ ସହିତ ମଜା ନେବେ ,ଯେଉଁଥିରେ ଆପଣଙ୍କ ଘର ଉପରେ ଖୁସିରେ ବାତାବରଣ ବାଗେଇ ହୋଇ ରହିବ । ଅଧିକ ସମୟ ଧରି ଘରେ ଚାଲିଥିବା କଳିକଜିଆରୁ ଆପଣଙ୍କୁ ମୁକ୍ତି ମିଳିଯିବ ।

କନ୍ୟା-

ଆଜି ଆପଣ ନିଜ କଳାକୁ ଚ଼ିହ୍ନି ପାରିବେ ନିଜର ସବୁ ଦିନିଆ ଦିନଚ଼ର୍ଚ୍ଚାରେ କିଛି ପରିବର୍ତ୍ତନ ଆଣନ୍ତୁ । ଛୋଟ ଛୋଟ କଥାରେବି ଆପଣଙ୍କର ନିଜର ତିକ୍ଷଣ ବୁଦ୍ଧି ପାଇଁ ପ୍ରଶଂସା ମିଳିବ ।

ତୁଳା-

ଆଜି ଦିନଟି ସନ୍ତୋଷଜନକ ଆଜିର କାର୍ଯ୍ୟାବଳୀ ମନରେ ଖୁସି ଭରି ଦେବ । ଅତୀତର ଧୈଯ୍ୟ ଏବଂ କଠିନ ପରିଶ୍ରମ ଫଳ ଉପଭୋଗ କରିବେ । କୌଣସି ଦ୍ୱିଧାବୋଧନ ନ କରି ସୁଫଳକୁ ବଂଧୁମାନଙ୍କ ସହିତ ମିଳି ଉପଭୋଗ କରନ୍ତୁ ।

ବିଛା-

ଆଜି ଆପଣ କୌଣସି ଏକ ସାମାଜିକ ସମାରୋହର ଭାଗ ନେବେ । ଏହି ସମାରୋହର ଆପଣଙ୍କ ସମ୍ପର୍କୀୟଙ୍କ ଘରେ ମଧ୍ୟ ହୋଇପାରେ । ଏହି ସମାରୋହରେ ଯିବା ଦ୍ୱାରା ଆପଣଙ୍କୁ ବହୁତ ଖୁସି ଲାଗିବ ।

ଧନୁ-

ଆଜି ଆପଣଙ୍କ ଜୀବନରେ ଗତିପଥ ସମାନ୍ ନୁହେଁ । ଏମିତି ଲାଗୁଛି ଯେପରି ଆପଣଙ୍କର ଆଖପାଖର ପରିସ୍ଥିତି ଖରାପ ଆଡ଼କୁ ଗତିକରୁଛି । ଆପଣଙ୍କ କାର୍ଯ୍ୟସ୍ଥଳରେ କିଛି ଅଦରକାରୀ ପରିବର୍ତ୍ତନ ହୋଇପାରେ ।

ମକର-

ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ ।

କୁମ୍ଭ–

ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।

ମୀନ-

ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।