ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୧୯ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୧୯ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ ନିତିଦିନ କାର୍ଯ୍ୟକ୍ରମରେ କିଛି ନୂତନତା ଆଣିବାକୁ ଚ଼େଷ୍ଟା କରିବେ । ଆପଣ ସେହି କାର୍ଯ୍ୟ କରନ୍ତୁ ଯାହା ଆପଣଙ୍କର ବହୁତ ଦିନରୁ କରିବାର ଇଚ୍ଛାଥିଲା ।

ବୃଷ-

ଆପଣ ଖେଳିବା କିମ୍ବା ଚଳଚ୍ଚିତ୍ର ଦେଖିବାପାଇଁ ଚାହୁଁଥିଲେ ମଧ୍ୟ ଏହା ଆପଣଙ୍କର ପଢିବାର ସମୟ । ଆଜି ଆପଣଙ୍କ ମନ କିଛିଟା ବିଚଳିତ ରହିବ ,ମାତ୍ର ଆପଣ ନକାରାତ୍ମକତାରୁ ଧ୍ୟାନ ହଟାଇ ପଢାରେ ମନ ଦେବା ଉଚିତ ।

ମିଥୁନ-

ଆଜି ଆପଣ ପରିବାରର ଲୋକଙ୍କ ଜୀବନରେ ସ୍ନେହ ଭରିଦିଅନ୍ତୁ । ଆଜିର ଦିନ ପରିବାର ଲୋକଙ୍କ ସହ କଟାଇବାର ଦିନ ଅଟେ । ଆପଣଙ୍କ ସ୍ନେହକୁ ଆପଣଙ୍କ ପରିବାର ଲୋକ ବୁଝିବେ । ଆଜି ଆପଣଙ୍କ ବିରତ୍ୱରେ ଦୃଢ଼ତା ଆସିବ ।

କର୍କଟ-

ଆଜି ଆପଣଙ୍କୁ ନିଜ କାର୍ଯ୍ୟାଳୟ କିମ୍ବା ଘରେ କିଛି ଚ଼ିନ୍ତା ଅନୁଭବ ହୋଇପାରେ । ସମ୍ଭାବନା ଯେ ଆପଣଙ୍କର ଆଖପାଖ ଲୋକ ରାଗରେ ରହିପାରନ୍ତି ,ଯାହାର ପ୍ରଭାବ ଆପଣଙ୍କର ମୁଡ଼୍ ଉପରେ ମଧ୍ୟ ପଡ଼ିପାରେ ।

ସିଂହ-

ଆଜି ଆପଣ ନିଜ ବୁଦ୍ଧିକୁ ନିଜେ ଆର୍କଷିତ କରିବେ । ଗୋଟିଏ ଭଲ ବିଷୟ ପ୍ରତି ଆପଣଙ୍କର ଅଧିକ ରୁଚ଼ି ବଢ଼ିବ । ଏହି ପ୍ରକାର ଅଲଗା ଅଲଗା ବିଷୟରେ ନିଜର ଜ୍ଞାନ ବଢ଼ାଇବା ଦ୍ୱାରା ଆପଣଙ୍କୁ ଲାଭ ହେବ

କନ୍ୟା-

ଆଜି ଆପଣ ସେମାନଙ୍କୁ ଜଣାଇଦେବେ ଯେ ଆପଣ ସେମାନଙ୍କ ସାହାଯ୍ୟ କିପରି ଗ୍ରହଣ କରିଛନ୍ତି ଏବଂ ସବୁବେଳେ ଆପଣ ସେମାନଙ୍କ ବ୍ୟତିତ ଅନ୍ୟ କାହାର ସାହାଯ୍ୟ ଆବଶ୍ୟକ ହେଲେ ଆପଣ ସାହାଯ୍ୟ କରିବାକୁ ପଛାନ୍ତୁ ନାହିଁ ।

ତୁଳା-

ଆଜି ଆପଣ ସମାଜସେବା କରିବାକୁ ମନବଳାଇବେ । ଆଜି ଆପଣ ପଇସା ପତ୍ର କିମ୍ବା ସମୟ ଦେଇ ଆବଶ୍ୟକ କରୁଥିବା ଲୋକଙ୍କ ସାହାଯ୍ୟ କରିବାକୁ ଚ଼େଷ୍ଟା କରିବେ । ଦିନ ସରିଲେ ଆପଣ କାମ ପାଇଁ ବହୁତ ଖୁସି ହେବେ ।

ବିଛା-

ଆଜି ଆପଣଙ୍କୁ ଆପଣଙ୍କ ପରିବାରର ପୂରା ସହଯୋଗ ମିଳିବ । ଯଦି ଆପଣ କୌଣସି ଅସୁବିଧାରେ ପଡୁଛନ୍ତି , ତେବେ ଆପଣ ନିଜର ଲୋକମାନଙ୍କ ସାହାଯ୍ୟ ନିଅନ୍ତୁ । ଆପଣ ଯେକୌଣସି ପ୍ରକାର ସାହାଯ୍ୟ ଚାହୁଁଛନ୍ତି ଆପଣଙ୍କୁ ମିଳିପାରିବ । ସେଥିପାଇଁ ସାହାଯ୍ୟ ମାଗିବାକୁ କୁଣ୍ଠା ପ୍ରକାଶ କରନ୍ତୁ ନାହିଁ ।

ଧନୁ-

ଆଜି ଆପଣ ନିଜକୁ ପ୍ରସ୍ତୁତ କରିବାର ଦିନ । ନିଜର ବିଲଗୁଡିକୁ ଅଲଗା କରନ୍ତୁ । ଆଲମୀରାଗୁଡ଼ିକୁ ସଫା କରନ୍ତୁ ଏବଂ ନିଜ ପାଇଁ ଗୋଟିଏ ବନେଟ୍ ନିର୍ଦ୍ଧାରଣ କରନ୍ତୁ ।

ମକର-

ଆଜି ଆପଣ ଆତ୍ମବିଶ୍ଳେଷଣରେ ସମୟ ବିତାଇବେ । ଆପଣ କେତେ କଠିନ ପରିଶ୍ରମ କରି ଆଜି ପ୍ରତିଷ୍ଠିତ ହୋଇପାରିଛନ୍ତି , ସେ ବିଷୟରେ ଚ଼ିନ୍ତା କରିବେ ଏବଂ ଭବିଷ୍ୟତରେ କଣ କରିବେ ମଧ୍ୟ ଯୋଜନା କରିବେ । ଆପଣ ଭବିଷ୍ୟତରେ ଉପଯୁକ୍ତ ପାଇବା ପାଇଁ ଏହା ସାହାଯ୍ୟ କରିବ ।

କୁମ୍ଭ-

ବୋଧହୁଏ ଆଜି ଆପଣଙ୍କୁ ନିଜ ଆଖପାଖ ଲୋକଙ୍କ ପାଇଁ ନିରାଶ ହେବାକୁ ପଡ଼େ । ହୁଏତ ଏହାର କାରଣ ଆପଣଙ୍କୁ ତାଙ୍କଠାରୁ ଅଧିକ ଆଶା ରଖିବାକୁ ପଡ଼ିବ । ଏହାହିଁ ସତ୍ୟ ଯେ ଆମକୁ କାହାଠାରୁ ଅଧିକ ଆଶା ନ ରଖିବା ଉଚ଼ିତ୍ ।

ମୀନ-

ପରିବାର ଲୋକଙ୍କ ସାଙ୍ଗରେ କେଉଁଠି ବୁଲିବାକୁ ଗଲେ ଆପଣଙ୍କ ସମ୍ପର୍କ ଆହୁରି ଘନିଷ୍ଠ ହେବ । ମନେରଖନ୍ତୁ ନିଜକୁ ସ୍ଫୁର୍ତ୍ତି ରଖିବାକୁ ହେଲେ ପରିବାର ଲୋକଙ୍କ ସାଙ୍ଗରେ ସମୟ କଟାନ୍ତୁ ।ଏହା ଠାରୁ ଭଲ ରାସ୍ତା ଆପଣଙ୍କ ପାଖରେ ନାହିଁ ।