ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୨୨ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୨୨ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣଙ୍କର ଭ୍ରମଣ କରିବା ସମ୍ଭାବନା ଅଛି । କୌଣସି ଏକ ଧର୍ମପୀଠ,ସାଂସ୍କୃତିକ କିମ୍ବା ଐତିହାସିକ ଗୁରୁତ୍ତ୍ୱପୂର୍ଣ୍ଣ ସ୍ଥାନ ବୁଲିବାକୁ ଯାଇପାରନ୍ତି । ଏହା ଏକ କମ୍ ସମୟର ଯାତ୍ରା ହୋଇପାରେ କିନ୍ତୁ ଆପଣଙ୍କ ଜୀବନରେ ଏହା ଗୁରୁତ୍ତ୍ୱପୂର୍ଣ୍ଣ ହେବ ।

ବୃଷ-

ଆପଣ ପରିବାରର କାର୍ଯ୍ୟ କ୍ଷେତ୍ର ଏବଂ ବୈବାହିକ ଜୀବନରେ ସଫଳତାର ସ୍ୱାଦ ଉପଭୋଗ କରିବେ । ଆପଣଙ୍କର ଭବିଷ୍ୟତର ସୁଖ ସ୍ୱାଛନ୍ଦ୍ୟର ଭାବନା । ଆପଣଙ୍କ ଦିନଟି ସୁଖରେ କଟିବ । ଏହା ଅନ୍ୟମାନଙ୍କୁ ପ୍ରଭାବିତ କରିବ ।

ମିଥୁନ-

ଆଜି ଆପଣ ଏମିତି କାର୍ଯ୍ୟରେ ମନୋନିବେଶ କରିବେ ଯାହାକି ଆଧ୍ୟାତ୍ମିକ ସମ୍ପର୍କିତ । ଏହାଦ୍ୱାରା ଆପଣ ଖୁସି ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଏହା ଦ୍ୱାରା ଆପଣ ସଠିକ ମାର୍ଗ ଦର୍ଶନ ପାଇପାରନ୍ତି ଏବଂ ଏହାର ପୁରାଲାଭ ଉଠାନ୍ତୁ ।

କର୍କଟ-

ଆଜି ଆପଣଙ୍କର ଦିନ ଶାନ୍ତିରେ କଟିବ । ଦୁନିଆର ଅଶାନ୍ତି ବାତାବରଣ ଆପଣଙ୍କୁ ବ୍ୟସ୍ତ କରିପାରିବ ନାହିଁ । ଆଜି ଆପଣ ନିଜ ମସ୍ତିଷ୍କକୁ କିଛି ସମୟ ବିଶ୍ରାମ ଦେଲେ ଭଲ ହେବ ।

ସିଂହ-

ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ବ୍ୟବସାୟ କାର୍ଡ ନେବା ଉଚିତ ହେବ ।

କନ୍ୟା-

କେବେ ଆପଣ ଭାବିଛନ୍ତି ଯେ କାହିଁକି ଆପଣଙ୍କ ଘରେ ଏତେ କଳି ହେଉଛି ? ବୋଧହୁଏ ଆପଣଙ୍କୁ ନିଜ କ୍ରୋଧ ସମ୍ବରଣ କରିବା ଉଚ଼ିତ୍ । ଆପଣ ନିଜ ପରିବାରବର୍ଗଙ୍କୁ ସମ୍ମାନ ପ୍ରଦର୍ଶନ କଲେ ସେମାନେ ମଧ୍ୟ ଆପଣଙ୍କୁ ପ୍ରତିଦାନରେ ଯଥୋଚ଼ିତ ସମ୍ମାନ ଦେବେ ।

ତୁଳା-

ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।

ବିଛା-

ଆଜି ଆପଣଙ୍କ ଜୀବନରେ ଭ୍ରମ ସୃଷ୍ଟି ହୋଇପାରେ, ସାବଧାନ ରୁହନ୍ତୁ । ନିଜ ବାଣୀ ଉପରେ ଧ୍ୟାନ ଦିଅନ୍ତୁ ଯେଉଁ ଥିରେ କି ଆପଣ ଆପଣଙ୍କର ସାଙ୍ଗ ମାନଙ୍କୁ କିଛି ଭୂଲ କଥା ନ କୁହନ୍ତୁ ।

ଧନୁ-

ଆଜି ଆପଣ ଜାଣିବାକୁ ପାଇବେ ଯେ ସତ୍ତାରେଥିବା ଲୋକମାନଙ୍କ ସହିତ ଆପଣଙ୍କର ସମ୍ବନ୍ଧ ପ୍ରଗାଢ଼ ଅଛି । ଏଥିରୁ କେହି ଲୋକ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ମକର-

ପ୍ରେରଣା ହିଁ ଆଜି ଆପଣଙ୍କର ମୂଳ ମନ୍ତ୍ର ଅଟେ । ଆଜି ଆପଣ ନିଜକୁ ସେହି କାମଟି କରିବା କୁ ପ୍ରସ୍ତୁତ କରନ୍ତୁ ଯାହାକୁ ଅନ୍ୟମାନେ ଅସମ୍ଭବ ବୋଲି ମାନନ୍ତି ।

କୁମ୍ଭ-

ଆଜି ଆପଣଙ୍କ ଭାଗ୍ୟରେ ହଠାତ୍ ପରିବର୍ତ୍ତନ ହେବ । ଆପଣଙ୍କ କାର୍ଯ୍ୟ ଆପଣଙ୍କ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ କରିଦେବ ।ଆପଣଙ୍କ ଭଲ ଗୁଣ ଯୋଗୁଁ ଆଜି ଆପଣଙ୍କର ନୂଆ ବନ୍ଧୁ ହେବ ଏବଂ କିଛି ବ୍ୟବସାୟୀଙ୍କ ସହ ମଧ୍ୟ ଆପଣଙ୍କର ଭଲ ସମ୍ବନ୍ଧ ହୋଇପାରିବ ।

ମୀନ-

ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।ଏହାକୁ ଉପଭୋଗ କରିବେ ।