ଆଜିର ଦିନଟି କେମିତି କଟିବ ଆପଣଙ୍କ ପାଇଁ? ୨୩ ଜାନୁୟାରୀ, ୨୦୧୮

ଆଜିର ରାଶିଫଳ: ୨୩ ଜାନୁୟାରୀ, ୨୦୧୮

ମେଷ-

ଆଜି ଆପଣ ବହୁତ ବଡ଼ ସ୍ୱପ୍ନ ଦେଖିବେ ,ଆପଣଙ୍କ ଜୀବନରେ କଣ କରିବାକୁ ହେବ । ଆଜି ଆପଣ ଜୀବନେର ଥିବା ସବୁ କାର୍ଯ୍ୟର ତାଲିକା ପ୍ରସ୍ତୁତ କରନ୍ତୁ । ଏହି ଦିଗରେ କରାଯାଇଥିବା ପ୍ରୟାସ ବହୁତ ଲାଭ ଦାୟକ ହେବ ।

ବୃଷ-

ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।

ମିଥୁନ-

ଯଦି ଆପଣ କୌଣସି ଆଇନଗତ କେସ୍ ଲଢ଼ୁଛନ୍ତି ତେବେ ଆପଣଙ୍କ ଜିତିବା ନିଶ୍ଚୟ । କୌଣସି ଜଣେ ଅନୁଭବି ଓକିଲଙ୍କ ପରାମର୍ଶ ନିଅନ୍ତୁ । ଚ଼ିନ୍ତାର କୌଣସି କାରଣ ନାହିଁ, କାହିଁକି ନା ଉଚ୍ଚ ଅଧିକାରୀ ଆପଣଙ୍କ ସପକ୍ଷରେ ରହିବେ ।

ଆହୁରି ପଢନ୍ତୁ: ଜାଣନ୍ତୁ କେଉଁ ନମ୍ବର ଗାଡି କିଣିଲେ ଆପଣ ଅସୁବିଧାର ସମ୍ମୁଖୀନ ହୋଇ ପାରନ୍ତି। |

ଦୈନିକ ଅଦା ବ୍ୟବହାର କରିବା ଦ୍ଵାରା ମିଳିଥାଏ ଏହି ସବୁ ଉପକାର।

କ୍ଷୀର ସାଙ୍ଗରେ ତୁଳସୀ ମିଶେଇ ରାତିରେ ପିଇଲେ ମିଳିଥାଏ ଏହି ସବୁ ଉପକାର।

କର୍କଟ-

ଆଜି ଆପଣ ନିଜର ମୂଲ୍ୟବାନ ଜିନିଷକୁ ସାଇତି ରଖନ୍ତୁ ,ନଚ଼େତ୍ ତାହା ହଜିଯିବାର ସମ୍ଭାବନା ଅଛି । ଆଦୌ ଚ଼ିନ୍ତା କରନ୍ତୁ ନାହିଁ । କେବଳ ସତର୍କତା ଅବଲମ୍ବନ କରନ୍ତୁ ।

ସିଂହ-

ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।

କନ୍ୟା-

ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।

ତୁଳା-

ଆଜି ଆପଣ ସାମାଜିକ ଗତି ବିଧି ଗୁଡ଼ିକ ପ୍ରତି ଆକର୍ଷିତ ରହିବେ ,ସିଏ ବନ୍ଧୁମାନଙ୍କ ଯଥେଷ୍ଟ ପିଇବା ପାଇଁ କେଉଁଠି ବାହାରକୁ ଯିବା ହେବ ବା ରାତ୍ରିଭୋଜନ ଖାଇବାର ହେବ । ଏହା ଆପଣଙ୍କ ମଜ୍ଜା କରିବାର ସମୟ ଅଟେ ।

ବିଛା-

ଆଜି ଆପଣଙ୍କର ବହୁତ ଦିନ ଧରି ଅଟକି ଥିବା କାମ ପୂରାହେବ । କେହି ଜଣେ ମହତ୍ତ୍ୱପୂର୍ଣ୍ଣ ବ୍ୟକ୍ତି ଯିଏକି ଏପର୍ଯ୍ୟନ୍ତ ଆପଣଙ୍କ ପାଇଁ ବାଧା ହୋଇ ରହିଥିଲା ସେ ଏବେ ଆପଣଙ୍କର ସାହାଯ୍ୟ ପାଇଁ ଆଗେଇ ଆସିବେ ।

ଧନୁ-

ଆଜି ଆପଣ ସେମାନଙ୍କ ସହିତ ସମୟ କଟାନ୍ତୁ । ଯେଉଁମାନଙ୍କ ସହିତ ସମୟ କଟାଇବାପାଇଁ ବହୁତ ଦିନରୁ ଅପେକ୍ଷାରତ ,ନିଜ ବନ୍ଧୁମାନଙ୍କୁ ଦେଖାକରନ୍ତୁ କିମ୍ବା ନିଜ ପରିବାରର ଲୋକ ମାନଙ୍କ ସହିତ ସମୟ କଟାନ୍ତୁ ।

ମକର-

ଆଜି ସନ୍ଧ୍ୟାରେ ଆପଣ ନିଜର ମୂଲ୍ୟବାନ , ଜିନିଷ ଚୋରୀ ପାଇଁ ଚିନ୍ତିତ ରହିପାରନ୍ତି । ଯେଉଁଥିପାଇଁ ଆପଣ କିଛି ସୁଚିନ୍ତିତ ପଦକ୍ଷେପ ନେଇ ପାରନ୍ତି । ତେଣୁ ସାବଧାନ ରୁହନ୍ତୁ ।

କୁମ୍ଭ-

ଆଜି ଆଧ୍ୟାତ୍ମିକତା ପ୍ରତି ରୁଚି ଯୋଗୁଁ ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରା ଯିବାପାଇଁ ଚାହୁଁଛି । ନିଜର ପ୍ରସ୍ତୁତି ଆରମ୍ଭ କରିଦିଅନ୍ତୁ । ଏହି ଯାତ୍ରା ଆପଣଙ୍କୁ ଶାନ୍ତ ଦେବ ଏବଂ ସଠିକ ମାର୍ଗ ଦେଖାଇବ ।

ମୀନ-

ଆପଣଙ୍କୁ ହଠାତ୍ ଏକ ହଜିଯାଇଥିବା ବସ୍ତୁ ମିଳିଯିବ । ଏହା କୌଣସି ଉପହାର, କୌଣସି ମୂଲ୍ୟବାନ ବସ୍ତୁ କିମ୍ବା କୌଣସୀ ମହତ୍ତ୍ୱପୂର୍ଣ୍ଣ ଦଲିଲ୍ ହୋଇପାରେ ।