ଆଜିର ରାଶିଫଳ, 1 ଡିସେମ୍ବର 2021, ବୁଧବାର, ଗଣେଶଙ୍କ ଆଶୀର୍ବାଦ ରହିବ ଏହି ୬ଟି ରାଶି ଉପରେ, ଆର୍ଥିକ ସ୍ଥିତିରେ ହେବ ଉନ୍ନତି

ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।

ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ  ୧ ଡିସେମ୍ବର ୨୦୨୧ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।

ମେଷ ରାଶି : ଏହି ରାଶିର ଲୋକ ମାନଙ୍କ ଜୀବନରେ ବହୁତ ସାରା ଖୁସି ଆସିବାକୁ ଯାଉଛି । ଆପଣଙ୍କର ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଅଧିକ ଲାଭ ହେବ । ଆପଣ ଆଗରୁ ଯେଉଁ ଯୋଜନା କରି ରଖିଛନ୍ତି ତାହା ଆଜି କାର୍ଯ୍ୟକାରୀ କରି ପାରିବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ସମାଜ ରେ ଆପଣଙ୍କର ନୂଆ ପରିଚୟ ସୃଷ୍ଟି ହେବ । ଘର ପରିବାର ରେ ଆପଣଙ୍କର ମାହୋଲ ଭଲ ରହିବ । ଆପଣଙ୍କର ସ୍ୱାସ୍ଥ୍ୟ ରେ ସୁଧାର ଆସିବ ।

ବୃଷ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଧାର୍ମିକ ଯାତ୍ରା କରିବେ । ଆପଣଙ୍କର ଅଟକି ଥିବା ପୁରୁଣା କାମ ଆରମ୍ଭ ହେବ । ମାତା ପିତା ମନକ ସହଯୋଗ ଆପଣ ଅପାଇବେ । ଯାହା ଦ୍ଵାରା ଜୀବନର ପ୍ରତେକ ଟି କ୍ଷେତ୍ର ରେ ଆପଣ ସଫଳତାର ଶୀର୍ଷ ରେ ପହଞ୍ଚି ଅପରିବେ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଧନ ଲାଭ କରିବେ । ଯଦି ଆପଣ ସରକାରୀ ଚାକିରି ଅପେକ୍ଷା ରେ ଅଛନ୍ତି ତେବେ ତାହା ପାଇ ପାରିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଶୁଭ ସମ୍ବାଦ ଶୁଣିବାକୁ ପାଇବେ ।

ମିଥୁନ ରାଶି : ଏହି ରାଶିର ଲୋକ ମାନଙ୍କ ଜୀବନରେ ଧନର ବର୍ଷା ହେବାକୁ ଯାଉଛି । ଗୃହରେ ସୁଖ ଶାନ୍ତି ଲାଗି ରହିବ । ଚାକିରି କ୍ଷେତ୍ର ରେ ଆପଣଙ୍କର ନୂଆ ପଦ ପାଇ ପାରିବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ଛାତ୍ର ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କାରନ୍ତୁ । ସାଙ୍ଗ ସାଥି ଙ୍କ ଗହଣରେ ଆପଣଙ୍କର ଦିନ କଟିବ ।

କର୍କଟ ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବରେ ଜୀବନ ସାଥି ଙ୍କ ସହ ଦୂର ଜାଗାକୁ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ଆପଣଙ୍କର ପାରିବାରିକ ବାତାବରଣ ହସ ଖୁଶିର ରହିବ । ଛାତ୍ର ମାନେ ପାଠ ପଢା ରେ ରୁଚି ରଖିବେ । ଯଦି ଆପଣ କୌଣସି ଇଣ୍ଟରବିୟୁ ଦେବାକୁ ଯାଉଛନ୍ତି ତେବେ ସେଥିରେ ସଫଳ ହେବେ । ଆପଣ ସନ୍ତାନ ସୁଖ ପ୍ରାପ୍ତ କରିବେ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ ।

ସିଂହ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଦୂର ସ୍ତାହନ କୁ ଯାତ୍ରା କରିବେ । ବେପାର ଓ ବାଣିଜ୍ୟ କ୍ଷେତ୍ର ରେ ଆପଣ ଲାଭାବନା ହେବା ସହ କୌଣସି ନୂଆ ଯୋଜନା କାର୍ଯ୍ୟକାରୀ କରିବେ । ଯେଉଁ ମାନଙ୍କର ବିବାହ ରେ ବିଳମ୍ବ ହେଉଥିଲା ସେମାନଙ୍କର ବିବାହ ଯୋଗ ରହିଛି । ଅଫିସରେ ଆପଣ ବରିଷ୍ଠ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ପାଇବେ । ଯାହା ଦ୍ଵାରା ଆପଣ କିଛି ନୂଆ କରିବାକୁ ଚେଷ୍ଟା କରିବେ । ଆଜି ଆପଣ ବଡ ଦାୟିତ୍ଵ ପରିବାର ତରଫରୁ ପାଇବେ ।

କନ୍ୟା ରାଶି : ଏହି ରାଶିର ଲୋକ ମାନେ ଖୁବ କମ ପରିଶ୍ରମ କରି ଅଧିକ ସଫଳତା ହାସଲ କରିବେ । କୌଣସି କ୍ଷେତ୍ର ରୁ ଅଚାନକ ଧନ ପ୍ରାପ୍ତ କରିବେ । ମହିଳା ମାନେ ପୂଜା ପାଠ ରେ ବ୍ୟସ୍ତ ରହିବେ । ବିଦ୍ୟାର୍ଥୀ ମାନେ ଶିକ୍ଷା କ୍ଷେତ୍ର ରେ ଆଗ୍ରହ ପ୍ରକାଶ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ସାଲାରି ରେ ବୃଦ୍ଧି ହୋଇପାରେ । ସମାଜ ରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଯାହା ଦ୍ଵାରା ଆପଣ ପ୍ରଶଂସା ର ପାତ୍ର ହେବେ । ଆପଣ ନିଜର ବଚନ ଉପରେ ନିୟନ୍ତ୍ରଣ ରଖନ୍ତୁ । କୌଣସି ଖାସ ବ୍ୟକ୍ତି ଙ୍କ ସାହା ଆପଣଙ୍କର ଭେଟ ହୋଇପାରେ ।

ତୁଳା ରଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଭଲ ସମୟ ବିତାଇବାର ସୁଯୋଗ ପାଇବେ । ଆପଣଙ୍କର ବୈବାହିକ ଜୀବନ ସୁଖମୟ ରହିବ । ମହିଳା ମାନେ ଉପହାର କ୍ରୟ କରିବେ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ସାମାଜିକ କ୍ଷେତ୍ର ରେ ଆପଣ ନିଜକୁ ନିଯୋଜିତ କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ଭଲ ରହିବ । ଆର୍ଥିକ ସ୍ଥିତି ରେ ସୁଧାର ଆସିବ । ଆପଣଙ୍କର ଅଟକି ଥିବା ପୁରୁଣା କାମ ଆରମ୍ଭ ହେବ ।

ବିଛା ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଭଲ ସମୟ ବିତାଇବେ । ଆଜି ଆପଣଙ୍କୁ କୌଣସି ବଡ ଦାୟିତ୍ଵ ମିଳିପାରେ । ଖାସ ମିତ୍ର ମାନଙ୍କ ସହ ଆପଣଙ୍କର ଭେଟ ହୋଇଆପରେ । ଯାହା ପାଇଁ ଆପଣଙ୍କ ମନ ପ୍ରସନ୍ନ ରହିବ । ଛାତ୍ର ମାନେ ପାଠ ପଢା ରେ ଆଗରେ ରହିବେ । ରାଜନୀତି ଓ କଳା କ୍ଷେତ୍ର ରେ ଥିବା ବ୍ୟକ୍ତି ମାନେ ସଫଳ ହେବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ଗୃହରେ କୌଣସି ଶୁଭ କାର୍ଯ୍ୟ ହୋଇପାରେ । ସାଙ୍ଗ ସାଥି ଙ୍କ ସହ ଆପଣଙ୍କର ସମ୍ପର୍କ ନିବିଡ ରହିବ ।

ଧନୁ ରାଶି : ଏହି ରାଶିର ଲୋକ ମାନେ ଜୀବନରେ କିଛି କରିବାକୁ ହେଲେ କଠିନ ପରିଶ୍ରମ କରନ୍ତୁ । ଆପଣଙ୍କ ଜୀବନରେ କୌଣସି ଖାସ ବ୍ୟକ୍ତିଙ୍କ ଆଗମନ ହୋଇପାରେ । ଘର ପରିବାର ରେ ମାହୋଲ ସୁଖଦ ରହିବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ପ୍ରେମୀ ଯୁଗଳ ମାନେ ନିଜ ସାଥି ଙ୍କ ସହ ଭଲ ସମୟ ବିତାଇବେ । ଭାଇ ଭଉଣୀ ଙ୍କ ସହଯୋଗ ଆପଣ ପାଇବେ । ଅଫିସରେ ବଡ ଅଧିକାରୀ ଙ୍କ ସମର୍ଥନ ଆପଣ ପାଇବେ । ଯାହା ଦ୍ଵାରା ଆପଣଙ୍କ ମାନ ବୃଦ୍ଧି ହେବ ।

ମକର ରାଶି : ଏହି ରାଶିର ଲୋକ ମାନେ ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ରୋମାନସ କରିବାର ସୁଯୋଗ ପାଇବେ । ଆପଣଙ୍କର ଅଟକି ଥିବା କାମ ଆରମ୍ଭ ହେବ । କୌଣସି କ୍ଷେତ୍ର ରୁ ଆପଣ ଶୁଭ ସମାଚାର ଶୁଣିବାକୁ ପାଇବେ । ସମାଜ ରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଯାହା ଦ୍ଵାରା ଅନ୍ୟ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । ଛାତ୍ର ମାନେ ପାଠ ପଢା ର ଆଗରେ ରହିବେ । ମହିଳା ମାନେ ପୂଜା ପାଠ ରେ ବ୍ୟସ୍ତ ରହିବେ ।

କୁମ୍ଭ ରାଶି : ଏହି ରାଶିର ପ୍ରେମୀ ଯୁଗଳ ମାନେ ପରସ୍ପର ସହ ଅଧିକ ସମୟ ବିତାଇବାର ମୌକା ପାଇବେ । ପାରିବାରିକ ମାହୋଲ ହସ ଖୁଶିର ରହିବ । ଚକଇରୀ କ୍ଷେତ୍ର ରେ ଆପଣ ନୂଆ ପଦ ହାସଲ କରିବେ ବ୍ଯବହସୟ କ୍ଷେତ୍ର ରେ ଆପଣ ଲାଭବାନ ହେବା ସହ ନୂଆ ଯୋଜାନା ଆରମ୍ଭ କରିବେ । ସନ୍ତାନ ମାନଙ୍କ ପାଇଁ ଆପଣ ଚିନ୍ତିତ ରହିବେ । ତେଣୁ ନିଜର ସ୍ୱାସ୍ଥ୍ୟ ର ଧ୍ୟାନ ରଖନ୍ତୁ । ଧାନ କମାଇବାର ନୂଆ ଅବସର ଆପଣ ଆଇବେ ।

ମୀନ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ଅଧିକ ସମୟ ବିତାଇବା ସହ ସ୍ଵାଦିଷ୍ଟ ଭୋଜନର ଆନନ୍ଦ ନେବେ । ଆପଣଙ୍କ ଜୀବନରେ ଅପାର ଖୁସି ଆସିବା ସହ ଧନର ଆଗମନ ହେବାକୁ ଯାଉଛି । ପ୍ରେମ କରୁଥିବା ବ୍ୟକ୍ତି ସଫଳ ହେବେ । ସମାଜରେ ଆପଣଙ୍କର ଯଶ ଓ କୀର୍ତ୍ତି ସ୍ଥାପନ ହେବ । ଗୃହରେ କୌଣସି ଶୁଭ କାର୍ଯ୍ୟ ହୋଇପାରେ । ଛାତ୍ର ମାନେ ପରୀକ୍ଷା ରେ ସଫଳ ହେବେ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।