ଆଜିର ରାଶିଫଳ, 25 ଡିସେମ୍ବର 2019, ବୁଧବାର, ମହାଦେବ ଏହି ୩ଟି ରାଶିର ସବୁ ମନୋକାମନା ପୂର୍ଣ୍ଣ କରିବେ

୧-ମେଷ

ସମାଜ ସେବାରେ ସ୍ଵନାମ ଅର୍ଜନ କରିପାରିବେ । ଦାମ୍ପତ୍ୟ ସୁଖରେ ମଧୁରତା ଆସିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ରାଜନୀତି କ୍ଷେତ୍ରରେ ମାନସମ୍ମାନ ଓ ପ୍ରତିଷ୍ଠା ଅକ୍ଷୁର୍ଣ୍ଣ ରହିବ । ନ୍ୟାୟମାର୍ଗ ଓ ମିଷ୍ଟ ବଚନ ଯୋଗେ ନିମ୍ନବର୍ଗ ଲୋକଙ୍କ ଠାରୁ ସମ୍ମାନ ପାଇବା ସମ୍ଭବ ହେବ । ବ୍ୟବସାୟରେ ଉଧାର ଦେଇ ଫେରି ପାଇବା ସହଜ ହେବ । ପ୍ରତିକାର–ମାଦକଦ୍ରବ୍ୟଠାରୁ ଦୂରେଇ ରୁହନ୍ତୁ ।

୨-ବୃଷ

ବିଭିନ୍ନ ବିଭାଗୀୟ ପରୀକ୍ଷା ଦେବାର ସୁଯୋଗ ପାଇବେ । ପାରିବାରିକ କ୍ଷେତ୍ରରେ ମାନସିକ ଶାନ୍ତି ମିଳିବ । ମହିଳାମାନେ ପରିଶ୍ରମର ସୁଫଳ ଭୋଗ କରିବେ । ନୂତନ ଲୋକଙ୍କସହ ବନ୍ଧୁତ୍ୱ ସ୍ଥାପନ ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେଶିକ୍ଷାକ୍ଷେତ୍ରରେ ହସ ଖୁସିରେ ସମୟ କଟାଇବେ ଓ ଉଚ୍ଚବିଦ୍ୟା ଅଧ୍ୟୟନ ପାଇଁ ବାହ୍ୟ ଦେଶକୁ ଯାତ୍ରା କରିବାର ସୁଯୋଗ ପାଇ ପାରନ୍ତି । ବ୍ୟବସାୟରେ ଉନ୍ନତି ଓ ଅଗ୍ରଗତିର ସୁଯୋଗ ପାଇବେ । କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୩-ମିଥୁନ

ବ୍ୟବସାୟୀମାନେ ଧନମାନ ଦିଗରୁ ସୁରକ୍ଷିତ ରହିବେ । ରାଜନୀତି କ୍ଷେତ୍ରରେ ବନ୍ଧୁମିଳନ ପାଇଁ ଦୂରଯାତ୍ରା କରିବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଶିକ୍ଷାର୍ଥୀମାନେ ଉଚ୍ଚ ଶିକ୍ଷାସ୍ଵପ୍ନକୁ ସାର୍ଥକ କରିବେ । କୌଣସି ବ୍ୟାଙ୍କରୁ ଋଣ ପାଇଁ ଯୋଗାଯୋଗ କାଲେ ସହଜ ସରଳରେ ରୁଣ ପ୍ରାପ୍ତି ହେବ । ସେୟାର ମାର୍କେଟ, ଲଟେରୀ, ଜୁଆ ଆଦିରେ ଅର୍ଥ ଖଟେଇଲେ ବିଶେଷ ଲାଭବାନ୍ ହେବେ । ପ୍ରତିକାର-ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୪-କର୍କଟ

ମହିଳାମାନେ ପରିବାରରେ ଆଦରଣୀୟା ହୋଇ ସୁଖଭୋଗ କରିବେ । ମାନସିକ ଦୁର୍ବଳତା ସହିତ ସାମୟିକ ବିଭ୍ରାନ୍ତି ଜନିତ ଆଳସ୍ୟଭାବ ଦେଖାଦେବ । କୌଣସି ନୂତନ କାର୍ଯ୍ୟ ଆରମ୍ଭକଲେ ବିପଦରେ ପଡିବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ବ୍ୟବସାୟ କ୍ଷେତ୍ରରେ ଅଗ୍ରଗତି ଘଟିବ । ଉପରିସ୍ଥ କର୍ମଚାରୀ ଆପଣଙ୍କର ସହଯୋଗ ଲୋଡିବେ । ବିପତ୍ତି କଟିବା ଫଳରେ ସୁଖ ସୌଭାଗ୍ୟ ବୃଦ୍ଧି ହେବ । ପାରିବାରିକ ବ୍ୟବସ୍ଥା ପରି ବର୍ତ୍ତନ ସାଙ୍ଗକୁ ଅର୍ଥସଙ୍କଟରୁ ମୁକ୍ତି ମିଳିବ । ପ୍ରତିକାର– ଗୋମାତାକୁ ଖାଇବାକୁ ଦେବେ ।

୫-ସିଂହ

ପ୍ରତିଯୋଗି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ କର୍ମ ନିଯୁକ୍ତି ପାଇବେ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ଆତ୍ମୀୟ ସ୍ଵଜନଙ୍କ ବୈରତା, ବୃଥା ଭ୍ରମଣରୁ ଆର୍ଥିକ କ୍ଷତି ସହିବାକୁ ପଡିବ । ଶିକ୍ଷାଖେତ୍ରରେ ଉଚ୍ଚାକାଂକ୍ଷା ପୁର୍ତ୍ତିର ଫଳ ସ୍ୱରୂପ ନିଜ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରି ପାରିବେ । ଗୁରୁ ଗୁରୁ ଜନଙ୍କ ଆଶୀର୍ବାଦ ବହୁକ୍ଷେତ୍ରରେ ସୁରକ୍ଷା ଦେବ । ବୈଷୟିକ ଅଭିବୃଦ୍ଧି ପାଇଁ ସମାଧାନର ରାସ୍ତା ପ୍ରସ୍ତୁତ କରିବେ । ରାଜନୀତିରେ ଶତ୍ରୁ ଓ ବିରୋଧୀମାନଙ୍କୁ ପରାସ୍ତ କରି ବିଜୟୀ ହେବେ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୬-କନ୍ୟା

ଯୁକ୍ତି-ତର୍କରେ ଦକ୍ଷତା ସହ ବ୍ୟବହାରିକ ବିଜ୍ଞାନ ଓ ଦର୍ଶନର ଗଭୀରତା ଭିତରକୁ ଟାଣିହୋଇ ଯିବେ । ବ୍ୟବସାୟିକ ସ୍ଥିତି ଅଚାନକ ବୃଦ୍ଧି ହେବା ଫଳରେ ଆଶାନୁରୂପ ଅର୍ଥାଗମ ହେବ । ନୂତନ ଚାକିରୀ ପାଇଁ ପ୍ରୟାସ ରତ ଥିଲେ ଉତ୍ସାହବର୍ଦ୍ଧକ ସମାଚାର ପାଇବେ । ବାଦବିବାଦ, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଆଇନ ଅଦାଲତରେ ଜୟଯୁକ୍ତ ହେବେ । ଚାକିରିରେ ପ୍ରତିଷ୍ଠିତ ହେବେ । ଆର୍ଥିକ ସ୍ଥିତି ସୁଦୃଢ଼ ହେବ, ଋଣ ପରିଶୋଧ କରିବାର ସୁଯୋଗ ପାଇବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୭-ତୁଳା

ମହିଳାମାନେ ନିକଟସ୍ଥ ସ୍ଥାନମାନଙ୍କରେ ଭ୍ରମଣକରି ବେଶ୍ ଆନନ୍ଦ ଅନୁଭବ କରିବେ । କର୍ମ କ୍ଷେତ୍ରରେ ସମ୍ମାନ ଲାଭ ସହ ନୂଆ ନୂଆ ଯୋଜନା ପ୍ରସ୍ତୁତ କରିବେ । ପାରିବାରିକ କ୍ଷେତ୍ରରେ ସୁଖ ଶାନ୍ତି ପ୍ରାପ୍ତି ହେବ । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ସାମାଜିକ ପ୍ରତିଷ୍ଠା ଓ ମାନ-ସମ୍ମାନ ବୃଦ୍ଧି ହେବ । ଅଚାନକ ବନ୍ଧୁ ବାନ୍ଧବମାନଙ୍କର ସମାଗମ ହେବ । ଗୃହାରମ୍ଭ, ଦୁରଯାତ୍ରା, ନୂତନ ବ୍ୟବସାୟ ଆରମ୍ଭ ଓ ଯାନବାହାନ କିଣି ପାରିବେ । ବ୍ୟବସାୟୀମାନେ କାରବାର ଦିଗରୁ ପ୍ରଚୁର ଲାଭବାନ୍ ହେବେ । ପ୍ରତିକାର–ମାଆବାପା, ଗୁରୁଙ୍କୁ ପ୍ରଣାମ କରନ୍ତୁ ।

୮-ବିଚ୍ଛା

ଆମୋଦ-ପ୍ରମୋଦ, କ୍ରିଡା, ଆଡମ୍ବରରେ ଆଗ୍ରହ ବଢିବ । ବ୍ୟକ୍ତିଗତ ସୁଖ, ଦୁଃଖ ତଥା ମନର ଭାବ କେହି ଠିକ୍ ଭାବେ ଠଉରେଇ ପାରିବେ ନାହିଁ । ଅଧ୍ୟୟନରେ ଅଧିକ ପରିଶ୍ରମ କରିବା ଆବଶ୍ୟକ । ବାଦବିବାଦ, ପରୀକ୍ଷା, ପ୍ରତିଯୋଗିତା ଓ ମାଲିମକଦ୍ଦମାର ଅବସାନ ହେବ । ମହିଳାମାନଙ୍କର କର୍ମ, ବ୍ୟବସାୟରେ କେତେକ କ୍ଷେତ୍ରରେ ଉନ୍ନତିକର ହେବ । ବ୍ୟବସାୟୀମାନେ ଧୈର୍ଯ୍ୟଧରୀ ପରିଶ୍ରମ ନ କଲେ ବ୍ୟବସାୟକୁ ରକ୍ଷା କରିବା କାଠିକର ପାଠ ହେବ । ପ୍ରତ୍ୟେକ କ୍ଷେତ୍ରରେ ଅଯଥା ତରତର ନ ହୋଇ ବିବେକ ବୁଦ୍ଧି ଖଟାଇ ଧୈର୍ଯ୍ୟର ସହିତ ଚାଲିବା ଉଚିତ । ପ୍ରତିକାର:- ଭୋକିଲା ଲୋକକୁ ନିରାଶ କରନ୍ତୁ ନାହିଁ ।

୯-ଧନୁ

ଶିଳ୍ପୀ, ସହିତ୍ୟିକ, ସଂଗୀତଜ୍ଞ, ଯାନ୍ତ୍ରିକ ମାନେ କ୍ଷାତି ଅର୍ଜନ କରିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ଯୋଗେ ମାନସମ୍ମାନ ବଜାୟ ରହିବ ପଦୋନ୍ନତି ମଧ୍ୟ ପାଇପାରନ୍ତି । ଅବିବାହିତ ଯୁବକ ଯୁବତୀମାନେ ବିବାହ କରିବାର ସୁଯୋଗ ପାଇବେ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ଜୟଯୁକ୍ତ ହେବେ । ଶତୃମାନେ ପରାଜିତ ହେବା ସହ ଶାରିରୀକ ଅସୁସ୍ଥତା ଦୂରହେବ । ପଡିରହିଥିବା କାର୍ଯ୍ୟକୁ ପୂର୍ଣ୍ଣକରିବାର ଦୃଢ଼ତା ଆସିବ । ପ୍ରତିକାର:- ଅସହାୟାକୁ ସାହାଯ୍ୟ କରନ୍ତୁ ।

୧୦-ମକର

ବ୍ୟବସାୟରେ ଉନ୍ନତି ଫଳରେ ଲାଭବାନ୍ ହେବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ସଫଳ ହେବେ । ସହକର୍ମୀ ମାନଙ୍କଠାରୁ ସାହାଯ୍ୟ ଓ ସହଯୋଗ ପାଇବେ । କର୍ମନିଯୁକ୍ତି ପାଇଁ ଚେଷ୍ଟା କଲେ ଭବିଷ୍ୟତରେ କର୍ମପ୍ରାପ୍ତି ହେବ । ଗୃହରେ ଧାର୍ମିକ କାର୍ଯ୍ୟରେ ଧନ ବ୍ୟୟହେବ । ଇନ୍ଦ୍ରିୟପରାୟଣତା ଓ ବିଷୟବାସନା ଉପରେ ଅଧିକ ଗୁରୁତ୍ଵ ଦେବେ । ପ୍ରତିକାର:- ଅସହାୟାଙ୍କୁ ସାହାଯ୍ୟ କରନ୍ତୁ ।

୧୧-କୁମ୍ଭ

କର୍ମକ୍ଷେତ୍ରରେ ନିଜର ପ୍ରତିପତ୍ତି ବିସ୍ତାର କରି ପାରିବେ । ମହିଳାମାନେ ଚାକିରି କ୍ଷେତ୍ରରେ ଉନ୍ନତି କରିପାରିବେ । ଶରୀର ସୁସ୍ଥ ରହିବ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତି ଦ୍ଵନ୍ଦିତା, ପ୍ରତି ଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ କୃତକାର୍ଯ୍ୟ ହେବେ । ସାମାଜିକ ପ୍ରତିଷ୍ଠା, ମାନ-ସମ୍ମାନ ବୃଦ୍ଧି ହେବ । ବ୍ୟବସାୟରେ ବନ୍ଧୁ ମିତ୍ରଙ୍କ ସାହାଯ୍ୟରେ ବାକି ପଡ଼ିଥିବା ଅର୍ଥ ପ୍ରାପ୍ତି ହେବ । କର୍ମ ନିଯୁକ୍ତି କ୍ଷେତ୍ରରେ ଅନେକ ଦିନର ଅଭିଳାଷ ପୂରଣ ହେବ । ପୁରାତନ ରୋଗର ପ୍ରକୋପ ହ୍ରାସ ହେବାଫଳରେ ମନଶାନ୍ତ ରହିବ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।

୧୨-ମୀନ

ମହିଳାମାନେ ଅଧିକ ଭାଗ୍ୟବାଦିନୀ ହୋଇ ନିଜ ଗୋଡରେ ନିଜେ ଠିଆ ହେବାକୁ ସାହସ ବାନ୍ଧିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ । ବାଦବିବାଦ, ମାଲିମୋକଦ୍ଦମା, କ୍ରିଡା, ପ୍ରତିଦ୍ଵନ୍ଦିତା, ପ୍ରତିଯୋଗୀତା ପରୀକ୍ଷା ଓ ସାକ୍ଷାତକାରରେ ବିଜୟୀ ହେବେ । ସ୍ୱାସ୍ଥ୍ୟ ପ୍ରାୟ ଭଲ ରହିବ । ପାରିବାରିକ ଜୀବନରେ ପ୍ରୀତିଲାଭ, ବନ୍ଧୁମିଳନ, ବିବହୋତ୍ସବର ସଂକେତ, ଆନନ୍ଦ ଉତ୍ସାହ ବୃଦ୍ଧି ପାଇବ । କର୍ମକ୍ଷେତ୍ରରେ ଉପରିସ୍ଥ କର୍ମଚାରୀ, ଗୁରୁ ଓ ଗୁରୁଜନମାନଙ୍କର ସହଯୋଗ ପାଇବେ । ପ୍ରତିକାର– ଗୋମାତାକୁ କିଛି ଖାଇବାକୁ ଦିଅନ୍ତୁ ।