ନମସ୍କାର ବନ୍ଧୁଗଣ । ପୁଣି ଥରେ ସୃଷ୍ଟି ହୋଇଛି ଆଉ ଏକ ଲଘୁଚାପ । ଯାହା ଫଳରେ 9ଟି ଜିଲ୍ଲା ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ସୂଚନା ଦେଇଛି ଭାରତୀୟ ପାଣିପାଗ ବିଜ୍ଞାନ କେନ୍ଦ୍ର । ଏ ନେଇ ଅନେକ ଜିଲ୍ଲା କୁ ଅରେଞ୍ଜ ୱାର୍ଣ୍ଣିଙ୍ଗ ଜାରି କରିଛି ପାଣିପାଗ ବିଭାଗ । ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ ଓଡିଶା ଉପକୂଳ ସମେତ ସମୁଦ୍ର ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି ।
ଏହାର ପ୍ରଭାବରେ 9ଟି ଜିଲ୍ଲା ରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡିକ ହେଉଛନ୍ତି ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ଵର, କଟକ, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ସୁନ୍ଦଗଡ, ପୁରୀ ଓ ଖୋର୍ଦ୍ଧା । ଏହି ସବୁ ଜିଲ୍ଲା ଗୁଡିକରେ ବିଜୁଳି ସହ ବର୍ଷା ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ଗୁଡିକୁ ପାଣିପାଗ ବିଭାଗ ଅରେଞ୍ଜ ୱାର୍ନିଙ୍ଗ ଜାରି କରିଛି ।
ସେହିପରି ଆସନ୍ତା କାଲି ପାଇଁ ପଶ୍ଚିମ ଓଡିଶାର କିଛି ଜିଲ୍ଲା ପାଇଁ ରେଡ ବାରନିଙ୍ଗ ଜାରି କରା ଯାଇଛି । 9 ଜିଲ୍ଲା ସହ ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, ବାଲେଶ୍ଵର, ଜଗତସିଙ୍ଘପୁର, କଟକ, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର ସମେତ ପୁରୀ ଓ ଖୋର୍ଦ୍ଧା ଆଦି ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।
ଏଣୁ ଏହି ସବୁ ଜିଲ୍ଲା ଗୁଡିକ ପାଇଁ ପାଣିପାଗ କେନ୍ଦ୍ର ୟେଲୋ ୱାର୍ନିଙ୍ଗ ଜାରି କରିଛି । ଆସନ୍ତା କାଲି ନୂଆପଡା, ବଲାଙ୍ଗୀର, କଳାହାଣ୍ଡି, ବରଗଡ, ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଆଦି ଜିଲ୍ଲା ଗୁଡିକରେ ପ୍ରବଳ ରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲା ଗୁଡିକୁ ଅରେଞ୍ଜ ୱାର୍ନିଙ୍ଗ ଜାରି କରା ଯାଇଛି ।
ଏହା ସହ ଅବଶିଷ୍ଟ ଓଡିଶା ରେ ମଧ୍ୟ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତା 2 ଦିନ ଯାଏଁ ଉତ୍ତର ଓଡିଶା ଦେଇ ପଶ୍ଚିମ ଉତ୍ତର ଓ ପଶ୍ଚିମ ଦିଗରେ ଗତି କରିବାର ସମ୍ଭାବନା ରହିଛି । 22 ତାରିଖ ଦିନ ମଧ୍ୟ ରାଜ୍ୟ ର ଅନେକ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି ।
ତେବେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ନେଇ ମଶ୍ଚ୍ୟ ଜୀବି ମାନଙ୍କୁ ସମୁଦ୍ର ଭିତରକୁ ନ ଜୀବ ସତର୍କ ସୂଚନା ଜାରି କରା ଯାଇଛି । ବନ୍ଧୁଗଣ ଆଗକୁ ଏଭଳି ପାଣିପାଗ ସମ୍ବଧିତ ଅପଡେଟ ପାଇବା ପାଇଁ ଆମ ପେଜକୁ ଗୋଟିଏ ଲାଇକ, ସେୟାର, କମେଣ୍ଟ କରନ୍ତୁ, ଧନ୍ୟବାଦ ।