ଦୈନିକ ରାଶିଫଳ ଚନ୍ଦ୍ର ଗ୍ରହର ଗଣନା ଉପରେ ଆଧାରିତ ହୋଇଥାଏ । ଆଜିର ରାଶିଫଳ ବିଷୟରେ କହିବା ସମୟରେ ପାଞ୍ଜିର ଗଣନା ଓ ସଠିକ ଖଗୋଲୀୟର ବିଶ୍ଲେଷଣ କରାଯାଇଥାଏ । ଆମର ଏହି ଦୈନିକ ରାଶିଫଳରେ ସମସ୍ତ ୧୨ଟି ରାଶି ଗୁଡିକ ଭବିଷ୍ୟତ କୁହାଯାଇଥାଏ । ଏହି ରାଶିଫଳକୁ ପଢି ଆପଣ ନିଜର ଦୈନିକ ଯୋଜନାକୁ ସଫଳ କରି ପାରିବେ ।
ଆଜିର ରାଶିଫଳରେ ଆପଣଙ୍କ ପାଇଁ ଚାକିରି, ବ୍ୟାପାର, ପରିବାର ଓ ମିତ୍ରଙ୍କ ସହିତ ସମ୍ବନ୍ଧ, ସ୍ୱାସ୍ଥ୍ୟ ଓ ଦିନସାରା ହେଉଥିବା ଶୁଭ – ଅଶୁଭ ଘଟଣାର ଭବିଷ୍ୟଫଳ ହୋଇଥାଏ । ପଢନ୍ତୁ ଚନ୍ଦ୍ର ରାଶି ଉପରେ ଆଧାରିତ ୧୬ ଜାନୁୟାରୀ ୨୦୨୨ର ଦୈନିକ ରାଶିଫଳ । ସମସ୍ତ ୧୨ଟି ରାଶି ପାଇଁ କେମିତି ରହିବ ଆଜିର ଦିନ । କାହାକୁ ମିଳିବ ଖୁସି ଓ କେଉଁ ରାଶିକୁ ସମସ୍ୟାର ସାମ୍ନା କରିବାକୁ ପଡିପାରେ । ନିଜ ରାଶି ଅନୁସାରେ ଜାଣନ୍ତୁ କଣ କହିଥାଏ ଆଜିର ରାଶିଫଳ ।
ମେଷ ରାଶି : ଆଜି ଆପଣଙ୍କର ଦିନ ଟି ଶୁଭ ରହିବ । ଆପଣଙ୍କ ଜୀବନରେ ଖାସ ବ୍ୟକ୍ତି ଙ୍କ ଆଗମନ ହୋଇପାରେ । କୌଣସି ପୁରୁଣା ମିତ୍ର ଙ୍କ ସହ ଆପଣଙ୍କର ଭେଟ ହୋଇପାରେ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ର ରେ ଉନ୍ନତି କରିବେ । ଗୃହରେ କୌଣସି ଶୁଭ କାର୍ଯ୍ୟ ଆରମ୍ଭ ହୋଇପାରେ । କୋର୍ଟ କଚେରୀ ମାମଲାରେ ଆପଣ ସଫଳ ହେବେ । ଜୀବନରେ କିଛି ନୂଆ କାମ ଆରମ୍ଭ କରିବା ପାଇଁ ପ୍ଳାନ କରିବେ ।
ବୃଷ ରାଶି : ଆପଣଙ୍କର ବନ୍ଧୁ ମାନଙ୍କ ସହ ଭଲ ସମୟ ଅତିଅବହିତ ହେବ । ସନ୍ତାନ ମାନଙ୍କ ତରଫରୁ ଆପଣ ଖୁସି ଖବର ଶୁଣିବାକୁ ପାଇବେ । ଯେଉଁ ମାନେ ଆପଣଙ୍କ ଉପରେ ନିର୍ଭର କରନ୍ତି ସେମାନଙ୍କର ଧ୍ୟାନ ରଖନ୍ତୁ । ଆପଣଙ୍କର ଅଟକି ରହିଥିବା କାମ ପୁରା ହେବ । ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ବ୍ୟବସାୟ ରେ ଆପଣ ଅଧିକ ଲାଭବାନ ହେବା ସହ ନୂଆ ଯୋଜନା ଆରମ୍ଭ କରିବେ । ଆପଣ କରଜ ରୁ ମୁକ୍ତି ପାଇବେ ।
ମିଥୁନ ରାଶି : ଆପଣ ପରିବାର ଲୋକଙ୍କ ସହ ଧାର୍ମିକ ଅନୁଷ୍ଠା ରେ ଯାତ୍ରା କରିବେ । ଆପଣଙ୍କ ଯାତ୍ରା ସୁଗମ ହେବ । କୌଣସି କ୍ଷେତ୍ର ରୁ ଅଚାନକ ଧନ ଲାଭ ହେବ । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଯାହା ଦ୍ଵାରା ଲୋକ ମାନେ ଆପଣଙ୍କର ମାର୍ଗ ଦର୍ଶନ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କର ପ୍ରମୋଶନ ହୋଇପାରେ । ଯେଉଁ ମାନଙ୍କର ବିବାହ ହେଉ ନ ଥିଲା ସେମାନଙ୍କର ବହୁତ ଜଲ୍ଦି ବିବାହ ହେବାକୁ ଯାଉଛି । ଆପଣଙ୍କର ଆୟ ରେ ବୃଦ୍ଧି ହେବ ।
କର୍କଟ ରାଶି : ଏହି ରାଶିର ଲୋକ ମାନଙ୍କର ଦାଂପତ୍ଯ ଜୀବନ ସୁଖମୟ ରହିବ । ଜୀବନ ସାଥି ଙ୍କ ସହ ଆପଣଙ୍କର ତାଳମେଳ ଠିକ ରହିବ । ସନ୍ତାନ ମାନଙ୍କର ଶିକ୍ଷା କ୍ଷେତ୍ର ରେ ଉନ୍ନତି ହେବ । ଗୃହରେ ସୁଖ ଶାନ୍ତି ପ୍ରତିଷ୍ଠା ହେବ । ଆକସ୍ମିକ ଭାବେ କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଛାତ୍ର ଛାତ୍ରୀ ମାନେ ପରୀକ୍ଷା ରେ ସଫଳ ହେବେ । ବେପାର ବାଣିଜ୍ୟ କ୍ଷେତ୍ର ରେ ଆପଣ ଟଙ୍କା ନିବେଶ କରିବା ପାଇଁ ଚିନ୍ତା କରିବେ । ଆପଣଙ୍କର ସ୍ୱାସ୍ଥ୍ୟ ଜନିତ ସମସ୍ଯା ଦୂର ହେବ ।
ସିଂହ ରାଶି : ଏହି ରାଶିର ଲୋକ ମାନେ ପ୍ରେମ ଜୀବନରେ ଭଲ ସମୟ ବ୍ଯତୀତ କରିବେ । ସମାଜରେ ଆପଣଙ୍କର ଖ୍ଯାତି ଓ ଯଶ ବୃଦ୍ଧି ହେବ । ଯାହା ଦ୍ଵାରା ଆପଣ ସବୁ କ୍ଷେତ୍ର ରେ ପ୍ରଶଂସାର ପାତ୍ର ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷା କ୍ଷେତ୍ର ରେ ଆଗରେ ରହିବେ । ଆପଣ ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ରାଜନୀତି କ୍ଷେତ୍ର ରେ ଥିବା ବ୍ୟକ୍ତିଙ୍କ ପାଇଁ ଆଜି ଦିନ ଟି ଭଲ ରହିବ । ରୋଜଗାରରେ ଆପଣଙ୍କର ବୃଦ୍ଧି ହେବ ।
କନ୍ୟା ରାଶି : ଏହି ରାଶିର ଲୋକ ମାନଙ୍କର ଗୃହରେ ସୁଖ ଶାନ୍ତି ପ୍ରତିଷ୍ଠା ହେବ । ଯାହା ଦ୍ଵାରା ଆପଣଙ୍କ ମନ ପ୍ରସନ୍ନ ରହିବ । ଚାକିରି କ୍ଷେତ୍ର ରେ ଆପଣଙ୍କର ପଦ ଉନ୍ନତି ହୋଇପାରେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ଆପଣଙ୍କର ସମ୍ପର୍କ ଭଲ ରହିବ । କୌଣସି ଦୂର ଜାଗାକୁ ଯାତ୍ରା କରିବା ପାଇଁ ପ୍ଳାନ କରିବେ । ପାଠ ପଢା ରେ ଛାତ୍ର ଛାତ୍ରୀ ମାନେ ଅଧିକ ରୁଚି ରଖିବେ । ଆପଣଙ୍କର ଅଟକି ରହିଥିବା କାମ ଆରମ୍ଭ ହେବ । ପ୍ରେମ ଜୀବନରେ ଆପଣଙ୍କର ସମୟ ଅନୁକୂଳ ରହିବ ।
ତୁଳା ରାଶି : ଆପଣଙ୍କର ଆଜି ଦିନ ଟି ଅନୁକୂଳ ରହିବ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଯେଉଁ ମାନେ ବେରୋଜଗାର ଥିଲେ ସେମାନଙ୍କୁ ରୋଜଗାର କରିବାର ନୂଆ ଅବସର ପ୍ରାପ୍ତ ହେବ । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଯାହା ଦ୍ଵାରା ଲୋକ ମାନେ ଆପଣଙ୍କର ଅନୁସରଣ କରିବେ । ସ୍ୱାସ୍ଥ୍ୟ ଉତ୍ତମ ରହିବ । ଦୂର ଜାଗାକୁ ପରିବାର ଲୋକଙ୍କ ସହ ଯିବା ପାଇଁ ଯୋଜନା କରିବେ । ଆୟ ରେ ବୃଦ୍ଧି ହେବ ।
ବିଛା ରାଶି : ଆପଣଙ୍କର ଆର୍ଥିକ ସମସ୍ଯା ଦୂର ହେବ । ପରିବାର ଲୋକଙ୍କ ସହଯୋଗ ଓ ଭଲ ପାଇବା ଆପଣ ପାଇବେ । ପ୍ରେମ ଜୀବନରେ ଆପଣ ମନ କଥା ସାଥି ଙ୍କୁ କହିବାର ଆଜି ଦିନ ଟି ଭଲ ରହିବ । ଛାତ୍ର ଛାତ୍ରୀ ମାନେ ପାଠ ପଢା ରେ ଆଗରେ ରହିବେ । ଲୋକ ମାନେ ଆପଣଙ୍କର ମାର୍ଗ ଦର୍ଶନ କରି ନିଜକୁ ଭାଗ୍ୟଶାଳୀ ମନେ କରିବେ । ଚାକିରି କ୍ଷେତ୍ର ରେ ଆପଣଙ୍କୁ ବଡ ଅଧିକାରୀ ଙ୍କ ସହଯୋଗ ପ୍ରାପ୍ତ ହେବ । ଯାହା ଦ୍ଵାରା ଆପଣ ନିଜକୁ ସଠିକ ବୋଲି ପ୍ରମାଣ କରି ପାରିବେ ।
ଧନୁ ରାଶି : ଏହି ରାଶିର ଲୋକ ମାନେ ଦୀର୍ଘ ଦିନରୁ ଚାକିରି ଅପେକ୍ଷାରେ ଥିଲେ ସେମାନଙ୍କୁ ନୂଆ ଚାକିରି ମିଳିବାର ପ୍ରବଳ ଯୋଗ ରହିଛି । ସମାଜରେ ଆପଣଙ୍କର ଖ୍ଯାତି ଓ ଯଶ ବୃଦ୍ଧି ହେବ । ଯାହା ଦ୍ଵାରା ଆପଣ ପ୍ରଶଂସାର ପାତ୍ର ହେବେ । ବିଦ୍ୟାର୍ଥୀ ମାନେ ଶିକ୍ଷା କ୍ଷେତ୍ର ରେ ଉନ୍ନତି କରିବେ । ମାତା ପିତା ଙ୍କ ସହଯୋଗ ପାଇ ଆପଣ ପ୍ରତେକ ଟି କ୍ଷେତ୍ର ରେ ସଫଳ ହେବେ । ଭାଇ ଭଉଣୀ ଙ୍କ ଠାରୁ ଆପଣ ଆର୍ଥିକ ସାହାଜ୍ଯ ପାଇବେ ।
ମକର ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ମାଙ୍ଗଳିକ କାର୍ଯ୍ୟ ରେ ଯୋଗ ଦେବେ । ଆପଣ ସ୍ଵାଦିଷ୍ଟ ଭୋଜନ ଖାଇବା ପାଇଁ ସୁଯୋଗ ପାଇବେ । ଗୃହରେ ସୁଖ ଶାନ୍ତି ପ୍ରତିଷ୍ଠା ହେବ । କ୍ଯାରିୟର କୁ ନେଇ ଆପଣ ନୂଆ ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁ ମାନଙ୍କ ଗହଣରେ ଆପଣଙ୍କର ସମୟ ଭଲ ରହିବ । ଦୂର ଜାଗାକୁ ଯାତ୍ରା କରିବା ପାଇଁ ଆପଣ ଚିନ୍ତା କରିବେ । ସ୍ୱାସ୍ଥ୍ୟ ଜନିତ ସମସ୍ଯା ଦୂର ହେବ । ଆର୍ଥିକ ସ୍ଥିତି ମଜବୁତ ରହିବ ।
କୁମ୍ଭ ରାଶି : ଆପଣଙ୍କର ଆଜି ଦିନ ଟି ଅନୁକୂଳ ରହିବ । ଯେଉଁ କାମରେ ହାତ ଦେବେ ସେଥିରେ ସଫଳ ହେବେ । ଅଫିସରେ ବଡ ଅଧିକାରୀ ଓ ସହ କର୍ମୀ ମାନଙ୍କ ସହଯୋଗ ଅପାଇବେ । ଯେଉଁ ମାନେ ଚାକିରି ଖୋଜୁଥିଲେ ସେମାନକୁ ନୂଆ ଚାକିରି ମିଳିପାରେ । ବ୍ୟବସାୟରେ ଆପଣ ଅଧିକ ଉନ୍ନତି କରିବା ସହ ନିବେଶ କରିବେ । ଅଟକି ରହିଥିବା ଟଙ୍କା ଫେରସ୍ତ ପାଇବେ । ଦାଂପତ୍ଯ ଜୀବନରେ ଜୀବନ ସାଥି ଙ୍କ ସହ ରୋମାନ୍ସ କରିବାର ସୁଯୋଗ ପାଇବେ ।
ମୀନ ରାଶି : ଏହି ରାଶିର ଲୋକ ମାନେ ପରିବାର ଲୋକଙ୍କ ସହ ହସ ଖୁସିରେ ସମୟ ବିତାଇବେ । ଆପଣଙ୍କର ପାରିବାରିକ ଜୀବନ ସୁଖଦ ରହିବ । କୌଣସି ଦିଗରୁ ଅଚାନକ ଧନ ଲାଭ ହେବ । ଛାତ୍ର ଛାତ୍ରୀ ମାନେ ଶିକ୍ଷା କ୍ଷେତ୍ର ରେ ଉନ୍ନତି କରିବେ । ବେପାର ବାଣିଜ୍ୟ କ୍ଷେତ୍ର ରେ ଆପଣ ନୂଆ ନିବେଶ କରିବେ । ପ୍ରେମ ଜୀବନରେ ଆପଣଙ୍କର ଭଲ ସମୟ ବ୍ଯତୀତ ରହିବେ । ସମାଜରେ ଆପଣଙ୍କର ମାନ ସମାନ ବୃଦ୍ଧି ପାଇବ । ଆମ ସହ ଆଗକୁ ରହିବା ପାଇଁ ଆମ ପେଜକୁ ଗୋଟିଏ ଲାଇକ କରନ୍ତୁ ।